ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଠିକ୍, ସମସ୍ତେ ସହଯୋଗ କରିବା ଦରକାର କହିଲେ ଆମିକସ୍ କ୍ୟୁରି
ପୁରୀ ଅଫିସ,୭।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କ୍ଲିନ୍ଚିଟ୍। ଶୁକ୍ରବାର ଜିଲା ପ୍ରଶାସନ ଏବଂ ମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ଆମିକସ୍ କ୍ୟୁରି ରଞ୍ଜିତ କୁମାର ସରକାରଙ୍କ ନିଷ୍ପତ୍ତିକୁ ଠିକ୍ ବୋଲି କହିଛନ୍ତି। ଯେଉଁ ପଦକ୍ଷେପ ନିଆଯାଉଛି,…
ଅଧାରୁ ଛୁଟି ହେଲା ବିଦ୍ୟାଳୟ : ମଧ୍ୟାହ୍ନଭୋଜନ ପରେ ଘରକୁ ଫେରିଲେ ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୭।୯(ଡି.ଏନ୍.ଏ.) : କନ୍ଧମାଳ ଜିଲାରେ ଏବେ ବର୍ଷା ଲାଗିରହିଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଶନିବାର ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟକୁ ବନ୍ଦ ରଖିବାକୁ ଜିଲାପାଳ ଡ.ବୃନ୍ଦା ଡି. ନିର୍ଦ୍ଦେଶ ଦେଇଛନ୍ତି। ତେବେ ସକାଳୁ ପ୍ରବଳ ବର୍ଷା ଯୋଗୁ ଜିଲା ପ୍ରଶାସନ…
କନ୍ଧମାଳ ଜିଲାରେ ଲଗାଣ ବର୍ଷା : କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି
ଦାରିଙ୍ଗବାଡ଼ି,୭।୯(ଡି.ଏନ୍.ଏ.): କନ୍ଧମାଳ ଜିଲାରେ ଶନିବାର ସକାଳ ୮ଟା ସୁଦ୍ଧା ୧୨ଟି ବ୍ଲକ ମଧ୍ୟରୁ କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲିଗୁଡ଼ାରେ ୧୨୫ ମିମି, ଫୁଲବାଣୀରେ ୧୧୧.୪ ମିମି, କୋଟଗଡ଼ରେ ୧୦୯ ମିମି, ଦାରିଙ୍ଗବାଡ଼ିରେ ୮୮…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି
ପୁରୀ ଅଫିସ, ୭ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା ଅନୁସାରେ କରାଯାଉଛି ଅଧିକାଂଶ ସ୍ଥାନରେ ବିଧି ମୁତାବକ ହେଉନାହିଁ। ଏହା ମହାପ୍ରଭୁ ଏବଂ ଶ୍ରୀଜଗନ୍ନାଥ…
ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ
ଭୁବନେଶ୍ୱର/ କଟକ ଅଫିସ୍, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ରେଳ ଷ୍ଟେଶନକୁ ନିଆଯାଇଥିଲା। ସେଠାରୁ ସେମାନେ ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶା ଆସୁଛନ୍ତି।…
ଭୁଶୁଡ଼ିଲା ବିଦ୍ୟାଳୟର ନବ ନିର୍ମିତ କୋଠା
ରଣପୁର, ୭।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟର ନବ ନିର୍ମିତ କୋଠାର ନିମିଟାଲ ଓ ତାଜା ଶନିବାର ସକାଳେ ହଠାତ୍ ଭୁଶୁଡି ପଡ଼ିଛି। ଏହି ଦୁର୍ଘଟଣାରୁ ଛାତ୍ରୀମାନେ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଶନିବାର ସକାଳୁଆ ସ୍କୁଲ ଥିବାରୁ…
ଆମିକସ୍ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ
ପୁରୀ ଅଫିସ୍.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍ କ୍ୟୁରି ରଞ୍ଜିତ୍ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ସକାଳ ୭ଟା ୧୦ରେ ଉଭୟ ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ…
‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’
କଟକ ସଦର, ୭ା୯(ଡି.ଏନ୍.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ। ସେଥିପାଇଁ ସେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର ବୋଷ ବୋଲି ଶୁକ୍ରବାର ରାଜ୍ୟପାଳ…
ପୋଲିଓ ଖାଇ ଶିଶୁକନ୍ୟାର ମୃତ୍ୟୁ ଅଭିଯୋଗ
ବ୍ରହ୍ମଗିରି,୭ା୯(ଡି.ଏନ୍.ଏ.): ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅଢ଼େଇ ମାସର ଶିଶୁକନ୍ୟା ପୋଲିଓ ବୁନ୍ଦା ଖାଇ ଅସୁସ୍ଥ ହେବା ପରେ ଗୁରୁବାର ମୃତ୍ୟୁ ହୋଇଥିଲା। ପରିବାର ଲୋକେ ପୋଲିଓ ଖାଇବାରୁ ଝିଅର…
ଲୋକାଭିମୁଖୀ ହେବ ଶ୍ରୀଜଗନ୍ନାଥ ସଂସ୍କୃତି
ପୁରୀ ଅଫିସ, ୭ା୯: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏଥିଲାଗି ଶୁକ୍ରବାର ଶ୍ରୀନଅରରେ ଶ୍ରୀଜଗନ୍ନାଥ ତତ୍ତ୍ବ ଗବେଷଣା ପ୍ରକାଶନ ଓ ପ୍ରସାର ଉପ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ମହାରାଜା ଦିବ୍ୟସିଂହ…
ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା ରାଘବ ଦାସ ମଠର ଉଚ୍ଛେଦ ଆଶଙ୍କା କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା।…
ଟ୍ରକ୍ ଧକ୍କାରେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ
କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ ଧାରଣା ଦେଇଥିଲେ। ଏଥିଯୋଗୁ କିଛି ଘଣ୍ଟା ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ…

