ଆମ ଜିଲା ଖବର

ଫାଇଲରେ ସୀମିତ ସିସିଟିଭି ସର୍ଭିଲାନ୍ସ ଯୋଜନା

ଭଦ୍ରକ ଅଫିସ, ୯।୯- ଭଦ୍ରକ ସହରରେ ଲୁଟ୍‌, ରାହାଜାନି, ଡକାୟତି, ଚୋରି ଘଟଣା ବୃଦ୍ଧି ପାଉଛି। ଜଣେ ମଧ୍ୟ ଅପରାଧୀ ପୋଲିସ ଦ୍ୱାରା କାବୁ ହେବାର ନଜିର ନାହିଁ। କାଁ ଭାଁ ଲୁଟେରାଙ୍କୁ ପୋଲିସ କାବୁ କରୁଥିଲେ ମଧ୍ୟ ହାର୍ଡକୋର୍‌ କ୍ରିମିନାଲ…

ଆଦର୍ଶ ପଞ୍ଚାୟତଭାବେ ବାଲିବିଲି ପୁରସ୍କୃତ

ବରୀ, ୯ା୯(ସ୍ବ.ପ୍ର.)- ରାଜ୍ୟ ସରକାରଙ୍କ ପିଠା କାର୍ଯ୍ୟକ୍ରମ ଓ ଆମ ଗାଁ ଆମ ବିକାଶ ଯୋଜନାର ସଫଳତା ପାଇଁ ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତର ମାନ୍ୟତା ମିଳିଛି। ଏ ନେଇ ଗତ ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ…

ଦେଢ଼ମାସର ପୁଅକୁ ଶ୍ୱାସରୁଦ୍ଧ କରି ହତ୍ୟା: ଅଭିଯୁକ୍ତ ବାପ ଗିରଫ

ଭଦ୍ରକ ଅଫିସ, ୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲଟୁଆ ନୂଆକଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ରକରି ଟୁବୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ନିଜ ଦେଢ଼ମାସର ପୁଅକୁ ଗତ ୩୦ ତାରିଖରେ ଶ୍ୱାସରୁଦ୍ଧ କରି ହତ୍ୟା…

ବରୀରେ ସଭ୍ୟସଂଗ୍ରହ ଅଭିଯାନ, ମିଶ୍ରଣ ପର୍ବ : ବିଜେଡିରେ ମିଶିଲେ ୨ଶହରୁ ଊର୍ଦ୍ଧ୍ୱ ନେତା, କର୍ମୀ

ବରୀ, ୯ା୯(ସ୍ବ.ପ୍ର.)- ବରୀ ବ୍ଲକ ଅଧୀନ ଅଟିରା ପଞ୍ଚାୟତ ସନ୍ଥନ ମଠ ନିକଟରେ ରବିବାର ବରୀ ନିର୍ବାଚନମଣ୍ଡଳୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲା ବିଜେଡି ସଭାପତି ସରୋଜ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ…

୨୦ନମ୍ବର ଜାତୀୟ ରାଜପଥଠାରୁ କୋଗାଁ ରାସ୍ତା : ଶିଳାନ୍ୟାସର ୫ ମାସ ପରେ ବି ହୋଇନି କାମ

ଯାଜପୁର ରୋଡ, ୯ା୯(ନି.ପ୍ର.)- କୋରେଇ ବ୍ଲକ ଅର୍ନ୍ତଗତ ତଳଗଡ ଗ୍ରାମ ପଞ୍ଚାୟତ ଜାତୀୟ ରାଜପଥ ୨୦ ନମ୍ବରରୁ କୋଗାଁକୁ ରାସ୍ତା ନିର୍ମାଣକୁ ଭିତ୍ତିପ୍ରସ୍ତର ହେବାର ୫ ମାସ ବିତିଛି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ଠିକାଦାର ରାସ୍ତା କାମ ପାଇଁ ମାଟି ମୁଠେ…

ମୃତ ଶିଶୁପୁତ୍ରକୁ ଜୀବିତ ପାଇଁ ଉଦ୍ୟମ : ମଙ୍ଗଳା ମନ୍ଦିରରେ ଅଧିଆ ପଡ଼ିଲେ ମା’

ଡୁବୁରୀ,୯ା୯(ଡି.ଏନ୍‌.ଏ.) ଅସୁସ୍ଥତା କାରଣରୁ ମେଡିକାଲରେ ମୃତ୍ୟୁବରଣ କରିଥିବା ଏକ ଶିଶୁପୁତ୍ରକୁ ବଞ୍ଚାଇବାକୁ ପରିବାର ଲୋକେ ଉଦ୍ୟମ କରିଛନ୍ତି। ପ୍ରଥମେ ଗୁଣିଆ ଦ୍ୱାରା ଝଡ଼ାଫୁଙ୍କା କରିଥିଲେ। ଏଥିରେ ବିଫଳ ହେବାରୁ ଶିଶୁପୁତ୍ରର ମା’ ଶିଶୁକୁ ଧରି ରବିବାର ମଙ୍ଗଳା ମନ୍ଦିରରେ ଅଧିଆ ପଡ଼ିଥିଲେ।…

ନକଲି ପ୍ରଦୂଷଣ ଯାଞ୍ଚ ପ୍ରମାଣପତ୍ର କାରବାର: ୩ ଗିରଫ

ରାଇରଙ୍ଗପୁର,୯।୯(ଡି.ଏନ.ଏ.)-ନୂଆ ମୋଟର ଯାନ ଆଇନ ଲାଗୁ ପରେ ବିଭିନ୍ନ ଗାଡିର ନକଲି ପ୍ରମାଣପତ୍ର କାରବାର ବୃଦ୍ଧି ପାଇଛି। ଗାଡି ଚାଳକଙ୍କୁ ନକଲି ପ୍ରଦୂଷଣ ଯାଞ୍ଚ ପ୍ରମାଣପତ୍ର ଯୋଗାଇବା ଅଭିଯୋଗ କ୍ରମେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମଡେଲ ଥାନା ପୋଲିସ ଚଢାଉ କରି…

ବ୍ଲାକରୋଜ ବୁଡ଼ିକୁ ୧୦ବର୍ଷ : ଶୀତଳଭଣ୍ଡାରରେ ସିବିଆଇ ତଦନ୍ତ

ପାରାଦୀପ,୯।୯(ସ୍ବ.ପ୍ର.): ପାରାଦୀପ ବନ୍ଦର ଇତିହାସରେ କଳଙ୍କର ଛାପ ଛାଡ଼ିଥିବା ଏମ୍‌ଭି ବ୍ଲାକରୋଜ ବୁଡ଼ି ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ଏହି ୧୦ବର୍ଷ ମଧ୍ୟରେ ମଙ୍ଗୋଲିଆର ସେହି ଜାହାଜକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲେ ହେଁ ବୁଡ଼ିବାର କାରଣ ଏ ପର୍ଯ୍ୟନ୍ତ ରହସ୍ୟାବୃତ୍ତ…

ରାସ୍ତାରେ ନାବାଳିକାଙ୍କୁ ଅସଦାଚରଣ: ପୋଲିସ କର୍ମଚାରୀ ଗିରଫ

ବାରିପଦା ଅଫିସ,୯ା୯- ଲୋକଙ୍କୁ ସୁରକ୍ଷା ଓ ସହାୟତା ଦେଇ ଅପରାଧ ନିୟନ୍ତ୍ରଣ କରିବା ଦାୟିତ୍ୱରେ ରହିଛି ପୋଲିସ । ଏହି ବିଭାଗର କେତେକ କର୍ମଚାରୀଙ୍କ ମାତ୍ରାଧିକ ତଥା ଅନୈତିକ କାର୍ଯ୍ୟ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସୁଛି। ମୟୂରଭଞ୍ଜ ଜିଲା ପୋଲିସ ବିଭାଗରେ…

ହଳଦିଆ ଘାଟରେ ବୁଡିଲା ଡଙ୍ଗା

ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦ ମିନିଟ୍‌ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯାଇଥିଲା। ଏଥିରେ ଥିବା ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ମଧ୍ୟରେ…

ଆଜି ଗଣେଶ ପୂଜା ଭସାଣି: ଶୋଭାଯାତ୍ରାରେ ସାମିଲ ହେବେ ୩୩ ମେଢ଼

ଢେଙ୍କାନାଳ ଅଫିସ, ୯।୯: ଢେଙ୍କାନାଳ ସହରରେ ୮ଦିନ ଧରି ଅନୁଷ୍ଠିତ ହେଉଥିବା ଶ୍ରୀଗଣେଶ ପୂଜା ଅନ୍ତିମ ଚରଣରେ ପହଞ୍ଚତ୍ଛି। ସୋମବାର ବିଦ୍ୟାଦାତାଙ୍କୁ ମେଲାଣି ଦେବେ ସହରବାସୀ। ଏଥି ଲାଗି ସମସ୍ତ ପ୍ରସ୍ତୁତ ଶେଷ ହୋଇଛି। ଚଳିତ ବର୍ଷ ମିଳିତ ଭସାଣି ଶୋଭାଯାତ୍ରାରେ…

ଆଇନଜୀବୀ ବିନୟାନନ୍ଦଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୯ା୯ : ଢେଙ୍କାନାଳର ବରିଷ୍ଠ ଆଇନଜୀବୀ ବିନୟାନନ୍ଦ ମହାପାତ୍ରଙ୍କ ରବିବାର ମୁକ୍ତାଦେଈପୁର ଶାସନସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ବର୍ଷ ହୋଇଥିଲା। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ଅନ୍ତିମ ସମୟରେ ତାଙ୍କ ନିକଟରେ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?