ଆମ ଜିଲା ଖବର

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସୂଚନାନୁଯାୟୀ, ପାଲିଆ ଆଶ୍ରମ ବିଦ୍ୟାଳୟରେ ଗତ ଗୁରୁବାର ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର ପାଇଁ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶନିବାର ସମ୍ବଲପୁର ଜିଲା ପ୍ରଶାସନ ଓ…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବ ରାଜମିସ୍ତ୍ରୀଙ୍କ ମୃତ୍ୟୁ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମହିଳା ସୁପରଭାଇଜର ନିୟମିତ କ୍ଷେତ୍ର ପରିଦର୍ଶନ କରୁ ନ ଥିବା ଏବଂ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ମହାବିଦ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ନଂ. ୩୭୩,…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି। ଶୁକ୍ରବାର ନାମାଙ୍କନ ପତ୍ର ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହାପରେ…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ ଦର୍ଶନ ପାଇଁ ସକାଳୁ ସମଲେଶ୍ଵରୀ ମନ୍ଦିରରେ ଭକ୍ତଙ୍କ ନାହିଁ ନ ଥିବା ଭିଡ଼…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ ସାମୂହିକ ଛୁଟିରେ ରହି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ସୂଚନା…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି।ମାମଲା ନଂ.୪୨୫/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି।ଏନେଇ ଶୁକ୍ରବାର ଦିଗପହଣ୍ଡି ଥାନାରେ ଏତଲା ହେବା ପରେ…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଙ୍ଗନୱାଡ଼ି ସୁପର ଭାଇଜର ଉମାରାଣୀ ବେହେରା ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?