ଆମ ଜିଲା ଖବର

କୁଶୁପଦାକୁ ଜଳଯନ୍ତ୍ରଣା

ଢେଙ୍କାନାଳ ଅଫିସ, ୨୭।୪- ‘ସକାଳୁ ଉଠିଲେ ସେହି ଗୋଟିଏ ଚିନ୍ତା, ଘରକୁ ପାଣି ଆସିବ କେମିତି। ଅନ୍ୟଦିନ କଥା ଅଲଗା, କିନ୍ତୁ ଖରାଦିନ ଆସିଲେ ଚଡ଼କ ପଡୁଛି। ମହିଳାମାନେ ଖଇଫୁଟା ଖରା, ଝାଞ୍ଜିମାଡ଼ ସହି ଦେଢ଼ କିଲୋମିଟର ଯାଇ ନାଳରୁ ପାଣି…

ରିଲାଏନ୍ସ ଜୁଏଲ୍‌ସର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ, ୨୭।୪- ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍‌ସ ପକ୍ଷରୁ ଅନୁଗୋଳର ଅମଲାପଡ଼ାଠାରେ ଥିବା ଅନୁଶପିଙ୍ଗ ମଲରେ ଏହାର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ୩୨ ଶହ ବର୍ଗଫୁଟ ପରିବ୍ୟାପ୍ତ ଏହି ଶୋ ରୁମ୍‌ରେ ଆକର୍ଷଣୀୟ ସୁନା ଓ ହୀରା…

ଅସାଧୁ କର୍ମଚାରୀଙ୍କ ଆଖିରେ ତାମଡା ପାଣ୍ଠି: ଆର୍‌ଏସିପି ଅର୍ଥ ଲୁଟିବାକୁ ଉଦ୍ୟମ

ଅନୁଗୋଳ ଅଫିସ, ୨୭।୪- ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଡେଭଲପମେଣ୍ଟ ଅଥରିଟି (ତାମଡା) ପାଣ୍ଠିରେ ପଡ଼ିଛି କେତେଜଣ ଅସାଧୁ କର୍ମଚାରୀଙ୍କ ନଜର। ଆର୍‌ଏସିପି (ରିଭାଇଜଡ ଆସ୍ୟୁୟର କ୍ୟାରିୟର ପ୍ରୋଗ୍ରେଶନ) ଅର୍ଥ ପାଇବାକୁ ସରକାରୀ ଅନୁମୋଦନ ମିଳି ନ ଥିଲେ ହେଁ ପାଣ୍ଠିରେ ଥିବା ଅର୍ଥକୁ କେତେଜଣ…

ଗରମରେ ଛଟପଟ ହେଲେ ଜିଲାବାସୀ

ଅନୁଗୋଳ ଅଫିସ, ୨୭।୪- ଅନୁଗୋଳ ସହର ଓ ଏହାର ଉପକଣ୍ଠରେ ଅସହ୍ୟ ଗରମ ଏବଂ  ଗୁଳଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଏଠାରେ ତାପମାତ୍ରା ୪୧.୯ ଡିଗ୍ରୀ ଥିବା ରେକର୍ଡ କରାଯାଇଛି। ମଧ୍ୟାହ୍ନରେ ଜନଗହଳି ପୂର୍ଣ୍ଣ ସହର ଖାଁ ଖାଁ…

ରକ୍ତ ଅଭାବ ଦୂର ପାଇଁ ଆଗକୁ ଆସିଲେଣି ବିଭିନ୍ନ ସଂଗଠନ

ବ୍ରହ୍ମପୁର ଅଫିସ୍‌,୨୭ା୪-  ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ରକ୍ତ ସଂଗ୍ରହ ବହୁ ପରିମାଣରେ କମିଯାଇଛି। ଆବଶ୍ୟକ ଅନୁଯାୟୀ ରକ୍ତ ସଂଗ୍ରହ ହୋଇପାରୁନି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀଙ୍କୁ ରକ୍ତ…

ଠିକାଦାରଙ୍କୁ ଅପହରଣ: ସୁନା ଗହଣା ଦେଇ ମୁକୁଳାଇଲେ ସ୍ତ୍ରୀ

ଆସିକା,୨୭ା୪(ଡି.ଏନ୍‌.ଏ.)- ଆସିକା ଥାନାର ଆଲିପୁର ଗ୍ରାମଠାରେ ଗୁରୁବାର ରାତି ପ୍ରାୟ ୮ଟାରେ ଜଣେ ଠିକାଦାର ଓ ତାଙ୍କ ସହଯୋଗୀଙ୍କୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଅପହରଣ କରିନେଇଥିଲେ। ଅପହୃତ ଠିକାଦାର ଜଣକ କୋଟିବାଡି ଗ୍ରାମର ପ୍ରଶାନ୍ତ ଗୌଡ (୪୭) ଓ ତାଙ୍କ ସହଯୋଗୀ…

ଡାକ୍ତର, କର୍ମଚାରୀଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୭ା୪- ବ୍ରହ୍ମପୁର  ନୂଆ ବସଷ୍ଟାଣ୍ଡ ରୋଡରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ରୋଗୀଙ୍କୁ ମାଡ଼ ମରାଯିବା ସହ ତାଙ୍କ ସୁନାଚେନ ଛଡ଼ାଇ ନିଆଯାଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନୟାଗଡ଼ରୁ ଚିିକିତ୍ସା ପାଇଁ ଆସିଥିବା ସୀମାଞ୍ଚଳ ତ୍ରିପାଠୀ ଏହି…

୬ ସାହିରେ ଘଟ ପରିକ୍ରମା: ମନମୋହୁଛି ରଥ, କଳାକୁଞ୍ଜ

ବ୍ରହ୍ମପୁର ଅଫିସ, ୨୭ା୪- ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା ଶୁକ୍ରବାର ୨୮ ଦିନରେ ପହଞ୍ଚିଛି। ଆଉ ୩ ଦିନ ପରେ ମା’ଙ୍କ ବାହୁଡାଣୀ ପର୍ବ ଅନୁଷ୍ଠିତ ହେବ। ଅର୍ଥାତ୍‌ ମା’ ବାପଘରୁ  ନିଜସ୍ବ ମନ୍ଦିରକୁ ବାହୁଡିବେ। ତେଣୁ ମା’ଙ୍କ…

ଜଣକୁ ହେଲେ ୧୦ ଜଣଙ୍କୁ ସଂକ୍ରମିତ ଆଶଙ୍କା

ଫୁଲବାଣୀ ଅଫିସ,୨୭ା୪- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସମୀର କୁମାର ଦାସ ଯୋଗଦେଇ ମ୍ୟାଲେରିଆ ଅଞ୍ଚଳରେ ସ୍ବତନ୍ତ୍ର ଦୃଷ୍ଟି ଦେବା ଉପରେ ଗୁରୁତ୍ୱାରୋପ କରି…

ନିର୍ବାଚନ ପାଇଁ ସିଆରପିଏଫ୍‌ର ଫ୍ଲାଗମାର୍ଚ୍ଚ

ବାଲେଶ୍ୱର/ଜଳେଶ୍ୱର, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ସହରରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସିଆର୍‌ପିଏଫ୍‌ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଥିଲା। ଜିଲାରେ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନକୁ ଅବାଧ, ଭୟମୁକ୍ତ ଓ ଶାନ୍ତିପୂର୍ଣ୍ଣ ଭାବେ…

ପରିବର୍ତ୍ତନ ସଂକଳ୍ପ ସମାବେଶରେ ରାହୁଲ: ‘ଚୋରଙ୍କୁ ଖସାଇଛନ୍ତି ନିଜେ ଚୌକିଦାର’

ବାଲେଶ୍ୱର ଅଫିସ/ରେମୁଣା, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ନରହରିପୁର ପଡ଼ିଆରେ ଶୁକ୍ରବାର ଅପରାହ୍ନରେ ଆୟୋଜିତ ପରିବର୍ତ୍ତନ ସଂକଳ୍ପ ସମାବେଶରେ ଯୋଗଦେଇ ଜାତୀୟ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କେନ୍ଦ୍ରର ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।  ସେ କହିଥିଲେ, ବର୍ତ୍ତମାନ…

ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ଭାଜପା କ୍ଷମତାକୁ ଆସିଲେ ଖଣି, ଚିଟ୍‌ଫଣ୍ଡ ଚୋର ଜେଲ୍‌ ଯିବେ

ଭଦ୍ରକ ଅଫିସ/ପଦ୍ମପୁର/ତିହିଡି, ୨୭।୪ (ଡି.ଏନ.ଏ.) – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଜିଲା ଗସ୍ତରେ ଆସି ଦଳୀୟ ବିଧାୟକ ପ୍ରାର୍ଥୀ ମନମୋହନ ସାମଲ, ମାଧବାନନ୍ଦ ମଲ୍ଲିକ, ବିଷ୍ଣୁ ସେଠୀ ଓ ଡା. ପ୍ରଦୀପ ନାୟକଙ୍କ ସମେତ ଭଦ୍ରକ ଲୋକ ସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri