ଆମ ଜିଲା ଖବର

‘କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କର’

ବାଲେଶ୍ୱର ଅଫିସ, ୧।୧୦-ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ବାଲେଶ୍ୱର ଗସ୍ତରେ ଆସି ବାଲେଶ୍ୱର ଓ ଭଦ୍ରକ ଜିଲାର ସମବାୟ ବିଭାଗର କାର୍ଯ୍ୟାବଳୀ ଏବଂ ୫-ଟି କାର୍ଯ୍ୟାନ୍ବୟନ ସମ୍ପର୍କରେ ସମୀକ୍ଷା କରିଛନ୍ତି।…

ରଖେ ହରି ତ ମାରେ କିଏ: ନଦୀରେ ୩ କି.ମି. ଭାସି ଯାଇ ବି ବଞ୍ଚିଗଲେ ବୃଦ୍ଧା

ବସ୍ତା, ୧।୧୦(ସ୍ବ.ପ୍ର.)-କଥାରେ ଅଛି ରଖେ ହରି ତ ମାରେ କିଏ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ବାହାର୍ଦ୍ଦା ଗ୍ରାମରେ। ଜଣେ ବୃଦ୍ଧା ନଦୀର ପ୍ରଖରସ୍ରୋତରେ ୩ କି.ମି. ପର୍ଯ୍ୟନ୍ତ ଭାସିଯାଇ ବଞ୍ଚିଯିବା ଘଟଣା…

ଛାତ୍ରାବାସ ଛାତରୁ ଖସିଲା କଂକ୍ରିଟ

ବାଲେଶ୍ୱର ଅଫିସ, ୧।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରର ଛାତ୍ରାବାସ କୋଠାରୁ ସୋମବାର ମଧ୍ୟାହ୍ନରେ କଂକ୍ରିଟ୍‌ ଖଣ୍ଡ ଖସି ପଡିଥିଲା। ଏଥିରେ ଜଣେ ଛାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହାର ପ୍ରତିବାଦ କରି…

ଖୋଳ ତାଳର ବାଜିଗର ନୟନ

ତେଲକୋଇ, ୧।୧୦(ଡି.ଏନ.ଏ.)-କଳା ସମର୍ପିତ ହୋଇଛନ୍ତି କଳାକାର ବାଜିଗର। ଅପହଞ୍ଚ ଅଞ୍ଚଳରେ ତାଙ୍କର ବେଶ ଆଦୃତ ତାଙ୍କ କଳାକୁ ନେଇ। ଛୋଟ ବୟସରୁ ଏହି କଳାକୁ ନେଇ ମୃଦଙ୍ଗ, ମାଦଳ, ଡୁବି ତବଲା, ଢୋଲ ଆଦି ପ୍ରସ୍ତୁତି କରିବା ସହିତ ଉକ୍ତ ବାଦ୍ୟଯନ୍ତ୍ରର…

ନିମ୍ନମାନର କାମ ଯୋଗୁ ରାସ୍ତା ଦୁଇ ଫାଳ

କେନ୍ଦୁଝର, ୧।୧୦ (ସ୍ବ.ପ୍ର.)-ନିମ୍ନମାନର କାମ ଓ ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବିଶେଷ କରି ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକରେ ବିଭିନ୍ନ ବିଭାଗ ଦ୍ୱାରା କରାଯାଇଥିବା ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇପଡିଛି। ନୂଆ ରାସ୍ତା କାମଗୁଡିକ ମଧ୍ୟ କମ ଦିନରେ ଭାଙ୍ଗି…

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ: ସ୍ବାମୀ ଗିରଫ

ଧାମନଗର, ୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ବିରିଗଡିଆ ଗ୍ରାମର ବିମଳା ଘଡ଼ାଇ ନାମ୍ନୀ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ତାଙ୍କ ଝିଅକୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ମୃତା ବିମଳାଙ୍କ ବାପା ମହେଶ୍ୱର ଦାସ…

ହତ୍ୟା ମାମଲା: ୨ ଭାଇଙ୍କୁ ଆଜୀବନ ଜେଲ

ବାଲିଗୁଡା,୧ା୧୦(ଡି.ଏନ୍‌.ଏ.)-ଏକ ହତ୍ୟା ମାମଲାର ବିଚାର କରି ଶୁକ୍ରବାର ବିଚାରପତି ଅରବିନ୍ଦ ପଟ୍ଟନାୟକଙ୍କ ଖଣ୍ଡପୀଠରେ ଅଭିଯୁକ୍ତ ୨ ଭାଇଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସେମାନେ ହେଲେ କ୍ଷୀର ମାଝି ଓରଫ ବୀରେନ୍ଦ୍ର ଓ ତାଙ୍କ ଭାଇ ରାଜୁ…

କନ୍ଧମାଳ ଦଙ୍ଗା ମାମଲା :ଜଣେ ଅଭିଯୁକ୍ତଙ୍କୁ ୬ମାସ ଜେଲ

ଫୁଲବାଣୀ ଅଫିସ, ୧ା୧୦- କନ୍ଧମାଳ ଜିଲାରେ ୨୦୦୮ରେ ହୋଇଥିବା ଏକ ଦଙ୍ଗା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ ଅରବିନ୍ଦ ପଟ୍ଟନାୟକ ଅଭିଯୁକ୍ତ ପ୍ରକାଶ ପ୍ରଧାନଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୮ ଅଗଷ୍ଟ ୩୦ ତାରିଖ ଅପରାହ୍ନରେ…

ଆଇନ ସେବାକେନ୍ଦ୍ର ଉଦ୍‌ଘାଟନ କଲେ ଜିଲା ଦୌରାଜଜ

ଚନ୍ଦ୍ରଗିରିି,୧ା୧୦(ଡି.ଏନ.ଏ.)-ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି, ଅଡ଼ବା ଓ ପି.ଗୋବିନ୍ଦପୁର ପଞ୍ଚାୟତରେ ରବିବାର ଗ୍ରାମୀଣ ଆଇନ ସେବାକେନ୍ଦ୍ର ଗଜପତି ଜିଲା ଦୌରା ଜଜ୍‌ ତଥା ଡିଏଲଏସଏ ଅଧ୍ୟକ୍ଷ ବିଶ୍ୱଜିତ ଦାସ ଉଦ୍‌ଘାଟନ କରିଥିଲେ। ଉତ୍ସବରେ ମୋହନା ଜେଏମଏଫସି କୋର୍ଟ ବିଚାରପତି ମନୋଜ…

ଅନ୍ଧାରରେ ୪୬ ଗଁ।, ହୋଇନି ବିଦ୍ୟୁତ୍‌ ସଂଯୋଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଦାରିଙ୍ଗବାଡ଼ି,୧ା୧୦(ଡି.ଏନ.ଏ)-ଆଦିବାସୀ ଅଧ୍ୟୁଷିତ ଅଞ୍ଚଳକୁ ସରକାର ବିଭିନ୍ନ ସୁବିଧା ସୁଯୋଗ ଦେଉଥିବା ଦୃଷ୍ଟାନ୍ତ ରହିଛି ା କିନ୍ତୁ କେତେକ ସ୍ଥାନରେ ଏହା କାର୍ଯ୍ୟକାରୀ ହେଉଥିବା ବେଳେ ଅନ୍ୟ କେତେକ ଜିଲାରେ ଲୋକେ ସୁବିଧା ସୁଯୋଗ ପାଇପାରୁ ନାହାନ୍ତି। ଫଳରେ ଏବେବି ଅନ୍ଧାରରେ ଅଭିଶପ୍ତ…

୧୦ ବର୍ଷ ପରେ ହଜିଲା ପୁଅଙ୍କୁ ପାଇଲେ ମା’

କୋଦଳା,୩୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିିଗପହଣ୍ଡି ଥାନା ଅନ୍ତର୍ଗତ ତୁରୁବୁଡି ଗ୍ରାମର ଜଣେ ଦିବ୍ୟାଙ୍ଗ ନାବାଳକ ୧୦ବର୍ଷ ତଳେ କେଉଁଆଡ଼େ ଚାଲିଯାଇଥିଲେ। ଗତ ଶୁକ୍ରବାର ହଜିଲା ପୁଅ ତାଙ୍କ ମା’ଙ୍କ ପାଖକୁ ଫେରିଛନ୍ତି। ନାବାଳକ ଜଣକ ହେଲେ ଶେଖ ବାବା ଓରଫ କାଳିଆ (୧୭)।…

ବିଲଡ଼ରଙ୍କୁ ୨୦ ଲକ୍ଷ ଦାଦାବଟି ମାଗିବା ମାମଲା :ପୂର୍ବତନ ମେୟର ପିଣ୍ଟୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧ା୧୦-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବିଏମ୍‌ସିର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ସୋମବାର କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା। ବିଲଡ଼ର ଲଳିତ ମୋହନ ମଙ୍ଗରାଜଙ୍କୁ ପିଣ୍ଟୁ ୨୦ ଲକ୍ଷ ଟଙ୍କା ଦାଦାବଟି ମାଗିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?