ଜାତୀୟ ରାଜପଥରେ ଅଟକିଛି ଶତାଧିକ ଟ୍ରକ : ୫ ଦିନ ହେଲା ଟ୍ରାଫିକ ବିପର୍ଯ୍ୟସ୍ତ
ଛତ୍ରପୁର,୧୮ା୭(ଡି.ଏନ.ଏ)-ଗଞ୍ଜାମରୁ ଆରମ୍ଭ କରି ଛତ୍ରପୁର- କାଳିବାଲି ଛକ ପର୍ଯ୍ୟନ୍ତ ଜାତୀୟ ରାଜପଥ ଉପରେ ଶତାଧିକ ଆଇରନ୍ ଓର୍ ବୋଝେଇ ଟ୍ରକ୍ ୫ ଦିନ ହେଲା ଅଟକି ରହିଛି। ଫଳରେ ଜାତୀୟ ରାଜପଥରେ ଟ୍ରାଫିକ୍ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଗତ ୩ ଦିନ…
କାଖରେ ଶିଶୁ, ମୁଣ୍ଡରେ ବୋଝ : ଏମିତି ବିତୁଛି ଜୀବନ
କେନ୍ଦୁଝର, ୧୮ା୭ (ସ୍ବ.ପ୍ର.)-କେନ୍ଦୁଝର ସହରକୁ ଦୈନିକ ବହୁ ସଂଖ୍ୟାରେ ବନବାସୀ ବିଭିନ୍ନ ପ୍ରକାର ପନିପରିବା, ବନଜାତ ଦ୍ରବ୍ୟ ଧରି ବିକିବାକୁ ଆସିଥାନ୍ତି। ବିକିବା ପରେ ମିଳୁଥିବା ପଇସାରେ ତେଲଲୁଣ କିଣି ଘରକୁ ଫେରନ୍ତି। ଘରେ ସୁବିଧା ନ ଥିବାରୁ କ୍ଷୀର ଖାଉଥିବା…
ଲୁହାପଥର ଗୁଣ୍ଡରେ ହେଉଛି ରାସ୍ତା ମରାମତି : ସରକାର ହରାଉଛନ୍ତି ରାଜସ୍ବ
ଯୋଡ଼ା,୧୮।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ରାସ୍ତାରେ ଥିବା ଖାଲଢିପକୁ ପୋତିବା ପାଇଁ ଖଣିଜ ପଦାର୍ଥ ବ୍ୟବହାର କରାଯାଉଛି। ଯୋଡ଼ା ଖଣିମଣ୍ଡଳର ଜୁରୁଡ଼ି-ବାମେବାରୀ ରାଜ୍ୟ ରାଜପଥ ନଂ ୨ରେ ବିପୁଳ ପରିମାଣର ଲୁହାପଥରଗୁଣ୍ଡକୁ ଏକ ନିର୍ଦ୍ଦିଷ୍ଟ ଖଣିରୁ ଆଣି ରାସ୍ତା ମରାମତି କାର୍ଯ୍ୟରେ…
ଜବରଦଖଲ ରାସ୍ତା ନିର୍ମାଣରେ ବାଧକ : ପ୍ରଶାସନ ଚୁପ
କେନ୍ଦୁଝର, ୧୮ା୭ (ସ୍ବ.ପ୍ର.)- କେନ୍ଦୁଝର ସହରରେ ଜବରଦଖଲ ସମସ୍ୟା ଦିନକୁ ଦିନ ଜଟିଳ ହୋଇ ପଡୁଛି । କିଏ ସରକାରୀ ଜମିରେ ଘରବାଡି ଜବରଦଖଲ କରିଛି ତ କିଏ ରାସ୍ତା ଘାଟ ଜବରଦଖଲ କରିଛି । ଫଳରେ ଯାତାୟାତ ଅସୁରକ୍ଷିତ ହୋଇପଡୁଛି…
ଚୋରାମଦ ବିକ୍ରିକୁ ମହିଳାଙ୍କ ବିରୋଧ
ପଦ୍ମପୁର, ୧୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତ କୁସୁନବିନ୍ଧା ଗ୍ରାମରେ ମଦବିରୋଧୀ ଅଭିଯାନ ଜୋର ଧରିଛି। ବୁଧବାର ସ୍ବୟଂସହାୟକ ଗୋଷ୍ଠୀର ସଭ୍ୟାମାନେ ଦୋକାନରେ ଚଢ଼ାଉ କରି ଚୋରା ମଦ ବିକ୍ରିକୁ ବିରୋଧ କରିଛନ୍ତି। ଗ୍ରାମର…
କପାଳୀ, ସରୁସାଗରକୁ ମିଳୁନି ନଦୀର ମାନ୍ୟତା
ବନ୍ତ,୧୮।୭ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଦେଇ ସାଳନ୍ଦୀ, କପାଳୀ ଓ ସରୁସାଗର ନଦୀ ପ୍ରବାହିତ ା ସାଳନ୍ଦୀକୁ ବାଦ୍ ଦେଲେ ସରୁସାଗର ଓ କପାଳୀକୁ ସରକାରୀ ଖାତା ଓ ମାନଚିତ୍ରରେ ଏ ଯାଏ ନଦୀର ମାନ୍ୟତା ମିଳିନାହିଁ…
୨ ଆକ୍ରମଣକାରୀ ଦୋଷୀ ସାବ୍ୟସ୍ତ
ଶେରଗଡ଼,୧୭ା୭(ଡି.ଏନ.ଏ.)- ଶେରଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରେଖାରାଣୀ ନାୟକ ମାଡ଼ ମାରିବା ଓ ବ୍ଲେଡରେ ଆକ୍ରମଣ କରିବା ନେଇ ଏକ ମାମଲାଣ ଶୁଣାଣି କରି ବରମୁଣ୍ଡଳୀ ଗ୍ରାମର ଗଣେଶ ପାଢ଼ୀ, ରାମହରି ଗୌଡଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ…
ଧାର ଟଙ୍କାକୁ କେନ୍ଦ୍ରକରି ମହିଳାଙ୍କୁ ମାଡ, ଅଭିଯୁକ୍ତ ଗିରଫ
ଆସିକା,୧୭ା୭(ଡି.ଏନ୍.ଏ.)- ଆସିକାଥାନାର କୋଟିନଡା ଫାଣ୍ଡି ଅନ୍ତର୍ଗତ ତରାସିଙ୍ଗ ଗ୍ରାମରେ ଗତ ରବିବାର ବାକିଆ ଟଙ୍କାକୁ କେନ୍ଦ୍ରକରି ଜଣେ ମହିଳାଙ୍କୁ ଗଁା ଦାଣ୍ଡରେ ଟଣାଓଟରା କରିବା ସହ ମାଡ ମାରିବା ଅଭିଯୋଗରେ ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସେହି…
ରାସ୍ତାରେ ଭାସୁଛି ନର୍ଦ୍ଦମା ପାଣି
ବୁଗୁଡ଼ା,୧୭ା୭(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲିଆ ଗ୍ରାମ ୫ନଂ. ୱାର୍ଡରେ ଥିବା ତେଲୁଗୁସାହି ରାସ୍ତା ମରାମତି ଅଭାବରୁ ଖାଲଖମାରେ ଭର୍ତ୍ତି ହୋଇଛି। ଏହାର ମରାମତି ଲାଗି ଗ୍ରାମବାସୀ ଦାବି କରିଛନ୍ତି । ଗୋଲିଆ ୫ନଂ. ୱାର୍ଡର ତେଲୁଗୁ ସାହି ବାରିପଟ ରାସ୍ତା ୪…
ରାସ୍ତାକଡ ଡ୍ରେନ୍ରୁ ଷଣ୍ଢ ଉଦ୍ଧାର
ଦିଗପହଣ୍ଡି,୧୭ା୭(ଡି.ଏନ.ଏ.)- ଦିଗପହଣ୍ଡି ଏନଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗର ପ୍ରଥମ ଲେନରେ ନବନିର୍ମିତ ଡ୍ରେନ୍କୁ ବୁଧବାର ସକାଳେ ଏକ ଷଣ୍ଢ ଖସିପଡିଥିଲା। ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଫୋନ କରି ଜଣାଇଥିଲେ। ଅଗ୍ନିଶମ ବାହୀନି ପହଞ୍ଚତ୍ ଷଣ୍ଢଟିକୁ ଉଦ୍ଧାର କରିଛି।…
ଗ୍ରାମରକ୍ଷୀଙ୍କୁ ମିଳିନି ୪ ମାସର ଦରମା
ଢେଙ୍କାନାଳ ଅଫିସ,୧୭।୭: ଢେଙ୍କାନାଳ ଜିଲାର ବିଭିନ୍ନ ଥାନା, ଫାଣ୍ଡିରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କୁ ୪ ମାସ ହେଲା ଦରମା ମିଳିନାହିଁ। ଆର୍ଥିକ ଅନଟନ ମଧ୍ୟରେ ସେମାନେ ଦୁର୍ଦ୍ଦିନରେ କାଳାତିପାତ କରୁଛନ୍ତି। ବକେୟା ପରିଶ୍ରମିକ ତୁରନ୍ତ ଦେବାକୁ ବୁଧବାର ଗ୍ରାମରକ୍ଷୀ ସଂଘର କର୍ମକର୍ତ୍ତାମାନେ ଏସ୍ପିଙ୍କୁ…
ହଳ କରିବା ବେଳେ ଓଲଟିଲା ଟ୍ରାକ୍ଟର, ଚାପିହୋଇ ଚାଳକ ମୃତ
ମାଥିଲି, ୧୭ା୭: ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଚାଉଳମେନ୍ଦି ପଞ୍ଚାୟତ ଅଧୀନ ମଇଲିଗୁଡା ଗ୍ରାମରେ ଜଣେ ବ୍ୟକ୍ତି ଟ୍ରାକ୍ଟର ଦ୍ୱାରା ଚାଷ ଜମିରେ ହଳ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଓଲଟି ପଡିବାରୁ ତା’ତଳେ ଚାପି ହୋଇ ଚାଳକଙ୍କ…
Archives


