ତାତିଲେ ରାଣୀଗୋଡ଼ାବାସୀ : ବିଜୁଳି ଦିଅ, ନ ହେଲେ ଆନ୍ଦୋଳନ
ଅନୁଗୋଳ ଅଫିସ, ୧୬।୫- ଅନୁଗୋଳ ଉପକଣ୍ଠ ରାଣୀଗୋଡ଼ା ନାୟକ ସାହିର ଲୋକେ ଅନୁଗୋଳ ସେସୁ କାର୍ଯ୍ୟାଳୟ ଆଗରେ ବୁଧବାର ଧାରଣା ଦେଇଥିଲେ। ଗ୍ରାମରେ ଲୋ ଭୋଲଟେଜ୍ ଯୋଗୁ ଉପଭୋକ୍ତାମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପିଲାମାନଙ୍କ ପାଠ ପଢ଼ାରେ ମଧ୍ୟ ସମସ୍ୟା ଉପୁଜୁଛି।…
ଅର୍ଥ ଅମଳ କରୁଛି ପୌରପାଳିକା : ବସିବାଯୋଗ୍ୟ ନୁହେଁ ତାଳଚେର ବସ୍ଷ୍ଟାଣ୍ଡ
ତାଳଚେର,୧୬ା୫(ନି.ପ୍ର.)- କଳାହୀରାର ସହର ତାଳଚେର। ଏଠାରେ ଅଛି ଏକାଧିକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ। ଅର୍ଥର ଆଦୌ ଅଭାବ ନାହିଁ କହିଲେ ଚଳେ। ଜିଲା ଖଣିଜ ପାଣ୍ଠି ଅର୍ଥ ବି ପଡ଼ିରହିଛି ବର୍ଷ ବର୍ଷ ଧରି। ତଥାପି ଅବହେଳିତ ହୋଇପଡ଼ିଛି ତାଳଚେର ବସ୍ଷ୍ଟାଣ୍ଡ। ଏଠାରୁ…
ନୂଆଗାଁକୁ ମିଳୁନି ବିକାଶର ନୂଆ ଚିତ୍ର: ମୌଳିକ ସମସ୍ୟା ଭିତରେ ଛନ୍ଦି ହୋଇପଡ଼ିଛନ୍ତି ଗାଁର ୩୨ ପରିବାର
ପାରଳାଖେମୁଣ୍ଡି,୧୬ା୫(ସ୍ବ.ପ୍ର.) ଗ୍ରାମର ନାମ ନୂଆଗାଁ। କିନ୍ତୁ ଏଠି ପ୍ରଶାସନିକ ଅବ୍ୟବସ୍ଥାର ପୁରୁଣା ଚିତ୍ର। ବିକାଶ ଏମାନଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ରାସ୍ତା, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ, ବିଜୁଳି। ସବୁ ପ୍ରକାର ମୌଳିକ ସମସ୍ୟା ଭିତରେ ଛନ୍ଦି ହୋଇପଡ଼ିଥିବା ନୂଆଗାଁରେ…
୯୩୬ଜଣ ଭୋଟଗଣତି କର୍ମଚାରୀଙ୍କୁ ତାଲିମ
ବ୍ରହ୍ମପୁର ଅଫିସ୍,୧୬ା୫-ଚଳିତ ସାଧାରଣ ନିର୍ବାଚନର ଭୋଟ୍ଗଣତି ଆସନ୍ତା ୨୩ତାରିଖରେ ଅନୁଷ୍ଠିତ ହେବ। ଗଞ୍ଜାମ ଜିଲାର ୧୩ଟି ବିଧାନସଭା ଆସନ ଏବଂ ୨ଟି ଲୋକ ସଭା ଆସନର ଭୋଟ୍ଗଣତି ସକାଳ ୮ଟାରୁ ହେବ। ପ୍ରଥମେ ପୋଷ୍ଟାଲ୍ ବାଲଟ୍ ଏବଂ ପରେ ଇଭିଏମ୍ର ଭୋଟ୍…
ଆଂଗ୍ଠି ନାଇଁ ଲେଖାପଢ଼ା କରମି କେନ୍ତା: ମୋର ଜୀବନ୍ଟା ମାଏଟ୍ କରିଦେଲା
ମନମୁଣ୍ଡା, ୧୬।୫ (ଡି.ଏନ.ଏ)- ସବୁ ଛୁଆ ଛୋଟବେଲେ ଖାଇପିଇ ଖେଲକୁଦ କରସନ୍। ସ୍କୁଲରେ ପାଠ୍ପଢ଼ା ବାହାରେ ସାଂଗସରସାକର ସଂଗେ ମିଶି ହସି ମଜାକ୍ରେ ସମିଆ ବିତାସନ୍। ଇତାର ବାହାରେ ତାକର କିଛି ଅଲଗ୍ କାମ୍ କି ଚିନ୍ତା ନାଇଁଥାଏ। ହେଲେ ବିନା…
ଜିଁବାର ଖାଏବାର ବାଟଖୁଛନ୍ ଶାଶ୍ବହ
ଲାଠୋର, ୧୬ା୫ (ଡି.ଏନ୍.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଖଇରାପଡ଼ାର ବୁରୁଧ୍ ମନୁ ଭୋଇ(୮୦)କଁର ମୁର୍ତୁରେ ପରିବାରଟା ପୂରାପୂରି ବେସାହାରା ହେଇଯାଇଛନ୍। ସୂଚନା ଅନ୍ସାରେ ମନୁ ଭୋଇକଁର ମାଏକିନା ଗମ୍ଭାରୀ ଭୋଇ, ଝି’ କଲାବତୀ ଆର ପୁଓ ଶଙ୍କରକେ ନେଇ ତାକର…
ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାପତ୍ର
ଛତ୍ରପୁର,୧୬ା୫(ଡି.ଏନ.ଏ)-ରାଜ୍ୟରେ ଫନୀ ବାତ୍ୟା ବିପନ୍ନଙ୍କୁ ବିଭିନ୍ନ ସହାୟତା ଯୋଗାଇଥିବାରୁ ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ପ୍ରଂଶସାପତ୍ର ମିଳିଛି। ପୁରୀ ଜିଲାର ବାତ୍ୟା ବିପନ୍ନଙ୍କୁ ରିଲିଫ ବଣ୍ଟନଠାରୁ ଆରମ୍ଭ କରି ସେଠାରେ ଚାଲିଥିବା ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟରେ ଗଞ୍ଜାମ ଜିଲା…
ଖୁଦପେଜ ଗାଁର ମହିଲା ସ୍ବୟଂ ସହାୟକ ଗୋଷ୍ଠୀର କରାମତି: ଧାନରେ ତିଆରୁଛନ୍ ସଉଖିନ କଳାକୁରତି
ନୂଆପଡା ଅଫିସ,୧୬ା୫: ସରକାର ଗାଁରୁ ସହର ତକ୍ ମହିଲାମାନେ କେନ୍ଥେଇ ନିଜେର ଗୁଡ଼େ ନିଜେ ଠିଆ ହେଇପାରବେ, ଦୁଇପଏସା ରୁଜଗାର କରବେ ସେଥିରଲାଗି ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ ଅନେକ ଜାଗାରେ ଇ ଯୋଜନା ବିଫଲ ହେଉଥିବାର ଦେଖ୍ବାକେ ମିଲୁଛେ।…
ଅଂଶୁଘାତ ମୃତ୍ୟୁ ଅଭିଯୋଗ ହେଲେ ଜଣାଇବାକୁ ନିର୍ଦ୍ଦେଶ
ଛତ୍ରପୁର,୧୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚାଲିଥିବା ବିଭନ୍ନ କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଫନୀ ବାତ୍ୟା ବେଳେ ଏବଂ…
ବିଳମ୍ବ ହେଲା ଯୁକ୍ତ ୨ ଖାତା ମୂଲ୍ୟାୟନ
ବ୍ରହ୍ମପୁର ଅଫିସ୍,୧୬ା୫-ଚଳିତ ଥର ଯୁକ୍ତ ୨ ଖାତା ମୂଲ୍ୟାୟନ ବିଭିନ୍ନ କାରଣରୁ ବାଧାପ୍ରାପ୍ତ ହେବାରେ ଲାଗିଛି। ନିର୍ଦ୍ଧାରିତ ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ନେଇ ମଧ୍ୟ ସନ୍ଦେହ ଉପୁଜୁଛି । ଅନ୍ୟପଟେ ଅଫ୍ଲାଇନ୍ ଅପେକ୍ଷା ଅନ୍ଲାଇନ୍ ଖାତା ମୂଲ୍ୟାୟନରେ ବିଭ୍ରାଟ…
୫ ଦିନରେ୧୫୨୩ ଗ୍ରାହକ ଉଠାଇଛନ୍ତି ୬୭.୧୭ ଲକ୍ଷ ଟଙ୍କା
ବ୍ରହ୍ମପୁର ଅଫିସ,୧୬ା୫-ଚଳିତ ମାସ ପ୍ରଥମ ସପ୍ତାହରେ ଘଟିଥିବା ସାମୁଦ୍ରିକ ବାତ୍ୟା ଫନୀ ପୁରୀ ଜିଲାକୁ ବିଶେଷ ପ୍ରଭାବିତ କରିଛି । ଫଳରେ ବ୍ୟାଙ୍କ ସେବା ବିପର୍ଯ୍ୟସ୍ତ ହୋଇଯାଇଛି । ତେଣୁ ମୋବାଇଲ ଏଟିଏମ୍ ଦ୍ୱାରା ଗ୍ରାହକଙ୍କୁ ସେବା ଯୋଗାଇବା ବ୍ୟବସ୍ଥା କରିଛି…
ପୁଷ୍ଟିକର ଖାଏଦ୍ ଅଭାବ: ଜଟିଲ ହେଉଛେ ଜୟଧରକଁର ଅବସ୍ତା
ଲାଠୋର, ୧୬ା୫ (ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ତଲିପଡ଼ାର ଜୟଧର ଭୁଏ(୩୨)। ସେ ବହୁତ୍ ଦିନୁ ଯକ୍ଷ୍ମା ରୋଗ୍ରେ ପୀଡ଼ିତ ଅଛନ୍, ଉଷୋକଷା ବି ଖାଉଛନ୍। ହେଲେ ସେ ନିହାତି ଗରିବ୍ ଆର ବାହା ଜାଂଗଲ ମାଜଲେ…
Archives


