ଆମ ଜିଲା ଖବର

ସ୍ବାମୀଙ୍କୁ ଟାଙ୍ଗିଆରେ ହାଣି ଜେଲ ଗଲେ ସ୍ତ୍ରୀ

ଶଙ୍କରାଖୋଲ/ଟିକାବାଲି, ୮ା୯(ଡି.ଏନ୍‌.ଏ.)-ଚକାପାଦ ଥାନା ପସରା ପଞ୍ଚାୟତର ଗୋଚ୍ଛାବାରି ଗ୍ରାମରେ ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହ କରି ଗୁରୁବାର ରାତିରେ ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିଛନ୍ତି ସ୍ତ୍ରୀ। ରାତିସାରା ରକ୍ତ ଜୁଡୁବୁଡୁ ହୋଇ ପଡିଥିବା ରମାକାନ୍ତଙ୍କୁ ଶୁକ୍ରବାର ସକାଳେ ପୋଲିସ…

ପୁଷ୍ଟି ବଗିଚା ସମ୍ପର୍କିତ କର୍ମଶାଳା

ଜି.ଉଦୟଗିରି,୮ା୯(ଡି.ଏନ.ଏ.): ଜି.ଉଦୟଗିରିର ସମନ୍ବିତଠାରେ ଓଡ଼ିଶା ଜୀବନ ଜୀବିକା ମିଶନ କନ୍ଧମାଳ ପକ୍ଷରୁ ପୁଷ୍ଟି ବଗିଚା ସମ୍ପର୍କିତ ୩ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କନ୍ଧମାଳ ଜିଲା ଜୀବିକା ମିଶନର ପ୍ରକଳ୍ପ ମ୍ୟାନେଜର ସନ୍ତୋଷ କୁମାର ରଥ, ସମନ୍ବିତର ପ୍ରକଳ୍ପ ନିର୍ଦ୍ଦେଶକ ନିରଞ୍ଜନ…

ବିମାନ ଉଡ଼ାଇଲେ ଆଦିବାସୀ ଝିଅ -ମାଲକାନଗିରି ଜିଲାର ପ୍ରଥମ ମହିଳା ପାଇଲଟ ଅନୁପ୍ରିୟା ଲାକ୍ରା

ମାଲକାନଗିରି,୮।୯(ଡି.ଏନ୍‌.ଏ.)ଆକାଶ ଛୁଇଁବା, ପକ୍ଷୀ ଭଳି ଉଡ଼ିବାର ଇଚ୍ଛା ଥିଲା। ଦୀର୍ଘ ୭ ବର୍ଷର ତାଲିମ ପରେ ଏବେ ତାହା ସାକାର ହୋଇଛି। ମାଲକାନଗିରି ଭଳି ଉପାନ୍ତ ଓ ମାଓବାଦୀ ଅଧ୍ୟୁଷିତ ଅଞ୍ଚଳର ଜଣେ ଆଦିବାସୀ ଝିଅ ଅନୁପ୍ରିୟା ଲାକ୍ରା ଆକାଶରେ ବିମାନ…

ନକଲି ନମ୍ବରରେ ବୁଲୁଛି ବାଇକ୍‌

ଦାରିଙ୍ଗବାଡ଼ି,୮।୯(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ସୁଶାନ୍ତ ସାହୁଙ୍କ ମୋବାଇଲ ଫୋନକୁ ଶନିବାର ଗଞ୍ଜାମ ଆର୍‌ଟିଓଙ୍କଠାରୁ ଏକ ମେସେଜ ଆସିଲା। ସେଥିରେ ତାଙ୍କ ନାମରେ ୬ ହଜାର ଟଙ୍କାର ଚାଲାଣ କଟାଯାଇଥିବା ଉଲ୍ଲେଖ ରହିଥିଲା। ସେ ଏହି ମେସେଜ ପାଇବାପରେ ଗଞ୍ଜାମ ଆର୍‌ଟିଓ କାର୍ଯ୍ୟାଳୟକୁ…

ରୁପା ଅଳଙ୍କାର ଚୋରି ଘଟଣାରେ ୩ ଗିରଫ

ବ୍ରହ୍ମପୁର ଅଫିସ,୮ା୯-ବଡବଜାର ଥାନା ମାଲସେନାପେଟା ସାହିରେ ଥିବା ଶ୍ରୀ ସାଇ ରିଫାଇନାରୀ ଏବଂ ରୁପା ଅଳଙ୍କାର ଦୋକାନରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏଥିରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୬କେଜି ରୁପା ଗହଣା…

ଜଳ ବନ୍ଦିରେ ଶକ୍ତିନଗର ବାସିନ୍ଦା : ୨୦ ବର୍ଷ ପରେ ବି ନିର୍ମାଣ ହୋଇନି ଡ୍ରେନ

ବ୍ରହ୍ମପୁର ଅଫିସ୍‌,୮ା୯-ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ହୋଇଥିବା ଲଗାଣ ବର୍ଷାରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି । ଏଥିରୁ ବାଦ ପଡିନି ସହରତଳି ଅଞ୍ଚଳ । ଲୋଚାପଡା ପଞ୍ଚାୟତ ଓ କୁକୁଡାଖଣ୍ଡି ବ୍ଲକ…

ଟିଡି ଟିକା ନେଇ ୨ ଛାତ୍ରୀ ଅଚେତ

ବ୍ରହ୍ମପୁର ଅଫିସ,୮ା୯-ସରକାରୀ ଯୋଜନାରେ ମାଗଣାରେ ଯୋଗାଣ ହେଉଥିବା ଟିଟାନସ ଡିପ୍‌ଥେରିଆ (ଟିଡ଼ି) ଟିକା ନେଇ ବ୍ରହ୍ମପୁରର ଏକ ଘରୋଇ ସ୍କୁଲର ଦୁଇଜଣ ଛାତ୍ରୀ ଅଚେତ ହୋଇପଡ଼ିଛନ୍ତି । ସ୍କୁଲ କର୍ତ୍ତୃପକ୍ଷ ଉଭୟ ଛାତ୍ରୀଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି।…

ମା’ ମୋର ପ୍ରଥମ ଗୁରୁ- ଅଭିଷିକ୍ତା

କେନ୍ଦୁଝର, (ନରେଶ ଚନ୍ଦ୍ର ପଟ୍ଟନାୟକ)- ପିଲାଦିନୁ ନୃତ୍ୟ ଅନୁରାଗୀ ଅଭିଷିକ୍ତା ପାଠ ପଢ଼ିବା ସହ ନୃତ୍ୟ, ସଂଗୀତ, ବକ୍ତୃତା, ଚିତ୍ରକଳା, ଅଭିନୟ ଆଦି କ୍ଷେତ୍ରରେ ପ୍ରତିଭା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଛନ୍ତି। ୨୦୧୬ରେ ସେ କେନ୍ଦ୍ର ସରକାରଙ୍କ ଅନୁଦାନରେ ନିର୍ମିତ ଏକ…

ସମସ୍ୟା ଘେରରେ ଶିଶୁ ଓ୍ବାର୍ଡ

କେନ୍ଦୁଝର, ୮ା୯ (ସ୍ବ.ପ୍ର.)- ଶିଶୁଙ୍କୁ ଉନ୍ନତ ଚିକିତ୍ସା, ସୁବିଧା ଯୋଗାଇ ଦେବା ଲାଗି କେନ୍ଦୁଝର ଜିଲା ମୁଖ୍ୟ ଚିକତ୍ସାଳୟରେ ଥିବା ୩୦ ଶଯ୍ୟା ବିଶିଷ୍ଟ ଶିଶୁ ଓ୍ବାର୍ଡରେ ବିଭିନ୍ନ ଅବ୍ୟବସ୍ଥା ଲାଗି ରହିଛି। କେତେବେଳେ ପିଇବା ପାଣି ସମସ୍ୟା ତ ଆଉ…

ବିଦ୍ୟୁତ୍‌ କେବୁଲ ପାଇଁ ମାଟି ଖୋଳା ଫାଟିଲା ପାଣିପାଇପ୍‌ : ଯୋଡ଼ା ସହରରେ ୩ ଦିନ ଧରି ଜଳ ଯୋଗାଣ ବନ୍ଦ

ଯୋଡ଼ା, ୮।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହରରେ ଟାଟା କମ୍ପାନୀ ପକ୍ଷରୁ ବିଦ୍ୟୁତ୍‌ କେବୁଲ ସଂଯୋଗ ପାଇଁ ମାଟି ଖୋଳାଯାଉଥିବାବେଳେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଛା ଯାଇଥିବା ପାଣି ପାଇପ୍‌ ଫାଟି ଯାଇଛି। ଫଳରେ ଗତ ୩ଦିନ ହେବ ସହରବାସୀ ପାନୀୟଜଳ…

ପ୍ରକୃତି ବନ୍ଧୁ ବିଦ୍ୟାଳୟ

ଭଦ୍ରକ ସହର ଉପକଣ୍ଠ ତ୍ରିଶଳପୁରଠାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅନ୍ୟମାନଙ୍କ ପାଇଁ ପାଲଟିଛି ଏକ ଆଦର୍ଶ ଶିକ୍ଷାନୁଷ୍ଠାନ। ସ୍କୁଲ ହତା ମଧ୍ୟରେ ସୁନ୍ଦର ଘାସଗାଲିଚା ସହ ଫୁଲ ବଗିଚା ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ପ୍ରକାର…

ପ୍ରତିଭାମୟୀ ଶୁଭ୍ରସ୍ମିତା: ଭଦ୍ରକରୁ ମୁମ୍ବାଇ ପରେ ଏବେ ବିଦେଶୀ ମାଟି ଲକ୍ଷ୍ୟ

ଭିନ୍ନ କିଛି କରିବା ଲକ୍ଷ୍ୟରେ ଯୁବପ୍ରତିଭା ଶୁଭ୍ରସ୍ମିତା। ଓଡ଼ିଆ, ବଙ୍ଗାଳୀ, ତେଲୁଗୁ, ଇଂଲିଶ ଓ ତାମିଲ ଭାଷାରେ ଗୀତ ଗାଇ ପ୍ରତିଭା ପ୍ରଦର୍ଶନ ପରେ ଆଗକୁ ଆଗକୁ ପାଦ ବଢ଼ାଇ ଚାଲିଛନ୍ତି। ୟୁଟ୍ୟୁବ୍‌ ମାଧ୍ୟମରେ ବୋଲୁଥିବା ସଂଗୀତର ପ୍ରଚାର ପ୍ରସାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?