ଆମ ଜିଲା ଖବର

ଧୂଷୁରୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ: ‘ସରକାର ପରିବର୍ତ୍ତନ ନିଶ୍ଚିତ’

ଧାମନଗର, ୨୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ଧୂଷୁରୀ ବାସନ୍ତୀ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍‌ ଓରାମ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟରେ ଅପାରଗ ନବୀନ…

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୧୫ ହଜାର ଟଙ୍କା ସହ ମୋବାଇଲ ଛଡ଼ାଇନେଲେ ଲୁଟେରା

କେନ୍ଦୁଝର,୨୬ା୪(ସ୍ବ.ପ୍ର.):କେନ୍ଦୁଝର ମାଇନିଂଛକଠାରୁ ଡିମ୍ବୋ ରାସ୍ତା ମଧ୍ୟରେ ଥିବା ସାଇମନ୍ଦିର ନିକଟରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ଦେଖାଇ ୧୫ହଜାର ଟଙ୍କା ସହ ମୋବାଇଲ ଲୁଟି ନେଇ ପଳାଇଲେ  ଲୁଟେରା। ଖବର ଅନୁଯାୟୀ, ଗୁରୁବାର ରାତିରେ ଡିମ୍ବୋ ଗ୍ରାମର ଦିଲୀପ କୁମାର…

ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ଦୁର୍ବୃତ୍ତ

ପାଟଣା,୨୬ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ସଁରାପଶି  ଗ୍ରାମରେ  ବନ୍ଦ ପଡ଼ିଥିବା ଏକ ଆବାସିକ ଶିଶୁମନ୍ଦିର ପ୍ରକୋଷ୍ଠରୁ ଶୁକ୍ରବାର ସକାଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ  ଜଣେ ଯୁବକଙ୍କୁ ଘର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଯୁବକ…

ଚିନ୍ତା ବଢ଼ାଇଛି ପରବ ନାଁରେ ପଶୁ ଶିକାର:ଚଳିତ ବର୍ଷ ୧ ହଜାର ପଶୁ ହତ୍ୟା ସାଙ୍ଗକୁ ପୋଡ଼ାଯାଇଛି ଜଙ୍ଗଲ

ଜୟପୁର,୨୬।୪(ନି.ପ୍ର.)- ଚଇତି ପର୍ବ ପାଳନ ବେଳେ କୋରାପୁଟ ଜିଲାର ବିଭିନ୍ନ ଜଙ୍ଗଲରେ ଅବାଧ ପଶୁ ଶିକାର କରାଯାଉଛ। ଏହାଦ୍ୱାରା ବିଭିନ୍ନ ବିରଳ ବନ୍ୟଜନ୍ତୁଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଆଦିବାସୀଙ୍କ ମୁଖ୍ୟ ପରବ ହେଉଛି ଚଇତି। ପରମ୍ପରା ଅନୁଯାୟୀ, ଏହି ପର୍ବ…

କଣିହାଁରେ ଅମାନବୀୟ ଦୃଶ୍ୟ: ବସ୍ତା ପରି ବାଇକ୍‌ରେ ଜ୍ୱାଇଁଙ୍କୁ ବାନ୍ଧିନେଲେ

କଣିହାଁ, ୨୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ଜ୍ୱାଇଁଙ୍କୁ ଶ୍ୱଶୁର ଘର ଲୋକେ ମାଡ଼ ମାରି ଏକ ବାଇକ ପଛରେ ବସ୍ତା ପରି ବାନ୍ଧି ନେଉଥିବାର ଭିଡିଓ ସୋସିଆଲ…

ସକାଳୁଆ କାର୍ଯ୍ୟାଳୟ, ଚୌକି ଖାଲି

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ସରକାର ସକାଳୁଆ କରିଛନ୍ତି। ବିଭିନ୍ନ କାର୍ଯ୍ୟ ପାଇଁ ଆସୁଥିବା ହିତାଧିକାରୀମାନେ ଯେପରି ତାତିରୁ ରକ୍ଷା ପାଇବା ସହ ସୁବିଧାରେ କାମ ହାସଲ କରି ଫେରିପାରିବେ ସେଥିପାଇଁ ସରକାର ଏପରି…

ହିଙ୍ଗୁଳା ଲୋକ ମହୋତ୍ସବର ୭ମ ସନ୍ଧ୍ୟା: ଗୋଟିପୁଅ ନୃତ୍ୟରେ ଝୁମିଲେ ଦର୍ଶକ

ତାଳଚେର,୨୬।୪(ନି.ପ୍ର)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ  ଚାଲିଥିବା ୧୭ତମ ଲୋକମହୋତ୍ସବର ୭ମ ସା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ତାଳଚେର ଆରକ୍ଷୀ ଅଧୀକ୍ଷକ ସନ୍ତୋଷ କୁମାର ମିଶ୍ର, ସମ୍ମାନିତ ଅତିଥି ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ହେମନ୍ତ କୁମାର ପଣ୍ଡା,…

କଡା ସୁରକ୍ଷା ବଳୟରେ ଭୋଟିଂ ମେଶିନ

ଆଠମଲ୍ଲିକ,୨୬।୩(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ତେବେ ପ୍ରଶାସନ ତଥା ରିଟର୍ନିଂ ଅଫିସରଙ୍କ  ତତ୍ତ୍ୱାବଧାନରେ ସ୍ଥାନୀୟ ମହାବିଦ୍ୟାଳୟ ପରିସର ଷ୍ଟ୍ରଙ୍ଗ୍‌ ରୁମରେ ଇଭିଏମ ଓ ଭିଭିପିଏଟି ମେଶିନକୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି।…

ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ: ଦୁଇ ଜୀବନ ଗଲା ପରେ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ଅନୁଗୋଳ ଅଫିସ, ୨୬।୪-  ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ। ହଠାତ୍‌ ଏଭଳି ମାରାତ୍ମକ ରୋଗ ଆସିବା ଓ ଦୁଇ ଜଣଙ୍କ ଜୀବନ ନେବା ପରେ ସହରବାସୀ ଛାନିଆ ହୋଇପଡ଼ିଛନ୍ତି। ତେବେ ଅନୁଗୋଳରେ ଏପରି ରୋଗ ସମ୍ପର୍କରେ ମେଡିକାଲ–କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି ସ୍ପଷ୍ଟ…

ନାଲ୍‌କୋ ସ୍କୁଲରେ ପାତରଅନ୍ତର ଅଭିଯୋଗ: କ୍ଷତିଗ୍ରସ୍ତଙ୍କ ପିଲାଙ୍କୁ ଅଣଦେଖା

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି ହରାଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ନାଲ୍‌କୋ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲେ ବି ଆହୁରି ଅନେକ…

ବିଜୁଳି କାଟ୍‌କୁ ନେଇ ମୂଲ୍ୟାୟନ କେନ୍ଦ୍ରରେ ଅସନ୍ତୋଷ: ତାତିଲେ ଅଧ୍ୟାପିକା, ଅଧ୍ୟାପକ

ଅନୁଗୋଳ ଅଫିସ, ୨୬।୪- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ଖାତା ମୂଲ୍ୟାୟନ ହେଉଛି। ପ୍ରଥମ ପର୍ଯ୍ୟାୟ ୮ ତାରିଖରୁ ଆରମ୍ଭ ହୋଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଗୁରୁବାର ଠାରୁ ଆରମ୍ଭ ହୋଇଛି। ତେବେ କେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥା…

ଛତ୍ରପୁର ହସ୍ପିଟାଲରେ ରାଜ୍ୟସ୍ତରୀୟ ସ୍ବାସ୍ଥ୍ୟ ମନିଟରିଂ ଟିମ୍‌

ଛତ୍ରପୁର,୨୬ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ହେଡକ୍ୱାର୍ଟରରେ ଥିବା ଛତ୍ରପୁର ହସ୍ପିଟାଲକୁ ୨୦୧୮-୧୯ରେ କାୟାକଳ୍ପ ପ୍ରଶଂସନୀୟ ପୁରସ୍କାର ମିଳିଥିଲା। ଏହି ପୁରସ୍କାର ପରେ ଭାରତ ସରକାରଙ୍କଠାରୁ ନ୍ୟାଶନାଲ କ୍ୱାଲିଟି ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡସ (ଏନ୍‌କ୍ୟୁଏସ) ପ୍ରମାଣପତ୍ର ହାସଲ ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷ ଉଦ୍ୟମ ଜାରି ରଖିଛନ୍ତି। …

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri