ସୋନପୁର ବସ୍ଷ୍ଟାଣ୍ଡରେ ସର୍ବନିମ୍ନ ସୁବିଧା ନାହିଁ: ପ୍ରଚଣ୍ଡ ଖରାରେ ସିଝୁଛନ୍ତି ଯାତ୍ରୀ
ସୋନପୁର, ୨୯।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଥିବା ବସ୍ଷ୍ଟାଣ୍ଡରେ ଯାତ୍ରୀଙ୍କୁ ସର୍ବନିମ୍ନ ସୁବିଧା ମିଳୁନି। ଦୂରଦୂରାନ୍ତରୁ ଆସୁଥିବା ଓ ଏଠାରୁ ବିଭିନ୍ନ ସ୍ଥାନକୁ ବସ୍ ଯୋଗେ ଯାଉଥିବା ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧା ଭୋଗ କରୁଛନ୍ତି। ମନ୍ଦିରମାଳିନୀ ସୋନପୁରର କେନ୍ଦ୍ରସ୍ଥଳରେ…
ଜୀବିକା ନେଇ ହତାଶ ୭୨୫ ମତ୍ସ୍ୟଜୀବୀ
କୋଲାବନଗର,୨୯ା୪(ଡି.ଏନ୍.ଏ.): ମାଛଚାଷକୁ ନେଇ ସ୍ବାବଲମ୍ବୀ ହୋଇଥିବା ଅପରକୋଲାବ ବିସ୍ଥାପିତ ପରିବାରର ୭୨୫ ଜଣ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା ଏବେ ଅନିଶ୍ଚିତତା ଭିତରେ ରହିଛି। ଜୟପୁର ମତ୍ସ୍ୟ ବିଭାଗର ଅପାରଗତା ଯୋଗୁ ସେମାନଙ୍କ ପାଖରେ ମାଛ ମାରିବା ପାଇଁ ଜାଲ କି ଡଙ୍ଗାଟିଏ…
ଲୋପ ପାଉଛି ଶାଳବଣ, ସ୍ବପ୍ନ ହେବ ଝୁଣା
ଜୟପୁର,୨୯ା୪(ନି.ପ୍ର.): ଔଷଧୀୟ ଗୁଣ ପାଇଁ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଥିବା ଝୁଣା ଆଗାମୀ ଦିନରେ ଲୋପ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ଏହି ଲଘୁ ବନଜାତ ଦ୍ରବ୍ୟକୁ ଆଦିବାସୀମାନେ ଜଙ୍ଗଲରୁ ସଂଗ୍ରହ କରି ବିକ୍ରି କରନ୍ତି। ଝୁଣା ମୁଖ୍ୟତଃ ଶାଳଗଛରୁ…
ଚନ୍ଦନଗଛ କାଟିନେଲେ ଦୁର୍ବୃତ୍ତ
ଦେବଗଡ଼, ୨୮ା୪(ସ୍ବ.ପ୍ର.): ସହରର ୬ ନଂ ଓ୍ବାର୍ଡସ୍ଥିତ ରଙ୍ଗିଆଗୁଡ଼ାରୁ କେହି ଦୁର୍ବୃତ୍ତ ଚନ୍ଦନଗଛ କାଟି ନେଇଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ରଙ୍ଗିଆଗୁଡ଼ା ବସ୍ତିର ଅଚ୍ୟୁତ ବେହେରାଙ୍କ ବାଡ଼ିରେ ଏକ ଚନ୍ଦନଗଛ ୧୫ବର୍ଷରୁ ଊର୍ଦ୍ଧ୍ୱ ହେବ ରହିଥିଲା। କିନ୍ତୁ ଶନିବାର ରାତିରେ ଏହାକୁ…
ରାସ୍ତାରେ ଓଲଟିଲା ପିକ୍ଅପ : ୧୪ ଶ୍ରମିକ ଆହତ
ଭଞ୍ଜନଗର,୨୮ା୪ (ଡି.ଏନ.ଏ) : ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚୋପ୍ରା ନିକଟରେ ରବିବାର ପୂର୍ବାହ୍ନରେ ଏକ ପିକ୍ଅପ ରାସ୍ତା ଉପରେ ଓଲଟି ପଡ଼ିଛି। ଉକ୍ତ ଗାଡ଼ିରେ ଯାଉଥିବା ୧୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ଏବଂ ଜଗନ୍ନାଥପ୍ରସାଦ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।…
୬ବର୍ଷର ଶୁଭଲକ୍ଷ୍ମୀଙ୍କୁ ସିକିଲସେଲ୍: ଚିକିତ୍ସା ପାଇଁ ଟଙ୍କା ନାହିଁ
ପରଜଙ୍ଗ, ୨୮।୪(ଡି.ଏନ.ଏ.)-ଜୀବନ ଏତେ ସହଜ ନୁହେଁ, କଅଁଳ ବୟସରୁ ଏକଥାକୁ ବୁଝିସାରିଲେଣି ଶୁଭଲକ୍ଷ୍ମୀ। ଯେଉଁ ବୟସରେ ସାଙ୍ଗସାଥୀଙ୍କ ମେଳରେ ଖେଳିବୁଲିବା କଥା, ସେହି ସମୟରେ ସିକିଲ୍ସେଲ୍ ଭଳି ଜଟିଳ ରୋଗରେ ପଡ଼ିଛନ୍ତି ସେ। ଝିଅର ଚିକିତ୍ସା କରିବାକୁ ଯାଇ ସର୍ବସ୍ବାନ୍ତ ହୋଇପଡ଼ିଥିବା…
ଚିକିସତ୍ା ଲାଗି ଟଁକା ବାଧକ୍ ଅଜନା ରୋଗ୍ରେ ପୀଡ଼ିତ ଅଶୋକ
ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍ ସାନଗୁର୍ଜିଭଟା ପାଲିପଡ଼ାର ଅଶୋକ ବର୍ଗେ(୩୦)। ସେ କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ହେଇ ଘରେ ପଡ଼ିରହିଛନ୍। ହେଲେ ଟଁକା ପଏସା ଅଭାବୁ ଅଶୋକ ରୁଗର ଚିକିସତ୍ା କରେଇ ନାଇଁ…
ବୁଡ଼ି ଯାଉଛେ କୁମ୍ଭାରମାନକର କଉଲିକ୍ ବୁରତି : ସାମାନ ବିକ୍ରି ଲାଗି ବଜାର ବେବସ୍ତାର ଅଭାବ
ନୂଆପଡା ଅଫିସ,୨୮ା୪-ଦିନୁ ଦିନ୍କେ ସମିଆ ବଦଲୁଛେ, ତାର ସଂଗେ ଲୁକ୍କର ଚାଲିଚଲନ, ପିଁଧନ୍ଉଢ଼ନ୍, ଖାଏଦ୍ ପାଏନ୍, ବେଭାର କଲା ଜିନିଷପାତିରେ ବି ଅନେକ୍ ପରିବରତନ୍ ଦେଖ୍ବାକେ ମିଲୁଛେ। ଏହେଦେ ଆମେ ଗୁଟେ ପରକାର ପ୍ଲାଷ୍ଟିକ୍ ଯୁଗରେ ଅଛୁଁ କହେଲେ କିଛି କମ୍…
ଆବାସ ଯୋଜନାରୁ ବଁଚିତ୍ ବୁରୁଧ୍ ରତନ
ବିନିକା, ୨୮ା୪(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡ଼ି ପଁଚେତ୍ର ସାରଙ୍ଗପାଲି ମାହାରଗୋଠର ରତନ ମାହାର(୬୫)। ପରିବାର କହିଲେ ମାଏକିନା ଯାମା(୬୦)। ଦୁଇ ବୁଢ଼ାବୁଢ଼ିକର ପିଲାଛୁଆ କିଛି ନାଇଁ, ଜମିବାଡ଼ି କହେଲେ ୧ ଏକର। ଇଥ୍ରୁ ଅଧା ଏକର ଜମିରେ ଚାଷ୍…
ଯୁବତୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଫେରାର୍
ନୂଆଗାଁ,୨୮।୪(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଚିତାପେଡ଼ି ପଞ୍ଚାୟତର ଲୋଧାରାମ ଅଞ୍ଚଳର ଜନୈକ ଯୁବତୀଙ୍କୁ ସେହି ପଞ୍ଚାୟତର ରାଜେଶ ନାଏକ(୩୦) ନାମକ ଜଣେ ଯୁବକ ବଳାତ୍କାର କରିଥିବା ବିଶ୍ରା ଥାନାରେ ଶନିବାର ଅଭିଯୋଗ ହୋଇଛି। ତେବେ ସମ୍ପୃକ୍ତ ଯୁବକ…
ଚନ୍ଦ୍ରପୁର ଆଇସିଡିଏସ କାର୍ଯ୍ୟାଳୟ: ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଚାଲିଛି ଅଫିସ କାମ
ଚନ୍ଦ୍ରପୁର, ୨୮ା୪(ଡି.ଏନ୍.ଏ.)-ରାୟଗଡା ଜିଲା ଚନ୍ଦ୍ରପୁର ବ୍ଲକସ୍ଥିତ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ଆଜକୁ ଦୀର୍ଘ ପାଞ୍ଚବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା ସଦର ମହକୁମାସ୍ଥିତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଚାଲିଛି। ଜିଲାର ସମସ୍ତ ବ୍ଲକରେ ସମନ୍ବିତ ଶିଶୁବିକାଶ ଯୋଜନା କାର୍ଯ୍ୟାଳୟ ପାଇଁ…
ମାରୁତି କଲ୍ୟାଣ ମଣ୍ଡପରେ ନିଅଁ।
ଫୁଲବାଣୀ ଅଫିସ, ୨୮ା୪-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ହାଟପଦାରେ ଥିବା ବେଆଇନଭାବେ ଗଢି ଉଠିଥିବା ମାରୁତି କଲ୍ୟାଣ ମଣ୍ଡପରେ ଶନିବାର ପୂର୍ବାହ୍ନରେ ନିଅଁ। ଲାଗିଛି । ବିଦ୍ୟୁତ୍ ଶର୍ଟ ଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଛି ା ଠିକ୍ ସମୟରେ ଅଗ୍ନିଶମ କର୍ମଚାରୀ…
Archives


