ଚାଷୀଙ୍କ ନୂଆ ଆଶା ‘ସୂର୍ଯ୍ୟମୁଖୀ’
କେନ୍ଦୁଝର, ୩୦ା୪(ସ୍ବ.ପ୍ର.): ସରକାର ଚାଷୀଙ୍କ ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଅର୍ଥ ଆମଦାନୀ ଫସଲ ସୂର୍ଯ୍ୟମୁଖୀ, ବିରି, ମୁଗ। ଏହି ଚାଷୀଙ୍କୁ ପ୍ରୋତ୍ସାହନ କରାଯାଉଥିଲା ବେଳେ ଜଳସେଚନର ସୁବିଧା ନ ଥିବାରୁ ଅନେକେ ଉତ୍ସାହୀ ଚାଷୀ ଏହି ଚାଷ…
କାଜୁ ଚାରାରୋପଣ ପ୍ରହସନ
କେନ୍ଦୁଝର, ୩୦ା୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଜୁ ଚାରାରୋପଣ ଯୋଜନା ପ୍ରହସନରେ ପରିଣତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ପତିତ ଜମିରେ କାଜୁ ଚାରାରୋପଣ କରାଯାଇଥିଲା। ଏଥିପାଇଁ ସରକାରଙ୍କ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଆଶାନୁରୂପ ଭାବେ ଏହି ଯୋଜନା ସଫଳ…
ମତଦାନ ବିଳମ୍ବିତ, ରାତି ପର୍ଯ୍ୟନ୍ତ ବୁଥ୍ରେ ଭୋଟର
ଭଦ୍ରକ ଅଫିସ,୩୦ା୪- ଭଦ୍ରକ ଜିଲାରେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇଥିଲା। ବିଭିନ୍ନ ବୁଥ୍ରେ ଇଭିଏମ୍ରେ ତ୍ରୁଟି ଦେଖାଦେବା ଯୋଗୁ ମତଦାନରେ ବିଳମ୍ବ ଘଟିଥିଲା। ଏଥିଲାଗି ରାତି ୯ଟା…
ବାଲିମେଳା ବିଦ୍ୟୁତ୍ ପ୍ରକଳ୍ପ ପାଓ୍ବାର ହାଉସ୍ କୋଠାରେ ଫାଟ
ମାଲକାନଗିରି,୩୦।୪ (ଡି.ଏନ୍.ଏ.)- ମାଲକାନଗିରି ଜିଲା ବାଲିମେଳା ଜଳବିଦ୍ୟୁତ୍ ପ୍ରକଳ୍ପରେ ଫାଟ ସୃଷ୍ଟି ହୋଇଛି। ତେବେ ଏନେଇ ସବୁ ଜାଣି ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ୫୦ ବର୍ଷର ପ୍ରକଳ୍ପ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପହଞ୍ଚତ୍ଛି। ଏହି ପାଓ୍ବାରହାଉସ୍ କୋଠାର ବିଭିନ୍ନ ସ୍ଥାନରେ…
ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ
ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍ ନେହେନାବନ୍ଧ ଗଁାର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଅଁା ଲାଗି ପୁଡ଼ିଯାଇଛେ। ସେଥି ତାକର ସବୁ ଜିନିଷପାତି ପୁଡ଼ି ଖାର ହେଇଯାଇଥିବାର ଜନାପଡ଼ିଛେ। ସୂଚନା ହିସାବେ ହେମ ସଖାଲୁ…
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିକିରି, ୨୯।୪(ଡି.ଏନ୍.ଏ.)-ରାୟଗଡ଼ା ଜିଲା କାଶୀପୁର ବ୍ଲକ ବାଙ୍କମ୍ବା ପଞ୍ଚାୟତ ମାଙ୍କଡଝୋଲା ଗ୍ରାମସ୍ଥିତ ଏକ ଆମ୍ବ ଗଛରୁ ଟିକିରି ପୋଲିସ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ଉକ୍ତ ଗାଁର ଅଲି ମାତଗୁଲଙ୍କ ସ୍ତ୍ରୀ କମଳା(୩୬)। ପ୍ରକାଶ ଯେ,…
ଅପରାହ୍ନରେ ତାଣ୍ଡବ ରଚିଲା କାଳବୈଶାଖୀ
କୋରାପୁଟ,୨୯।୪(ସ୍ବ.ପ୍ର.): କୋରାପୁଟ ସହର ଓ ଆଖପାଖ ଅଞ୍ଚଳରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଶତାଧିକ ଗଛ ଭାଙ୍ଗିବା ସହ ୩୦ରୁ ଊର୍ଦ୍ଧ୍ୱ ସ୍ଥାନରେ ବିଦ୍ୟୁତ ଟାଓ୍ବାର ଭାଙ୍ଗିବା ସହ ତାର ଛିଣ୍ଡି ସରବରାହ ବ୍ୟାହତ ହୋଇଛି। କେବଳ ସେତିକି ନୁହେଁ ୫୦ରୁ…
ବୟସର ଶେଷ ପାହାଚରେ ଆନ୍ତରିକତା ଶିଖାଇଦେଲା ଶ୍ମଶାନ
କୋରାପୁଟ,୨୯।୪(ସ୍ବ.ପ୍ର.): ଶ୍ମଶାନ କଥା କହିଲେ ସାଧାରଣତଃ ଆମ ଭିତରେ କେବଳ ଭୟଟିଏ ଉକୁଟେ। କିନ୍ତୁ ସେଇ ଶ୍ମଶାନ ପରିଣତ ବୟସରେ ପାଦ ଦେଇଥିବା ୨ ଜଣ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ କେବଳ ବନ୍ଧୁତାରେ ବାନ୍ଧି ଦେଇନାହିଁ, ବରଂ ସେମାନଙ୍କ ପାଇଁ ନିର୍ଭୟ ଆଶ୍ରୟସ୍ଥଳୀ…
ଗୋପବନ୍ଧୁଙ୍କୁ ଅସମ୍ମାନ: ବ୍ୟାନର, ପୋଷ୍ଟରରେ ଲୁଚି ଯାଉଛି ପ୍ରତିମୂର୍ତ୍ତି
ଜେକେପୁର,୨୯ା୪(ଡ଼ି.ଏନ.ଏ): ରାୟଗଡା ଜିଲା ଜେକେପୁର ପଞ୍ଚାୟତ ତଥା ଗୋପବନ୍ଧୁ ଛକରେ ଉକତ୍ଳମଣି ଗୋପବନ୍ଧୁ ଦାସଙ୍କ ଏକ ପ୍ରତିମୂର୍ତ୍ତୀ ରହିଛ। ତେବେ ପ୍ରତିମୂର୍ତ୍ତିଙ୍କୁ ସମ୍ମାନ ଦେବା ତ ଦୂରର କଥା, କେବେ ହେଲେ ପ୍ରତିମୂର୍ତ୍ତି ଅଥବା ଏହାର ପରିସର ସଫା କରାଯାଉନାହିଁ। ବର୍ତ୍ତମାନ…
ଅଚଳ ଇଭିଏମକୁ ବଦଳାଗଲା
ଚାନ୍ଦବାଲି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍ରେ ଇଭିଏମ୍ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳେ ଭୋଟ ଦେବା ସମୟରେ ଏନେଇ ଜଣାପଡ଼ିବା ପରେ ଗଚ୍ଛିତ ଥିବା ଅନ୍ୟ…
ଇଭିଏମ୍ ଅଚଳ, ବନ୍ଦ ରହିଛି ମତଦାନ
ତିହିଡ଼ି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନ ମଣ୍ତଳୀ ଅଧୀନ ତିହଡ଼ି ବ୍ଲକ କୋହ୍ଲ ପଞ୍ଚାୟତର ମୂଷାଙ୍ଗ ପ୍ରାଥମିକ ସ୍କୁଲ ୨୧୯ନଂ ବୁଥ୍ରେ ଇଭିଏମ୍ ଅଚଳ ଯୋଗୁ ମତଦାନ ବନ୍ଦ ରହିଛି। ସୋମବାର ସକାଳ ୭ଟାରେ ମତଦାନ ପୂର୍ବରୁ ଏମ୍ପି ପାଇଁ ଉଦ୍ଦିଷ୍ଟ…
ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ
ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି। ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି। ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।
Archives


