ଭୁବନେଶ୍ୱରରେ ଆମିକସ୍ କ୍ୟୁରି
ପୁରୀ ଅଫିସ, ୭ା୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟା ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଶନିବାର ସେମାନେ ପୁରୀରେ ପହଞ୍ଚତ୍ ୭୫ ମିଟର ଉଚ୍ଛେଦ ସଂକ୍ରାନ୍ତରେ…
ମହିଳାଙ୍କୁ ମାଡ଼ ମାରି ତଡ଼ିଦେଲେ ଶାଶୁଘର ଲୋକେ: ଅଭିଯୋଗ ପରେ ଶିଶୁପୁତ୍ର ଫେରିପାଇଲେ ମା
ବିଞ୍ଝାରପୁର,୭|୯(ଡି.ଏନ.ଏ)- ଜଣେ ମହିଳାଙ୍କୁ ଶାଶୁଘର ଲୋକେ ଯୌତୁକ ପାଇଁ ନିସ୍ତୁକ ମାଡ ମାରି ଘରୁ ବାହାର କରିଦେବା ସହିତ ତାଙ୍କଠାରୁ ବର୍ଷକର ଶିଶୁକୁ ଛଡ଼ାଇ ରଖିବା ଭଳି ଘଟଣା ବିଞ୍ଝାରପୁର ବ୍ଲକରେ ଦେଖିବାକୁ ମିଳିଛି। ଏ ନେଇ ବିଞ୍ଝାରପୁର ଥାନାରେ ଅଭିଯୋଗ…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ
ଯାଜପୁର ଟାଉନ,୭|୯(ଡିଏନଏ)- ବଡଚଣା ଥାନା କୋଲାସିଂ ଗ୍ରାମର ଜଣେ ନାବାଳିକା (୧୪)ଙ୍କୁ ସେହି ଗ୍ରାମର ନିହାରକାନ୍ତ ଓଝା ନାମକ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଶୁକ୍ରବାର ଯାଜପୁର କୋର୍ଟ ଏହାର ଶୁଣାଣି କରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ୍ ଦଣ୍ଡାଦେଶ…
ଚିପ୍ସ ଓଭରଲୋଡିଂ ଗାଡ଼ି ଚଳାଚଳ ଅଣାୟତ୍ତ: ଅଘୋଷିତ ଚୁକ୍ତିକାରୀଙ୍କୁ ଛାଡ଼
ଯାଜପୁର ଅଫିସ, ୭|୯- ଯାଜପୁର ଜିଲା ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଅଧୀନରେ ଲଘୁ ଖଣିଜ ସମ୍ପଦର ପ୍ରାଚୂର୍ଯ୍ୟ ରହିଛି। ହେଲେ ପରିବେଶଗତ ଅନୁମତି ନ ଥାଇ କିମ୍ବା ପ୍ରଦୂଷଣ ନିୟନ୍ତ୍ରଣ ଆଇନକୁ ନ ମାନି କଳା ପଥର ଉତ୍ତୋଳନ…
ପୌରାଞ୍ଚଳରେ ବୃଦ୍ଧି ପାଉଛି ମଶା ଉପଦ୍ରବ: ନିରାକରଣ ଦିଗରେ ନିଆଯାଉନାହିଁ ପଦକ୍ଷେପ
ଯାଜପୁର ରୋଡ, ୭|୯(ନି.ପ୍ର.)- ବ୍ୟାସନଗର ପୌରାଞ୍ଚଳରେ ମଶାଙ୍କ ଉପଦ୍ରବ ବଢିବାରେ ଲାଗିଛି। ଏହାର ନିରାକରଣ ଦିଗରେ ପୌର ପରିଷଦ ପକ୍ଷରୁ ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ । ଏଭଳି ସ୍ଥିତିରେ ମ୍ୟାଲେରିଆ, ଡେଙ୍ଗୁ, ଚିକୁନ୍ଗୁନିଆ ଭଳି ମାରାତ୍ମକ ରୋଗ ବ୍ୟାପିବା…
ଓଏମ୍ସି କପ୍ ଫୁଟବଲ ଟୁର୍ନାମେଣ୍ଟ ଉଦ୍ଯାପିତ: ଚିଙ୍ଗୁଡ଼ିପାଳକୁ ହରାଇ କାଳିଆପାଣି ଚାମ୍ପିୟନ
କାଳିଆପାଣି/ସୁକିନ୍ଦା, ୭|୯(ଡି.ଏନ୍.ଏ.)- ଖଣି ନିଗମ କାଳିଆପାଣି ଟାଉନ୍ଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍ସି କପ୍ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ପ୍ରଥମେ ସେମିଫାଇନାଲ ମ୍ୟାଚ୍ କାଳିଆପାଣି ଫୁଟବଲ ଦଳ ଏବଂ ରାଁସୋଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।…
ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ: ୬ରେ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ
ନୟାଗଡ଼ ଅଫିସ,୭।୯-ନୟାଗଡ଼ ଜିଲା ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ ସ୍ଥାନୀୟ ଗୁଣ୍ଡିଚା ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଯୋଗଦେଇ କାଳିଆ ଯୋଜନାକୁ ନେଇ ସରକାରଙ୍କ…
ରଣପୁର ତହସିଲରେ ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ ଘଟଣା
ରଣପୁର,୭ା୯(ସ୍ବ.ପ୍ର.): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୟାଗଡ ଜିଲାର ରଣପୁର ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ନେବାକୁ ବାଧ୍ୟ ହୋଇଛି । ଜାଲ ଦଲିଲରେ ପଟ୍ଟା କରିଥିବା ମୁଖ୍ୟ ଅଭିଯୁକ୍ତ ବିପିନଙ୍କ ସମେତ ରଣପୁର ଅତିରିକ୍ତ ତହସିଲଦାର ମାନସ ରାୟ ଓ ତହସିଲର ଅନ୍ୟ…
ଦାରିଦ୍ର୍ୟ ଦୂରୀକରଣ ଯୋଜନା ଅସହାୟଙ୍କ ପାଇଁ ମୂଲ୍ୟହୀନ: ଦୁର୍ଦ୍ଦିନରେ କାଳ କାଟୁଛନ୍ତି ଶତାୟୁ ବିଦ୍ୟାଧର
ଖଣ୍ଡପଡା,୭ା୯(ସ୍ବ.ପ୍ର.): ଦାରିଦ୍ର୍ୟ ଦୂରୀକରଣ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନା ଅସହାୟଙ୍କ ପାଇଁ ମୂଲ୍ୟହୀନ ହୋଇପଡିଛି। ଘରଦ୍ୱାର ଏପରି କି କୋଠାବାଡି ଥିବା ଲୋକଙ୍କୁ ଆବାସ ଯୋଜନାରେ ସାମିଲ କରାଯାଉଥିବା ବେଳେ ଗୃହଶୂନ୍ୟ ଲୋକେ…
ନୂଆ ମୋଟର ଯାନ ଆଇନ ଭୟ: ଯାତ୍ରୀବାହୀ ବସ୍ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ
ଗଣିଆ,୭ା୯(ଡି.ଏନ.ଏ.): ଗତ ସେପ୍ଟେମ୍ବର ୧ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗାଡିମୋଟର ଚେକିଂ, ବ୍ଲକିଂ ଓ ଧରପଗଡକୁ ଜୋରଦାର କରାଯାଇଛି ା ନୂଆ ଆଇନ ଅନୁଯାୟୀ ୧୦ ଗୁଣା ଅଧିକ ଜରିମାନା ଆଦାୟ…
ଜିଲାସ୍ତରୀୟ ଜଙ୍ଗଲ ଜମି ଅଧିକାର ଆଇନ ସମ୍ପର୍କିତ ଜନଶୁଣାଣି ଶିବିର
ମହାକାଳପଡା,୭ା୯(ଡି.ଏନ.ଏ.)- ମହାକାଳପଡ଼ାବ୍ଲକ ସଭାଗୃହରେ ଶୁକ୍ରବାର ଜିଲାସ୍ତରୀୟ ଜଙ୍ଗଲ ଜମି ଅଧିକାର ଆଇନ୍ ସମ୍ପର୍କିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିକାର ସ୍ବୀକୃତି ଆଇନ ଓ ସଂଶୋଧନ ନିୟମାବଳୀ ଅନୁସାରେ ଖାରଜ ହୋଇଥିବା ଆବେଦନ…
ଧୂଅଁ।ଧୂଳିରେ ରୁନ୍ଧି ହେଉଛି ଜୀବନ
ବଡବିଲ,୭।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ଖଣି ଅଞ୍ଚଳ ଅଧୀନ ଯୋଡା-ବଡବିଲରେ ପ୍ରଦୂଷଣ ସମସ୍ୟା ଗୁରୁତର ହେବାରେ ଲାଗିଛି। ଦିନରାତି ସବୁବେଳେ ଭାରି ଯାନରେ ଖଣିଜଦ୍ରବ୍ୟ ପରିବହନ ଯୋଗୁ ରାସ୍ତା ଅବସ୍ଥା ବେହାଲ ହେବା ସହ ଟ୍ରାଫିକ ସମସ୍ୟା ଓ ଧୂଳିଧୂଆଁ ଲୋକଙ୍କୁ ଅତିଷ୍ଠ କରୁଛି।…

