ଆମ ଜିଲା ଖବର

ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…

ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର ସ୍ଥିତ ଏକ ଫାର୍ମ ହାଉସ ଠାରେ କଳାହାଣ୍ଡି ବିଜେଡିର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ…

କୋର୍ଟରେ ହାଜର ହେଲେ ହାର୍ଡକୋର୍‌ ମାଓବାଦୀ ଆଜାଦ

ମୋହନା୨୭।୧(ମନ୍ମଥ ମିଶ୍ର): ପୋଲିସ ହାର୍ଡକୋର୍‌ ମାଓବାଦୀ ଆଜାଦଙ୍କୁ ରିମାଣ୍ଡରେ ଆଣି ବୁଧବାର ମୋହନା JMFC କୋର୍ଟରେ ହାଜର କରିଛି। ମାଓବାଦୀ ସବ୍ୟସାଚୀ ପଣ୍ଡାଙ୍କ ଡାହାଣ ହାତ କୁହାଯାଉଥିବା ଡୁନା କେଶବ ରାଓ ଓରଫ ଆଜାଦ ଗଜପତି ଜଲାର ବିଭିନ୍ନ ସ୍ଥାନରେ ମାଓ…

ରାସ୍ତା ଉପରେ ସ୍କର୍ପିଓ ରଖି କରୁଥିଲେ ଲୁଟ୍‌: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପଲମ ଟୋଲଗେଟ୍‌ ଛକ ନିକଟ ରାସ୍ତାରେ ୪ ଜଣ ସୋମବାର ରାତିରେ ଲୋକଙ୍କଠାରୁ ଲୁଟ୍‌ କରୁଥିଲେ। ପଲମ ଫାଣ୍ଡି ଅଧିକାରୀ ପାଟ୍ରୋଲିଂ କରୁଥିବା ସମୟରେ ଏହି ଖବର ଜାଣିବାକୁ ପାଇଥିଲେ। ପରେ…

ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ଘୁମୁରା ଗାୟକ ଗୋଲକଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ ): ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ କେସିଙ୍ଗା ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଘୁମୁରା ଗାୟକ ଗୋପାଳ ନାଏକଙ୍କୁ ତାଙ୍କର ଶ୍ରେଷ୍ଠ ଲୋକ ଗୀତ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ରାଜ୍ୟ…

ମୁକ୍ତ ହେବ ବାଲ୍ୟ ବିବାହ: ବାହାରିଲା ସାଇକେଲ ଶୋଭାଯାତ୍ରା

ବଡବିଲ,୨୭।୧(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡବିଲର ବିଭିନ୍ନ ସ୍ଥାନରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆଇନ ବିଭାଗର ବଡବିଲ ତାଲୁକ ଆଇନ ସେବା ସମିତି ପକ୍ଷରୁ ବାଲ୍ୟ ବିବାହ ମୁକ୍ତ ଭାରତ ପାଇଁ ଏକ ସଚେତନତା ସାଇକେଲ…

ଦୟାନିଧିଗୁଡାଠାରେ ଗୋଷ୍ଠୀ ରେଡ଼ିଓ ଷ୍ଟେଶନ ରେଡ଼ିଓ ଡ଼ଙ୍ଗର ଉଦ୍‌ଘାଟିତ 

କୋରାପୁଟ,୨୭।୧(ଅମିତାଭ ବେହେରା):କୋରାପୁଟ ବ୍ଲକର ଦୟାନିଧି ଗୁଡାଠାରେ ଗୋଷ୍ଠୀ ରେଡିଓ ଷ୍ଟେଶନ “ରେଡିଓ ଡଙ୍ଗର” ୯୮.୨ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରଗତିର ସମ୍ପାଦକ ପ୍ରଭାକର ଅଧିକାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ…

ସରଗରମ ହେବ ପଞ୍ଚାୟତ ନିର୍ବାଚନ: ଚିତ୍ତରଞ୍ଜନ,ବିକାଶଙ୍କୁ ଗୁରୁ ଦାୟିତ୍ୱ

ହାଟଡିହୀ,୨୭।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ଚିତ୍ତରଞ୍ଜନ ପାତ୍ରଙ୍କୁ ଜିଲା କଂଗ୍ରେସ କମିଟିର ଉପସଭାପତି ଭାବେ ଦାୟିତ୍ୱ ମିଳିଛ। ସେହିପରି ସୋସୋ ଅଞ୍ଚଳର ବିକାଶ ବଳଙ୍କୁ ସମ୍ପାଦକ ଦାୟିତ୍ୱ ମିଳିଛି। ଆଗକୁ ପଞ୍ଚାୟତ ନିର୍ବାଚନ ଥିବା ବେଳେ…

ବାବୁ ସିଂଙ୍କ କଡ଼ା ଚେତାବନୀ: ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ବର୍ଷିବ ଠେଙ୍ଗା

ଭୁବନେଶ୍ୱର,୨୭।୧: ଆଜିଠାରୁ ଆରମ୍ଭ ହେଉଛି ଖଣ୍ଡଗିରି ଯାତ୍ରା ମହାକୁମ୍ଭ। ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ମନା କରାଯାଇଛି। ଅମାନିଆ ହୋଇ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ସରକାରୀ ଠେଙ୍ଗା ବାଜିବ ବୋଲି ବିଧାୟକ ବାବୁ ସିଂ କଡ଼ା ଚେତାବନୀ ଦେଇଛନ୍ତି। ବିଧାୟକ…

ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ,୨୭।୧: ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ବିଧିବ୍ୟବସ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବୁଧବାର…

ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ

ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍‌ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ ରାତିରେ ଏହି ବଡ ଧରଣର ଅଗ୍ନିକାଣ୍ତ ଘଟିଛି। ବାଲେଶ୍ବର ଜିଲା ଭୋଗରାଇ ଥାନା…

ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା

ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ ଆସିଥିବା ୧୦ରୁ ଉଦ୍ଧର୍‌ବ ବିଦେଶୀ ପର୍ଯ୍ୟଟକ ରାଜ୍ୟର ବିଭିନ୍ନ ଅଞ୍ଚଳ ବୁଲୁଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?