୧୧ କେଭି ବିଦ୍ୟୁତ୍ ତାରରେ ଲାଗି ଯୁବକଙ୍କ ଜୀବନ ଗଲା
ଗୁଡ଼ଭେଲା,୧୭।୭(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ମଧ୍ୟମ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ତୁଷୁରା ସହରସ୍ଥିତ ସୋନଗଡ଼ ନଦୀରେ ଜଳସ୍ତର ମାପୁ ଥିବାବେଳେ ୧୧ କେଭି ବିଦ୍ୟୁତ୍ ତାରରେ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଗଲପୁର ବ୍ଳକ ଅଧୀନ ଗୁଡୁରୁମୁଣ୍ଡା ଗ୍ରାମର…
ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ: ହିତାଧିକାରୀ ଅସନ୍ତୋଷ
ଝୁମ୍ପୁୁରା, ୧୭।୭ (ଡି.ଏନ.ଏ.): ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେତେକ ପଞ୍ଚାୟତରେ ପିଡିଏସ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ପୂର୍ବରୁ ଅଭିଯୋଗ ରହିଛି। ଜଙ୍ଗଲାଞ୍ଚଳରେ ଅବସ୍ଥିତ ଆଦିବାସୀ ଅଧ୍ୟୁଷିତ ବସନ୍ତପୁର ପଞ୍ଚୟତରେ ୨ଦିନ ଧରି ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ ଯୋଗୁ କାର୍ଡଧାରୀଙ୍କ…
ବର୍ଷାକୁ ନେଇ ଚାଷୀଙ୍କ ଚିନ୍ତା: ନଷ୍ଟ ହେବାକୁ ବସିଛି ଧାନ ତଳି
ଚମ୍ପୁଆ,୧୭ା୭(ଡି.ଏନ.ଏ.)-ଚମ୍ପୁଆରେ ସ୍ବାଭାବିକ ବର୍ଷା ହେଉ ନ ଥିବାରୁ ଧାନତଳି ନଷ୍ଟ ହେବାକୁ ବସିଥିବା ବେଳେ ଚାଷୀଙ୍କ ଚିନ୍ତା ବଢିବାରେ ଲାଗିଛି। ମୌସୁମୀ ବର୍ଷାକୁ ଅପେକ୍ଷା କରି ରହିଥିବା ଚାଷୀ ଶେଷରେ ଲଘୁଚାପ ବର୍ଷାକୁ ଅନେଇ ବସିରହିଥିଲେ ମଧ୍ୟ ବର୍ଷାର ଦେଖା ନାହଁ।…
ବଜ୍ରପାତରେ ଦମ୍ପତି ସମେତ ୩ ମୃତ, ଜଣେ ଗୁରୁତର
କେନ୍ଦୁଝର/ଢେଙ୍କିକୋଟ, ୧୬ା୭ (ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକର ବିଭିନ୍ନ ସ୍ଥାନରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଏକ ଦମ୍ପତି ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି…
ଐତିହ୍ୟସ୍ଥଳୀର ସୁରକ୍ଷା, ମୂର୍ତ୍ତି ଚୋରି ର଼୍ୟାକେଟ୍ ସନ୍ଧାନ ନେଇ ଦାବିପତ୍ର
ଭଦ୍ରକ ଅଫିସ, ୧୭।୭: ଭଦ୍ରକ ଜିଲାର ପ୍ରସିଦ୍ଧ ଐତିହ୍ୟସ୍ଥଳୀରୁ ଗତ କିଛିବର୍ଷ ଧରି ଦୁର୍ଲଭ ଭାସ୍କର୍ଯ୍ୟରାଜି ମୂର୍ତ୍ତି ଚୋରି ହେବାରେ ଲାଗିଛି। ଏହାମଧ୍ୟରେ ଜଣେ ମଧ୍ୟ ଚୋରକୁ ଧରିବାରେ ଜିଲା ପୋଲିସ ସକ୍ଷମ ହୋଇପାରି ନାହିଁ। ବୁଧବାର ଭଦ୍ରକ ଇନ୍ଟାକ୍ ଚାପ୍ଟରର…
ଫସଲ ବୀମା ପ୍ରଦାନ ଦାବି: ଉପ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ
ଧର୍ମଗଡ,୧୭।୭(ଡି.ଏନ.ଏ.): ଫସଲ ବୀମା ପ୍ରଦାନ ଦାବିରେ ଚାଷୀମାନେ ବୁଧବାର ଧର୍ମଗଡ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଆଗାମୀ ୭ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ ନ ହେଲେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି । କଳାହାଣ୍ଡି ଜିଲା ଧର୍ମଗଡ…
କୃଷକ ସଂଗଠନ ପକ୍ଷରୁ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
ସମ୍ବଲପୁର,୧୭।୭(ବ୍ୟୁରୋ): ସମ୍ବଲପୁର ଜିଲା କୃଷକ ସଂଗଠନ ପକ୍ଷରୁ ଜିଲାପାଳ ଅଫିସ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଓ ବିକ୍ରୟ କରିଥିବା ଧାନ ଟଙ୍କା ଚାଷୀଙ୍କୁ ଦେବା ଦାବିରେ ଏହି ଧାରଣା ଦିଆଯାଇଛି।
ଓଡ଼ିଆ ସିନେମା ‘ସେଲଫିସ୍ ଦିଲ୍’ରେ ନାୟକ ସାଜିଛନ୍ତି ରାୟଗଡ଼ାର ଶ୍ରେୟାନ: ମୁନିଗୁଡ଼ାରେ ରୋଡ୍ ଶୋ’ କରି କଲେ ପ୍ରମୋଶନ
ମୁନିଗୁଡ଼ା,୧୭।୭(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ାରେ ଓଡ଼ିଆ ସିନେମା ‘ସେଲ୍ଫିସ ଦିଲ୍’ର ପ୍ରମୋଶନ ବୁଧବାର କରାଯାଇଛି। ଫିଲ୍ମର ନାୟକ ଶ୍ରେୟାନ ଏବଂ ନାୟିକା ସୂର୍ଯ୍ୟମୟୀ ରୋଡ୍ ଶୋ’ କରି ଫିଲ୍ମର ପ୍ରମୋଶନ କରିଛନ୍ତି। ସ୍ଥାନୀୟ ହୋଟେଲ ସାହିନ୍ ପରିସରରୁ ସେମାନେ ବାହାରି ସହର…
ଟ୍ରକ୍ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ: କାର୍ଯ୍ୟାଳୟରେ ଉତ୍ତେଜନା
ବଡ଼ବିଲ,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମାଇନିଂ ଏରିଆ ଟ୍ରକ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ବୁଧବାର କୌଣସି କାରଣକୁ ନେଇ ମୁହାଁମୁହିଁ ହୋଇଛନ୍ତି। ଏ ନେଇ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଚାପା ଉତ୍ତେଜନା ଦେଖାଦେଇଛି । ଖବରପାଇ କାର୍ଯ୍ୟାଳୟ ପରିସରରେ ପୋଲିସ…
ହାଓଡା ଢୁଲାଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ, ଜଣେ ଗୁରୁତର
ଭଦ୍ରକ ଅଫିସ, ୧୭।୭ – କଲିକତା ହାଓଡା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକମାନେ…
ଦେବଗଡ଼ରେ ଜବରଦଖଲ ଉଚ୍ଛେଦ ଜାରି
ଦେବଗଡ଼,୧୭।୭(ଡି.ଏନ୍.ଏ.): ଦେବଗଡ଼ ଜିଲା ପୌରାଞ୍ଚଳ ଅଧୀନ ସହରର ମୁଖ୍ୟ ମାର୍କେଟ ଡ୍ରେନ ଉପରେ ଥିବା ଦୋକାନ ଗୃହଗୁଡିକର ବୁଧବାର ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୂଚନାଯୋଗ୍ୟ,ଦୀର୍ଘ ବର୍ଷ ଧରି ବଡ଼ବଡ଼ ସ୍ଲାବ ପକାଇ ଡ୍ରେନଗୁଡିକୁ ଅବରୋଧ କରାଯାଇଥିଲା। ଏ ନେଇ ଜିଲା…
ନାବାଳିକା ଛାତ୍ରୀଙ୍କୁ ବଳାତ୍କାର: ଅଭିଯୁକ୍ତ ଶିକ୍ଷକ ଗିରଫ
ସମ୍ବଲପୁର, ୧୭।୭(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାରଲୋକଙ୍କ ଅଭିଯୋଗକ୍ରମେ ବାଉରୀଗୁଡ଼ା ସ୍କୁଲର ଶିକ୍ଷକ ପୁରୁଷୋତ୍ତମ ଖର୍ସେଲଙ୍କୁ ପୋଲିସ ଗିରଫ କରିଛି। ଏନେଇ ଥାନାରେ ମାମଲା(ନଂ ୧୬୩/୧୯) ରୁଜୁ…
Archives


