ଆମ ଜିଲା ଖବର

ଅଧିକାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ:ରାସ୍ତା ମରାମତି ପରେ ଉଚ୍ଛେଦ ହେଉ

ବଇଣ୍ଡା,୧୦।୯(ଡି.ଏନ.ଏ.)କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୧୧, ୧୨, ୧୩ ତାରିଖରେ ଉଚ୍ଛେଦ ପ୍ରକ୍ରିୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଏ ନେଇ ସୋମବାର ନୁନୁକାପଶି ପଞ୍ଚାୟତ ସଭାଗୃହରେ କ୍ଷତିଗ୍ରସ୍ତ…

ଅନ୍‌ଲାଇନ ବ୍ୟବସ୍ଥା ଦେଉଛି ଦୁଃଖ

ଝୁମ୍ପୁରା, ୧୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକର ଦୁର୍ଗମ ବଣପାହାଡ଼ ଘେରା ଇଲାକାରେ ଆଜି ବି ଟେଲି ଯୋଗାଯୋଗ ସୁବିଧା ଅପହଞ୍ଚ ହୋଇ ରହିଛି। ଦୁର୍ଗମ ଇଲାକାରେ ମୋବାଲ ଟାଓ୍ବାର ନ ଥିବାରୁ ନେଟ୍‌ଓ୍ବର୍କ ଆସୁ ନାହିଁ ା ଲୋକେ ମୋବାଇଲ ସେବା…

ସତ ହେଲା ପିଲାଦିନର ସ୍ବପ୍ନ

ଆରଡ଼ି, ୧୦।୯ (ଡି.ଏନ.ଏ.) – ବାହାରକୁ ଯାଇ କାମ କରିବା ଅପେକ୍ଷା ନିଜ ଗଁାରେ ଆତ୍ମନିର୍ଭରଶୀଳ ହୋଇ ରହିବାକୁ ପିଲାଦିନେ ସ୍ବପ୍ନ ଦେଖିଥିଲେ ବିଜୟ ଦାଶ। ଯୁକ୍ତ ୩ ପାସ୍‌ କରି ଚାକିରି ପଛରେ ନ ଧାଇଁ ମୂର୍ତ୍ତି ଗଢ଼ିବା କଳାକୁ…

ଅବହେଳିତ ବୈଦ୍ୟନାଥ ପୀଠ: ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ

ବଡ଼ସାହି,୧୦-୯:(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀଠାରେ ବହୁ ପୁରାତନ ପ୍ରସିଦ୍ଧ ଶୈବପୀଠ ବାବା କଖାରୁଆ ବୈଦ୍ୟନାଥ ମନ୍ଦିର ଅବସ୍ଥିତ। ଐତିହ୍ୟପୂର୍ଣ୍ଣ ପ୍ରାକୃତିକ ସୌନ୍ଦଯର୍‌ୟ ଓ ଆଧ୍ୟାମତ୍ିକ ପରିବେଶ ପାଇଁ ଏହି ପୀଠ ଶ୍ରଦ୍ଧାଳୁ ତଥା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ ା ବିଶେଷକରି…

ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ସମାଧି ପୀଠରେ ଜେସିବି ମେଶିନ: ମଧୁବନରେ ଖୋଳାଖୋଳି ନେଇ ଉତ୍ତେଜନା

ବାରିପଦା ଅଫିସ,୯ା୯- ବାରିପଦା ସହର ପାର୍ଶ୍ୱ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀକୂଳରେ ରହିଛି ମଧୁବନ। ସେଠାରେ ନବ ଉତ୍କଳର ନିର୍ମାତା ମୟୂରଭଞ୍ଜ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ସମାଧି ପୀଠ ଅବସ୍ଥିତ। ସୋମବାର ସକାଳେ ମଧୁବନସ୍ଥିତ ମହାରାଜାଙ୍କ ସମାଧି ସ୍ଥଳରେ ଏକ…

‘ଗଛ ମୋ ଜୀବନ, ସ୍ବପ୍ନ, ସାହାରା’

ସିମୁଳିଆ, (ସନ୍ତୋଷ କୁମାର ନାୟକ)- ପରିବେଶର ସୁରକ୍ଷା ବିନା ଜୀବଜଗତ ତିଷ୍ଠିବା ସମ୍ଭବ ନୁହେଁ। ଗଛ ଲଗାଇ ପରିବେଶକୁ ସୁରକ୍ଷା ଦେବା ବାର୍ତ୍ତା ପ୍ରଚାର ଲାଗି ୫୯ବର୍ଷୀୟ ଗୋଲକବିହାରୀ ରାଉତ ଏବେ ଗାଁକୁ ଗାଁ ଘୂରି ବୁଲୁଛନ୍ତି । କାନ୍ଧରେ ଏକ…

ଦେଶପ୍ରେମର ଗାଥା ଶୁଣାଉଛି ଚଷାଖଣ୍ଡ: ‘ବଳିଷ୍ଠ ଭାରତ ଗଠନ ଥିଲା ବାଘାଯତୀନଙ୍କ ଆଦର୍ଶ’

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ରକ୍ତତୀର୍ଥ ଚଷାଖଣ୍ଡ ସବୁଦିନ ଦେଶପ୍ରେମର ଗାଥା ଶୁଣାଉଛି। କ୍ରାନ୍ତିବୀର ବାଘାଯତୀନ ଏହି ସ୍ଥାନରେ ବ୍ରିଟିଶ ଫୌଜଙ୍କ ସହ ଶେଷ ଲଢେଇ କରି ଗୁଳିରେ ଆହତ ହୋଇ ପରେ ପ୍ରାଣ ହରାଇଥିଲେ। ତାଙ୍କ ତ୍ୟାଗ,…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସି ଗର୍ଭବତୀ ହଟହଟା

ଦାରିଙ୍ଗବାଡ଼ି,୧୦।୯(ଡି.ଏନ.ଏ)-ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଚିକିତ୍ସାରେ ଅବହେଳା, ଅସ୍ବାସ୍ଥ୍ୟକର ପରିବେଶ ଓ ନିୟମିତ ଡାକ୍ତର ରହୁ ନ ଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି ା ତେବେ ସୋମବାର ପୁଣି ଏକ ଅବ୍ୟବସ୍ଥା ସାମ୍‌ନାକୁ ଆସିଛି। ସ୍ବାସ୍ଥ୍ୟ ପରୀକ୍ଷା…

ଚିନି ଶିଳ୍ପ ପରିଚାଳନା ନିର୍ଦ୍ଦେଶକଙ୍କୁ ଘେରିଲେ ଶ୍ରମିକ

ଆସିକା, ୧୦ା୯(ଡି.ଏନ.ଏ.)-ଆସିକା ସମବାୟ ଚିନି ଶିଳ୍ପରେ ସୋମବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖା ଦେଇଛି। ଶ୍ରମିକମାନେ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଘେରାଉ କରିଛନ୍ତି ା ସୋମବାର ଅପରାହ୍ନ ପ୍ରାୟ ୪ଟାରେ କାରଖାନାରୁ ଏକ ଟ୍ରକ ଯୋଗେ…

ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ରକୁ ଦିଆଯିବ ଗୁରୁତ୍ୱ

ବ୍ରହ୍ମପୁର ଅଫିସ/ ସୋରଡା,୧୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ମଙ୍ଗଳବାର ସୋରଡ଼ାରେ ଅନୁଷ୍ଠିତ ହେବ। ଏଥିରେ ଦଳର ପ୍ରାୟ ୩ ହଜାର କର୍ମୀ, ନେତା ଓ ଛାମୁଆ ସଂଗଠନ କର୍ମକର୍ତ୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାକାର ବିଧାୟକ…

ପୋଖରୀରେ ବୁଡ଼ି ନାବାଳକ ମୃତ

ବ୍ରହ୍ମପୁର ଅଫିସ,୧୦ା୯-ଗୋଷାଣୀନୂଆଗଁା ଥାନା ଅନ୍ତର୍ଗତ ଚଞ୍ଚଡାପଡ଼ିଆ ସାହି ନିକଟ ଏକ ପୋଖରୀରେ ରବିବାର ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଦୁର୍ଘଟଣା ଘଟିଛି। ପୋଖରୀରେ ବୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋମନାଥ ନଗରର ଜ୍ୟୋତି ପ୍ରସାଦ ପାଢ଼ୀଙ୍କ ପୁଅ…

ବେଆଇନ ବାଣ କାରଖାନାରେ ଚଢ଼ାଉ,୩ ଗିରଫ

ଆସିକା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଆସିକା ଥାନା ନଳବଣ୍ଟା ଗ୍ରାମରେ ବେଆଇନ ଭାବେ ଚାଲିଥିବା ୭ ବାଣ କାରଖାନା ଉପରେ ପୋଲିସ ସୋମବାର ଚଢ଼ାଉ କରିଥିଲା। ସେଠାରୁ ବିପୁଳ ପରିମାଣର ବାଣ ଓ ବାରୁଦ ଜବତ କରାଯାଇଛି ା ଜବତ ବାଣ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?