ଆମ ଜିଲା ଖବର

ଅନୁଗୋଳ ବଜାରରେ କେଟିଏମ୍‌ ଆର୍‌ସି ୧୨୫

ଅନୁଗୋଳ ଅଫିସ, ୧୮।୭ – କେଟିଏମ୍‌ ପକ୍ଷରୁ ନୂଆ ଆର୍‌ସି ୧୨୫ ମଡେଲ ଅନୁଗୋଳ ବଜାର ପ୍ରବେଶ କରିଛି। ଏହି ମଡେଲ ଆର୍‌ସି ୧୬ କେଟିଏମ୍‌ ମୋଟୋ ଜିପି ମେଶିନରୁ ଅନୁପ୍ରାଣିତ ହୋଇ ନିର୍ମାଣ ହୋଇଛି। ଏଥିରେ ଷ୍ଟିଲ ଟ୍ରେଲିସ୍‌ ଫ୍ରେମ୍‌…

ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ର ପୁରସ୍କୃତ

ଅନୁଗୋଳ ଅଫିସ, ୧୮।୭ – ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପୂର୍ବ ଜୋନାଲରେ ଶ୍ରେଷ୍ଠ କୃଷି ବିଜ୍ଞାନ କେନ୍ଦ୍ର ଭାବେ ବିବେଚିତ କରାଯାଇ ପଣ୍ଡିତ ଦୀନଦୟାଲ କୃଷି ବିଜ୍ଞାନ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି। କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସହ…

ସରକାରୀ ଯୋଜନା ବାଟବନା: ପରଶାସନିକ ଅବହେଲାର ଶିକାର ଗୁଞ୍ଜି ଚନ୍ଦନ

କେସିଙ୍ଗା, ୧୮।୭ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ଭୂମିହୀନ, ବାସହୀନମାନକୁ ଆବାସ ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ବାବୁମାନକର ଖାମ୍‌ଖିଆଲି ମନ୍‌ଭାବ ଲାଗି ଅନେକ୍‌ ଗରିବ୍‌ ଦୁଖି ଯୋଜନାର ଲାଭ ପାଏବାରୁ…

କଚ୍ଛପ ଗତିରେ ଚାଲିଛି ଟିକିରା ସେତୁ ନିର୍ମାଣ : ୧୫ ମାସରେ ୧୦ ପ୍ରତିଶତ କାର୍ଯ୍ୟ

ତାଳଚେର, ୧୮ା୭(ନି.ପ୍ର.) – କଣିହଁ। ବ୍ଲକର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀଙ୍କ ଲାଇଫ୍‌ ଲାଇନ କୁହାଯାଉଥିବା ଟିକରା ସେତୁ କାର୍ଯ୍ୟ କଚ୍ଛପ ଗତିରେ ଚାଲିଛି। ନିର୍ମାଣ ଦାୟିତ୍ୱ ନେଇଥିବା ଠିକାସଂସ୍ଥା ୨ ବର୍ଷରେ ଏହା ଶେଷ କରିବାକୁ ଚୁକ୍ତି କରିଥିଲେ ବି ଗତ…

ଝି’ପୁଓର ପାଠ୍‌ପଢ଼ା ଲାଗି ଭିଖ୍‌ ମାଗୁଛନ୍‌ ବାପା

ଅତାବିରା, ୧୮।୭ (ଡି.ଏନ୍‌.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଶିକ୍ଷାରେ ସଂସ୍କାର ଆନବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। କେନ୍‌ଥେଇ ସଭେ ସୁବିଧାରେ ଭଲ ପାଠ୍‌ ପଢ଼ିପାରବେ ସେଥିର ଲାଗି ବେବସ୍‌ତା କରୁଛନ୍‌। ହେଲେ ଆଏଜ୍‌ ବି ଆମର ସମାଜରେ…

କାମରେ ଆସୁନି ୮୦ ଲକ୍ଷ ଟଙ୍କାର ଛାତ୍ରାବାସ : ଆବେଦନ କରୁଛନ୍ତି, ରହିବାକୁ ଅମଙ୍ଗ

ଭୁବନ, ୧୮।୭ – ଯୋଜନାହୀନ ଭାବେ ଜଙ୍ଗଲିଆ ପରିବେଶରେ ନିର୍ମାଣ କରି ଦିଆଗଲା ଛାତ୍ରାବାସ। ହେଲେ ଜନବସତିଠାରୁ ଦୂରରେ ତିଆରି ହୋଇଥିବା ହଷ୍ଟେଲ କ୍ୟାମ୍ପସରେ ପିଲାମାନେ ନିଜକୁ ସୁରକ୍ଷିତ ମଣିବେ ତ, ଏହି ପ୍ରଶ୍ନ କାହା ମୁଣ୍ଡକୁ ଜୁଟିଲାନି। ଏବେ ନିଃଶୁଳ୍କରେ…

ବଢୁଛି ଷଣ୍ଢ ଦୌରାତ୍ମ୍ୟ

ଢେଙ୍କାନାଳ ଅଫିସ, ୧୮।୭ – ଢେଙ୍କାନାଳ ସହରରେ ବୁଲା ଷଣ୍ଢଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପ୍ରମୁଖ ବଜାର, ଜନଗହଳିପୂର୍ଣ୍ଣ ରାସ୍ତା ଗୋରୁଙ୍କ କବ୍‌ଜାରେ ରହୁଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୌରସଂସ୍ଥା ଏହାକୁ ଗୁରୁତ୍ୱ ଦେଉନାହିଁ। ଏପରି ସମସ୍ୟା ପାଇଁ ଯେ କୌଣସି…

ଟଙ୍କା ଲୋଭରେ ନାବାଳକ ଘଟାଉଛନ୍ତି ଅପରାଧ

ବ୍ରହ୍ମପୁର ଅଫିସ,୧୮ା୭-ଏବେ ସମସ୍ତେ ଏକ ବିଳାସପୂର୍ଣ୍ଣ ଜୀବନ ଶୈଳୀ ବିତାଇବା ପାଇଁ ଇଚ୍ଛା କରୁଛନ୍ତି। ଏଥିପାଇଁ କିଏ କଠିନ ପରିଶ୍ରମ କରୁଛି ତ ଆଉ କେହି ଧନୀ ହେବା ପାଇଁ ଅପରାଧ ରାସ୍ତା ବାଛି ନେଉଛନ୍ତି। ଠିକ୍‌ ସେହିଭଳି ନାବାଳକମାନେ ମଧ୍ୟ…

୭ ମାସ ହେଲା ଅଙ୍ଗନୱାଡି କେନ୍ଦ୍ରରେ ମିଳିନି ରନ୍ଧାଖାଦ୍ୟ

ଜଗନ୍ନାଥପ୍ରସାଦ,୧୮ା୭(ଡି.ଏନ.ଏ.)-ଶିଶୁ ଓ ପ୍ରସୂତିଙ୍କ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି।ଏଥିପାଇଁ ବ୍ଲକରେ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟ କାର୍ଯ୍ୟ କରୁଛି। ସେଠାରେ ଜଣେ ଅଧିକାରୀ ସମେତ ସେକ୍ଟର ୱାରି ସୁପରଭାଇଜର, ଶତାଧିକ ଅଙ୍ଗନୱାଡି ଦିଦି…

ମଧୁବାବୁ ଆଇନ ସହାୟତା ଯୋଜନା ବାଟବଣା

ପୁରୁଷୋତ୍ତମପୁର, ୧୮ା୭(ଡି.ଏନ୍‌.ଏ.)-ରାଜ୍ୟ ସରକାର ଗରିବ ଲୋକଙ୍କୁ ଆଇନ ସହାୟତା ଯୋଗାଇ ଦେବାକୁ ମଧୁବାବୁ ଆଇନ ସହାୟତା ଯୋଜନା ପ୍ରଣୟନ କରିଥିଲେ। ମାତ୍ର ଏହି ଯୋଜନା ଏବେ ସରକାରୀ ଫାଇଲର ନାଲି ଫିତାତଳେ ରହିଯାଇଛି। ଯାହାକୁ ନେଇ ଗ୍ରାମାଞ୍ଚଳର ଜନସାଧାରଣଙ୍କ ସମେତ ଆଇନଜୀବୀଙ୍କ…

ସେବା ମହାବିଦ୍ୟାଳୟ ଛାତ୍ରଙ୍କୁ ଛାତ୍ରାବାସ ପ୍ରଦାନ ଦାବି : ଉଦ୍‌ଘାଟନ ପରେ ବି ଛାତ୍ରଙ୍କୁ ରହିବାକୁ ମିଳୁନି ଅନୁମତି

ବ୍ରହ୍ମପୁର ଅଫିସ,୧୮ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ଥିବା ସରକାରୀ ସେବା(ନର୍ସିଂ) ମହାବିଦ୍ୟାଳୟର ଛାତ୍ରଙ୍କୁ ଛାତ୍ରାବାସ ପ୍ରଦାନ କରାଯିବାକୁ ଦାବି ହୋଇଛି ା ଏନେଇ ଛାତ୍ରମାନେ ବୁଧବାର ମହାବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା ଦେଇଥିଲେ। ୨୦୦୯ରୁ ମହାବିଦ୍ୟାଳୟରେ…

ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ : କଲ୍ୟାଣମଣ୍ଡପକୁ ସ୍ଥାନାନ୍ତରଣର ବିରୋଧ

ବ୍ରହ୍ମପୁର ଅଫିସ,୧୮ା୭-ବ୍ରହ୍ମପୁର ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ଉପକଣ୍ଠ ତଥା କନିଷିସ୍ଥିତ ଏକ ଘରୋଇ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର କରାଯିବା ଘୋଷଣା ପରେ ବିଭିନ୍ନ ସଂଗଠନ ପକ୍ଷରୁ ଏହାକୁ ବିରୋଧ କରାଯାଇଛି ା ଉକ୍ତ ଘରୋଇ କଲ୍ୟାଣ ମଣ୍ଡପକୁ ମାସିକ ୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri