ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ, ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ଧାମନଗର, ୧୭।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପନ୍ଦରବାଟିଆ ନୋଡାଲ ବିଦ୍ୟାଳୟରେ ଶିକ୍ଷକଙ୍କ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ସେକ୍ ଅବଦୁଲ ଖଲିଫ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ନେଇ ଅଭିଭାବକମାନେ…
ରାଜନଗର ଗୁପ୍ତି ଷ୍ଟେଟ୍ ବ୍ୟାଙ୍କରୁ ଚୋରି
ରାଜନଗର,୧୭।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଗୁପ୍ତିସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ବୁଧବାର ସକାଳୁ ସ୍ଥାନୀୟ ଲୋକେ ଏହା ଜାଣିବା ପରେ ବ୍ୟାଙ୍କ ମ୍ୟାନେଜରଙ୍କୁ ଖବର ଦେଇଥିଲେ। ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି…
୨୫ରୁ ଊର୍ଦ୍ଧ୍ୱ ଦିନ ହେବ ଏଟିଏମ୍ ଅଚଳ: ୬ ପଞ୍ଚାୟତ ଲୋକେ ହନ୍ତସନ୍ତ
ମାଧପୁର, ୧୭।୭(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ବଜାର ଉପକଣ୍ଠରେ ଥିବା ଏକମାତ୍ର ଗ୍ରାମ୍ୟବ୍ୟାଙ୍କ ଏଟିଏମ୍ ଦୀର୍ଘ ୨୫ ଦିନରୁ ଊର୍ଦ୍ଧ୍ୱ ହେବ ଖରାପ ହୋଇପଡ଼ିଛି। ଫଳରେ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି…
ବଲାଙ୍ଗୀର ଟାଉନ ଥାନା କନ୍ଷ୍ଟେବଳଙ୍କ ଦବଙ୍ଗଗିରି
ବଲାଙ୍ଗୀର ଅଫିସ, ୧୭।୭: ପାଟଣାଗଡ଼ ବିଧାୟକଙ୍କ ପରେ ବଲାଙ୍ଗୀରରେ ଏବେ ଜଣେ ପୋଲିସ କନ୍ଷ୍ଟେବଳଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଜଣେ ବିଧବା ଆଦିବାସୀ ମହିଳାଙ୍କ ଜମି ଷ୍ଟାମ୍ପ ପେପରରେ ଚଞ୍ଚକତା କରି ଦସ୍ତଖତ ନେଉଥିବା ବଲାଙ୍ଗୀର ଟାଉନ ଥାନାର କନ୍ଷ୍ଟେବଳଙ୍କ ସମ୍ପୃକ୍ତିକୁ…
କୂଅରେ ପଡି ବୃଦ୍ଧା ମୃତ
ପାଟଣା,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ପାତ୍ରସାହିରେ ମଙ୍ଗଳବାର ରାତିରେ ଜଣେ ୭୦ ବର୍ଷୀୟା ବୃଦ୍ଧା କୂଅରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୁବାସ ପାତ୍ର ଓରଫ ବୁଇ ପାତ୍ର। ପରେ ତାଙ୍କ ମୃତ୍ୟୁକୁ…
ଆଖି ଲାଗିଯିବାରୁ ଗଛରେ ପିଟିହେଲା ପରିବା ବୋଝେଇ ଅଟୋ, ଚାଳକ ଗୁରୁତର
ପରଜଙ୍ଗ,୧୭।୭(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ବୁଧବାର ଭୋରରେ ଏକ ପରିବା ବୋଝେଇ ଅଟୋ ଗଛରେ ପିଟି ହୋଇଯିବାରୁ ଚାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଟାବାହାଳ ଗ୍ରାମର…
ପୋଲିସ୍ ଏନ୍କାଉଣ୍ଟର: କୁଖ୍ୟାତ ଅପରାଧୀ କାବୁଲ ଆହତ
ଜୟପୁର, ୧୭।୭(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ହାତୀଶାଳ ଛକରେ ବୁଧବାର ଭୋରରେ ପୋଲିସ ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ତଥା ଗଞ୍ଜେଇ ମାଫିଆ କାବୁଲ ଖରା ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାଙ୍କୁ ଜିଲା ମୁଖ୍ୟ…
ପାରିକୁଦ ଗଡ଼ରେ ଗୁରୁପୂର୍ଣ୍ଣିମା, ଭଜନ ପ୍ରତିଯୋଗିତା
କୃଷ୍ଣପ୍ରସାଦ,୧୬ା୭(ଡି.ଏନ୍.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦ ଗଡ ଗାନ୍ଧୀଛକସ୍ଥିତ ଶ୍ରୀ ଶିରିଡି ସାଇବାବାଙ୍କ ପୀଠରେ ମଙ୍ଗଳବାର ଗୁରୁପୂର୍ଣ୍ଣିମା ପାଳିତ ହୋଇଯାଇଛି ା ଶିରିଡ଼ି ସାଇ ସଂସ୍ଥାନ ତରଫରୁ ସାଇ ସଂକୀର୍ତ୍ତନ, ସାଇ ସତ୍ଚରିତ ପାରାୟଣ, ନାରାୟଣ ସେବା ଆଦି କାର୍ଯ୍ୟକ୍ରମ…
ଉଚ୍ଚ ବିଦ୍ୟାଳୟରେ ଚାରାରୋପଣ
ବୋଲଗଡ଼,୧୬ା୭(ଡି.ଏନ୍.ଏ.)-ବୋଲଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ମଙ୍ଗଳବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗେଡିଆପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏନ୍ସିସି ଅଧିକାରୀ ଦିବାକର ସାହୁ, ଶିକ୍ଷୟିତ୍ରୀ/ଶିକ୍ଷକ, କ୍ୟାଡ଼େଟ୍ ଓ ଛାତ୍ରୀଛାତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।…
ଗାଁବାସୀକୁ ସମସିଆ ପଚାରି ବୁଝ୍ଲେ ବିଡିଓ
ଅତାବିରା, ୧୭।୭ (ଡି.ଏନ୍.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍ର ଭିନେ ଭିନେ ଗଁାର ସମସିଆ ବାବ୍ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଲାଗ୍ ଲାଗ୍ ଖବର ବାହାରିଥିଲା। ଖବର ବାହାରଲାରୁ ଭେଡ଼େନ ବିଡିଓ ମୂରଲୀଧର ନାୟକ ନିଜେ ପଁଚେତ୍ର ଭିନେ…
ସମାଜ ଲାଗି ଉଦାହରନ୍ ସାଜିଛନ୍ ହଳ ଆର ରାତ୍ର
ଅତାବିରା, ୧୭।୭ (ଡି.ଏନ୍.ଏ): ଆମର ସମାଜରେ ଅନେକ ଲୋକ୍ ପିଲାଛୁଆ ବିହାଚୁରା କରିସାଏଲେ, ଚାକରିରୁ ଅବସର ନେଲେ ଘରେ ବସି ରହୁଛନ୍। ଯେନ୍ଥିରଲାଗି ବିନା କାମ୍ଧଁଦାରେ ସେମାନେ ଅନେକ ସମିଆରେ ମାନସିକ୍ ଚାପ୍ରେ ରହେବାର ସଂଗେ ତାହାକୁ ନାନା ରୁଗ୍ଦୁଖ୍ ମାଡ଼ି…
ଆପ୍ନେ ଆର ପୁଓ ଆରପାରେ:ନିଜର ଭାଏଗ୍କେ ନିଦୁଁଛନ୍ ଶାଶ୍ ବହ
ଲୋଇସିଂହା,୧୭।୭ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ବାଦିବାହାଲ ଗଁାର ବୁରୁଧ୍ ବିଧବା ସଖୀ ମେହେର। ବଛ୍ରେ ଭିତରେ ସେ ପୁଓ ଆର ଆପ୍ନେକେ ହରେଇଛନ୍। ଏହେଦେ ଘରେ ନିସାହା ବିଧବା ବହ ଆର ୩ ବଛର୍ର ନାତି ରହିଛନ୍।…
Archives


