ଆମ ଜିଲା ଖବର

ଫାଙ୍କା ଗୁଳିଚଳାଇ ଫାଇନାନ୍ସ  କର୍ମଚାରୀଙ୍କଠାରୁ ଲୁଟ୍‌

ପରଜଙ୍ଗ, ୧୮ା୫(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇଠାରୁ ମୁକ୍ତାପସି ଯାଇଥିବା ରାସ୍ତାର ରାହାବେରିଣୀ ଗ୍ରାମ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଫାଙ୍କା ଗୁଳିଚାଳନା କରିବା ସହ ଭୁଜାଲିରେ ଆକ୍ରମଣ କରି ୬୮ ହଜାର…

ଭୋଟ ଗଣତିକୁ ୫ ଦିନ ବାକି : ହିସାବ ଜାରି, ଆଶା ଆଶଙ୍କାରେ ୩୯ ପ୍ରାର୍ଥୀ

ଢେଙ୍କାନାଳ ଅଫିସ,୧୮ା୫- ଚଳିତ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଆସନ୍ତା ୨୩ ତାରିଖରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏହାକୁ ନେଇ ପ୍ରାର୍ଥୀମାନଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି ା ବିଭିନ୍ନ ରାଜନୈତିକ ଦଳର…

୯ ବର୍ଷରେ ମଶା ନେଇଛି ୫୩ ମୁଣ୍ଡ : ଡେଙ୍ଗୁରେ ୨୬, ମ୍ୟାଲେରିଆରେ ୨୭ ମୃତ୍ୟୁ

ଅନୁଗୋଳ ଅଫିସ, ୧୮।୫ – ମଶା ନେଉଛି ମଣିଷ ଜୀବନ। ବିଶେଷକରି ଅନୁଗୋଳର ପାହାଡ଼ିଆ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ଓ ଡେଙ୍ଗୁ ରୋଗରେ ଅଧିକ ଲୋକ ଆକ୍ରାନ୍ତ ହେଉଛନ୍ତି। ସଚେତନତା ଅଭାବରୁ ସେମାନେ ଏହି ମଶାଜନିତ ରୋଗର ଶିକାର ହେଉଥିବା…

ଆଇଆଇଏମ୍‌ସିରେ ଓଏସ୍‌ଓୟୁ ଶିକ୍ଷାର୍ଥୀଙ୍କୁ ପ୍ରଶିକ୍ଷଣ : ନିରନ୍ତର ଲେଖା ଅଭ୍ୟାସ ରଖିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ,୧୮ା୫ – ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଓଏସ୍‌ଓୟୁ)ର ସାମ୍ବାଦିକତା ଶିକ୍ଷାର୍ଥୀଙ୍କ ଦ୍ୱିତୀୟ ବ୍ୟାଚ୍‌ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅପରାହ୍ନରେ ଆୟୋଜିତ ଉଦ୍‌ଯାପନୀ ସମାରୋହରେ ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ…

ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ସହଯୋଗ : ପୁରୀରେ ଭ୍ରାମ୍ୟମାଣ ୨ ଏଟିଏମ୍‌ ଗାଡ଼ି

ଅନୁଗୋଳ ଅଫିସ, ୧୮।୫ – ରାଜ୍ୟ ସମବାୟ ବ୍ୟାଙ୍କ ଅନୁରୋଧ କ୍ରମେ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ପକ୍ଷରୁ ୨ଟି ଭ୍ରାମ୍ୟମାଣ ଏଟିଏମ୍‌ ଗାଡ଼ି ପୁରୀ ଜିଲାର ବିଭିନ୍ନ ଅଞ୍ଚଳ ବୁଲି ଫନୀ ବିପନ୍ନଙ୍କୁ ଏଟିଏମ୍‌ ସୁବିଧା ପ୍ରଦାନ କରୁଛି।…

ଚାଷୀଙ୍କ ପାଇଁ ସମର୍ପିତ ବସନ୍ତ ସାହୁ : ବିନା ପାରିଶ୍ରମିକରେ କରୁଛନ୍ତି ସେବା

ବନ୍ତଳା,୧୮ା୫(ଦୀନେଶ ଦେହୁରୀ)- ଇଚ୍ଛା ଥିଲା ସେନାବାହିନୀରେ ଚାକିରି କରିବେ। ଦେଶର ସୀମାକୁ ସୁରକ୍ଷିତ କରିବେ। ସେଥିପାଇଁ ଭଲ ପାଠ ପଢ଼ୁଥିଲେ। ହେଲେ ଭାଗ୍ୟ ତାଙ୍କୁ ଟାଣିଆଣିଲା କୃଷି କ୍ଷେତ୍ରକୁ। ଉଚ୍ଚଶିକ୍ଷିତ ହୋଇଥିବାରୁ ଦେଶର ସୁରକ୍ଷା ଓ ସେବାର ପ୍ରକୃତ ଅର୍ଥ ଶୀଘ୍ର…

ସପ୍ତାହେ ନ ପୂରୁଣୁ ଉଠିଲା ପିଚୁ, ରାସ୍ତାରେ ଡ୍ରେନ୍‌ ପାଣି

ଫୁଲବାଣୀ ଅଫିସ, ୧୮ା୫ -ଫୁଲବାଣୀ ପୂର୍ତ୍ତ ବିଭାଗର ମନମୁଖୀ କାର୍ଯ୍ୟକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି। ଏବେ ସହରର ମୁଖ୍ୟ ରାସ୍ତାରେ ହୋଇଥିବା ପିଚୁ, ଡ୍ରେନ୍‌ ଓ ସାଇଡ୍‌ ୱାଲ୍‌ ନିର୍ମାଣରେ ଅନିୟମିତତା ହୋଇଛି। ଜଗନ୍ନାଥ ମନ୍ଦିରରୁ ମାଦିକୁନ୍ଦା ଛକ ପଯ୍ୟନ୍ତ…

କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା

ଭଞ୍ଜନଗର,୧୮।୫(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆରଟିସି ଜୋନରୁ ସମସ୍ତ ବସ୍‌ ଅନ୍ୟ ଜୋନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଆପଣାଇଛି। ବସ୍‌ ସ୍ଥାନାନ୍ତର ସମୟରେ ବିବାଦ ଉପୁଜିବା ଆଶଙ୍କାରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଶୁକ୍ରବାର ଭଞ୍ଜନଗର ପୋଲିସର ସହାୟତା ନେଇଛନ୍ତି। ଅପରପକ୍ଷେ ବସ୍‌ ନଛାଡିବା…

ଦଳବଦଳ କରିଥିବା ପ୍ରାର୍ଥୀଙ୍କ ବଢ଼ୁଛି ଟେନ୍‌ସନ

ବ୍ରହ୍ମପୁର ଅଫିସ,୧୮ା୫-ଆସନ୍ତା ୨୩ରେ ଭୋଟଗଣତି ସହ ଫଳାଫଳ ଘୋଷଣା କରାଯିବ। ତେବେ କିଏ ଜିତିବ ଓ କିଏ ହାରିବ ସେ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷରେ ବହୁ ବର୍ଷ ହେବ ଏକ ନିର୍ଦ୍ଧିଷ୍ଟ ଦଳର ଚିହ୍ନରେ ନିର୍ବାଚନ ଲଢ଼ିଥିବା…

ଆସିକା ଲୋକ ସଭା ଆସନ :ଭୋଟ ଗଣତି ପାଇଁ ପ୍ରାର୍ଥୀ ପ୍ରତିନିଧିଙ୍କୁ ନେଇ ବୈଠକ

ଛତ୍ରପୁର,୧୮ା୫(ଡି.ଏନ୍‌.ଏ.) -ଆସିକା ଲୋକସଭା ପାଇଁ ହୋଇଥିବା ଭୋଟର ଗଣତି ଚଳିତ ମାସ ୨୩ ତାରିଖରେ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସିକା ଲୋକ ସଭା ଆସନ ପାଇଁ ରିଟର୍ନିଂ ଅଫିସର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଛନ୍ତି। ଏହି…

ସିପିଏସ୍‌ ମହୁଡ଼ା ଦୁର୍ନୀତିର ତଦନ୍ତ ଦାବି

ବ୍ରହ୍ମପୁର ଅଫିସ୍‌,୧୮ା୫-କଲେଜ ଅଫ୍‌ ଫାର୍ମାସିୟୁଟିକାଲ୍‌ ସାଇନ୍ସ(ସିପିଏସ୍‌) ମହୁଡ଼ାରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଶୁକ୍ରବାର ବିଭିନ୍ନ ସଂଗଠନ ତରଫରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍‌ଙ୍କ ନିକଟରେ ଅଭିଯୋଗ କରାଯାଇଛି । ଦୁର୍ନୀତିର ତଦନ୍ତ କରିବା ପାଇଁ ମାନବ ଅଧିକାର ସୁରକ୍ଷା ମଞ୍ଚ, ଗଞ୍ଜାମ…

୨୯୪ ମିଟର ଡ୍ରେନ୍‌ ନିର୍ମାଣକୁ ଲାଗିଲାଣି ୬ ବର୍ଷ

ଭଦ୍ରକ ଅଫିସ, ୧୮।୫ – ଆଉ କିଛି ମାସ ଗଲେ ଭଦ୍ରକ ସହର କୃତ୍ରିମ ବନ୍ୟାରେ ଉବୁଟୁବୁ ହେବ। ସାମାନ୍ୟ ବର୍ଷା ହେଲେ ବର୍ଷାପାଣି ନିଷ୍କାସିତ ହୋଇ ନ ପାରି ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ। ସହରରେ ଡ୍ରେନେଜ୍‌ ବ୍ୟବସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri