ଶହୀଦ ଦିବସରେ ସଜେଇ ହେଉଛି ରକ୍ତତୀର୍ଥ: ଫିକା ପଡ଼ିଛି ବଳିଦାନର ସ୍ମୃତି
ଖଇରା, ୨୮।୯(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକର ରକ୍ତତୀର୍ଥ ତୁଡ଼ିଗଡ଼ିଆ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପାଇଥିଲେ ବି ଅବହେଳିତ ଅବସ୍ଥାରେ ରହିଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଭିତ୍ତିଭୂମିର ବିକାଶ କରାଯାଉନାହିଁ। ଶହୀଦ ମାର୍ଗ ଭାବେ ପରିଚିତ ତୁଡ଼ିଗଡ଼ିଆ-ଖଇରାଡ଼ିହି ରାସ୍ତା ଅସମ୍ପୂର୍ଣ୍ଣ…
ରାସ୍ତାରେ ଧାନତଳି ରୋଇଲେ ଗ୍ରାମବାସୀ
ବାହାନଗା, ୨୮ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ତଳକରଞ୍ଜାବିନ୍ଧା ଗ୍ରାମର ୨ ନମ୍ବର ୱାର୍ଡର ମୁଖ୍ୟ ରାସ୍ତାରେ ଏବେ ବର୍ଷା ପାଣି ଲହଡି ଖେଳୁଛି। ଏହା ନିଷ୍କାସନ ହୋଇପାରୁ ନ ଥିବାରୁ ଗ୍ରାମବାସୀ ଶୁକ୍ରବାର ରାସ୍ତାରେ ଧାନଗଛ ରୋଇ ପ୍ରତିବାଦ…
ବିଦ୍ୟାଳୟ ପରିସରରେ ପାଣି: ଗେଟରେ ତାଲା ପକାଇଲେ ଅଭିଭାବକ
ସୋର, ୨୮ା୯(ଡି.ଏନ୍.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ବର୍ଷା ଜଳରେ ଉବୁଟୁବୁ ହେଉଛି। ନର୍ଦ୍ଦମା ପାଣି ଶ୍ରେଣୀଗୃହକୁ ପଶିବା ସହ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟ ଗେଟ୍ ସାମ୍ନାରେ ଏକ…
ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର କରିବା ସହ ସଙ୍କଳ୍ପବଦ୍ଧ ହୋଇ କାମ କରିବାକୁ ରାଜ୍ୟ ଜଳ ସମ୍ପଦ, ସୂଚନା ଓ…
ରସାସିଂହରେ ଜ୍ୱର ଆତଙ୍କ:୪ ଡେଙ୍ଗୁ, ୬ ଚିକୁନଗୁନିଆ ରୋଗୀ ଚିହ୍ନଟ
ଢେଙ୍କାନାଳ ଅଫିସ, ୨୮।୯ ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ରସାସିଂହ ଗ୍ରାମରେ ସଂକ୍ରାମକ ଜ୍ୱର ଆତଙ୍କ ଦେଖାଦେଇଛି। ଶୁକ୍ରବାର ରକ୍ତ ନମୁନା ପରୀକ୍ଷା କରାଯିବା ପରେ ୪ ଡେଙ୍ଗୁ ଏବଂ ୬ ଜଣ ଚିକୁନ୍ଗୁନିଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ…
କୁମୁସୀ ସରପଞ୍ଚ ନିଲମ୍ବିତ
ପରଜଙ୍ଗ, ୨୮।୯(ଡି.ଏନ.ଏ.) ପଦବୀର ଅପବ୍ୟବହାର ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତର ସରପଞ୍ଚ ସାଗରିକା ଦେହୁରୀ। ଜିଲାପାଳଙ୍କ ଅର୍ଡର ନଂ. ୭୮୦ ଏବଂ ତା.୨୬.୯.୧୯ରିଖରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ତାଙ୍କ ସ୍ଥାନରେ ନାଏବ ସରପଞ୍ଚ…
ଢେଙ୍କାନାଳରେ ଜଳସମ୍ପଦ ମନ୍ତ୍ରୀ:ଅଧିକ ଜମିକୁ ଜଳ ସେଚନ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ, ୨୮।୯ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଢେଙ୍କାନାଳ ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସ୍ରେ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାରେ ଅଧିକ ଚାଷ ଜମିକୁ ଜଳସେଚନ କରିବାକୁ ମନ୍ତ୍ରୀ ବିଭାଗୀୟ…
ଜିଲା ମୁଖ୍ୟ ଚିକିତ୍ସାଳୟ, ଆରଟିଓରେ ଚଢ଼ାଉ:୭ ଜଣଙ୍କୁ ଗିରଫ କଲା ପୋଲିିସ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଆରଟିଓ କାର୍ଯ୍ୟାଳୟରେ ଦଲାଲି ଅଭିଯୋଗରେ ଶୁକ୍ରବାର ୭ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ୪ ଜଣଙ୍କୁ ଗିରଫ କରାଯାଇ ନଂ. ୭୬୨/୧୯ରେ କୋର୍ଟଚାଲାଣ କରାଯାଇଛି।…
ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା
ନୂଆପଡା ଅଫିସ,୨୮ା୯ ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ସଦର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇଥିବା ପ୍ରତିଯୋଗିତାକୁ ବ୍ଲକ ଶିକ୍ଷାଧିକାରୀ ଡ. ରେଶମଲାଲ ନାଏକ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ…
ଜିଲାସ୍ତରୀୟ ରାଷ୍ଟ୍ରିୟ ପୋଷଣ ମାସ:ଘର ତିଆରି ପୋଷକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ
ନୂଆପଡା ଅଫିସ,୨୮ା୯ ଘର ତିଆରି ଖାଦ୍ୟରେ ହିଁ ଉପଯୁକ୍ତ ପୋଷକ ତତ୍ୱ ରହିଥାଏ । ଆବହମାନ କାଳରୁ ଆମେ ଘରେ ମା’ ତିଆରି କରୁଥିବା ଖାଦ୍ୟରେ ଢେର ପୋଷକ ପାଉଥିଲୁ । ହେଲେ ଆମେ ସଭ୍ୟ ସମାଜ ଆଡକୁ ଯେତେ ଯାଉଛୁ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଦ୍ୱାଦଶତମ ଦିବସ:ଆଇଆରବି ନାଇଥ୍ ବାଟାଲିୟନ୍ ବିଜୟୀ
ଭବାନୀପାଟଣା,୨୮।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଶୁକ୍ରବାର ୧୩ ତମ ମ୍ୟାଚ୍ରେ ଗୁଡମର୍ନିଂ କ୍ଲବ ବନାମ ଆଇଆରବି ନାଇଥ୍ ବାଟାଲିୟନ୍ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଆଇଆରବି ନାଇଥ୍…
ଲେବର ବଜେଟ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
କର୍ଲାମୁଣ୍ଡା,୨୮।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧି ସେବାକେନ୍ଦ୍ରଠାରେ ଏମ୍ଜିଏନ୍ଆରଇଜିଏସ୍ର ସଫଳତା ପାଇଁ ପ୍ଲାନିଙ୍ଗ କମିଟି ସଭ୍ୟାସଭ୍ୟମାନଙ୍କୁ ନେଇ ଗୁରୁବାରଠାରୁ ଚାଲିଥିବା ଲେବର ବଜେଟ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଦ୍ୱିତୀୟ ଦିବସରରେ ତାଲିମାଥିୀମାନଙ୍କୁ ନେଇ କ୍ଷେତ୍ର ପରିଦର୍ଶନ…

