ଆମ ଜିଲା ଖବର

ଆଜି ଆସିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ୍‌ ଓରାମ

ଭଦ୍ରକ ଅଫିସ, ୨୬।୪ – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ ଭଦ୍ରକ ଜିଲା ଗସ୍ତ କରିବେ। ସେମାନଙ୍କ ସହ ଭାଜପାର ବହୁ ହେଭିୱେଟ୍‌ ନେତା, ସିନେତାରକାଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବା ଭାଜପା ପକ୍ଷରୁ ଖବରଦାତା ସମ୍ମିଳନୀ ମାଧ୍ୟମରେ…

ଯକ୍ଷ୍ମାରୁଗୀ ଘଇସାନ ପାଏଲେ ସରକାରୀ ସାହାଯ୍‌

ବିନିକା,୨୬ା୪ (ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁର ଘଇସାନ ସୁନା(୬୯)। ସେ ଗଲା ୬ ମାସ ହେଲା ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ଥିଲେ। ହେଲେ ତାହାକୁ କେହେନ୍‌ସି ପରକାର ସରକାରୀ ଚିକିସତ୍ା ସାହାଯ୍‌ ନାଇଁ ମିଲୁଥିବାର ପରିବାର ଲୋକ୍‌…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ୩ ଅଭିଯୁକ୍ତ ଫେରାର୍‌

ସୁନ୍ଦରଗଡ଼/ବାଲିଶଙ୍କରା, ୨୬।୪(ଡି.ଏନ୍‌.ଏ)-ସୁନ୍ଦରଗଡ଼ ଜିଲା ତଳସରା ଥାନା ବନଡେଗା ଫାଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଗୁରୁବାର ଏନେଇ ବନଡ଼େଗା ଫାଣ୍ଡିରେ ଅଭିଯୋଗ ହୋଇଛି। ଏତଲା ପରେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।…

ଶିକ୍ଷକ କର୍ମଶାଳା ଉଦ୍‌ଯାପିତ

ସବ୍‌ଡ଼େଗା, ୨୬।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଜଣେ ଲେଖାଏଁ ସହକାରୀ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନେଇ ଏକ ଦିବସୀୟ କର୍ମଶାଳା ଆୟୋଜିତ ହୋଇଥିଲା। ସବ୍‌ଡେଗା ବ୍ଲକ ଶିକ୍ଷା…

ସତା ହରଉଛେ ତିରଶୁଲ ବଁଧ୍‌

ବେଲପଡା, ୨୬ା୪(ଡି.ଏନ.ଏ.):  ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ସଦର ଗାଁ ବେଲପଡ଼ାରେ ରହିଛେ ପୁରାତନ ତିରଶୁଲ ବଁଧ୍‌। ୪୨ ନମ୍ବର ରାଜ୍ୟ ରାଜପଥ ତରାରେ ୬ ଏକର ଜାଗାରେ ଥିବାର ଇ ବଁଧ୍‌ ଏହେଦେ ଦେଖ୍‌ଭାଲ ଅଭାବୁ ତାର ସତା ହରାବାକେ…

ସୁଖ୍‌ ଶିଆଁତି ଛଡ଼େଇ ନେଲା ଇନ୍ଦ୍ରାବତୀ ପ୍ରକଳ୍ପ: ମଉଲିକ୍‌ ସୁବିଧାରୁ ବଁଚିତ୍‌ ଘୁଟୃଖାଲବାସୀ

ଭବାନୀପାଟଣା, ୨୬ା୪ (ଡିଏନଏ):  ଇନ୍ଦ୍ରାବତୀ ପ୍ରକଳ୍ପ ତିଆର ହେବା, ଆସର ପାସର ହାଁଗଁଡ଼ାର ଲୋକ୍‌ ସବୁ ପରକାର ମଉଲିକ ସୁବିଧା ସୁଯୋଗ ପାଏବେ। ପିଲାମାନେ  ପାଠ୍‌ ପଢ଼ବାର ସୁବିଧା ପାଏବାର ସଂଗେ ଭେଁଡ଼ିଆମାନେ ରୁଜଗାର ପାଏବେ। ଅଂଚଲର ବିକାଶ ହେବା। ଏନ୍‌ତା…

ଆବାସ ଯୋଜନାର ବିଲ ଲାଗି ହିତାଧିକାରୀ ହଟହଟା

ସମ୍ବଲପୁର,୨୬।୪ (ବ୍ୟୁରୋ):  ସମ୍ବଲପୁର ମହାନଗର ନିଗମର ଭିନେ ଭିନେ ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନେ ଘର ତିଆରି କରୁଛନ୍‌। ହେଲେ ପାଖାପାଖି ମାସେ ହେଲା ମହାନଗର ନିଗମ ତରଫୁ ବିଲ ଟଁକା ନାଇଁ ଦିଆଯାଉଥିବାର ଅଭିଯୋଗ ହେଉଛେ। କେତେ ଲୋକ୍‌…

ସାମୂହିକ ଉଦ୍ୟମ ଦ୍ୱାରା ମ୍ୟାଲେରିଆ ମୂଳୋତ୍ପାଟନ ସମ୍ଭବ

ସୋନପୁର,୨୬।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶରତ ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଜିଲାପାଳ ମଧୁସୂଦନ ମିଶ୍ର…

ଲାଠୋରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟବନା: ପକାଘର ପାଏବାରୁ ବଁଚିତ ଗରିବ ପରିବାର

ଲାଠୋର, ୨୬ା୪ (ଡି.ଏନ.ଏ):  ସରକାରୀ ନିୟମ ଅନ୍‌ସାରେ ଏସ୍‌ଇସିସି ତାଲିକାରେ ଯେନ୍‌ମାନକର ନଁା ଥିବା ଆର ଘରଦୁଆର ନାଇଁଥିବା ସେମାନକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ପକା ଘର ଯୁଗେଇ ଦେବାର ବେବସ୍‌ତା ରହିଛେ। ଭାରତ ସରକାରକଁର ଗ୍ରାମ୍ୟ ବିକାଶ…

୨ଟି ବୁଥ୍‌ରେ ସାନି ମତଦାନ

ସୁନ୍ଦରଗଡ଼,୨୫ା୪(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲାର ୨ଟି ବୁଥ୍‌ରେ ଇଭିଏମ୍‌ରେ ତୃଟି ଯୋଗୁ ମତଦାନ ବାତିଲ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ଏହି ୨ଟି ବୁଥ୍‌ରେ ସାନି ମତଦାନ ହେଉଛି। ସୁନ୍ଦରଗଡ଼ ରଙ୍ଗାଢିପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୨୧୩…

ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ହିସାବନିକାଶ ଚାଲିଛି। ଚଳିତଥର ଏହି ନିର୍ବାଚନମଣ୍ଡଳୀରେ…

ବାଇକକୁ ଧକ୍କାଦେଲା ଟ୍ରକ

ଆନନ୍ଦପୁର/କୋଳିମାଟି,୨୫ା୪(ଡି.ଏନ୍‌.ଏ.): ମହୁଲଡିହା ଥାନା ଅଧୀନ ଗୋଡ଼ଭଙ୍ଗା ଘାଟି ଉପରେ ଟ୍ରକ ଧକ୍କା ଦେବାରୁ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଅଗ୍ନିଶମ କର୍ମଚାରୀ ଦାରା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ପରେ କଟକ ସ୍ଥାନାନ୍ତର କରାଯାଇଛି। ଗୁରୁତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri