ଆମ ଜିଲା ଖବର

ନୂଆପଡାକୁ ଦୁର୍ଘଟଣାମୁକ୍ତ ସହର କରାଯିବ: ସଚେତନତା ପାଇଁ ବାହାରିଲା ପୋଲିସ

ନୂଆପଡା ଅଫିସ,୬ା୯-ରାଜ୍ୟର ଉପାନ୍ତ ତଥା ପଡୋଶୀ ଛତିଶଗଡ ସୀମାନ୍ତବର୍ତ୍ତୀ ନୂଆପଡା ଜିଲାରେ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ବହୁ ମୂଲ୍ୟବାନ ଜୀବନ ହାନି ଘଟୁଛି । ଅନ୍ୟପକ୍ଷେ ଭାରତ ସରକାର ନୂତନ ଭାବେ ସଂଶୋଧିତ ମୋଟର ଯାନ ଚଳାଚଳ ଅଧିନିୟମକୁ କାର୍ଯ୍ୟକାରୀ…

ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ

ଭବାନୀପାଟଣା,୬।୯(ଡି.ଏନ.ଏ.)-ଭବାନୀପାଟନା ପୌରପାଳିକା ବିଜୁ ଯୁବବାହିନୀ ତରଫରୁ ଗୁରୁବାର ଗୁରୁଦିବସଠାରୁ ସବୁଜବନାନୀ ଚାରାରୋପଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଗୁରୁବାର ସ୍ଥାନୀୟ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ମଝିପଡାଠାରେ ବିଜୁ ଯୁବବାହିନୀ, ସ୍ବଚ୍ଛାସେବୀ, ସ୍କୁଲ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ବିଦ୍ୟାଳୟ ପରିସରରେ ୨୦୦ରୁ ଊର୍ଦ୍ଧ୍ୱ ଚାରା…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟାକାରୀଙ୍କୁ ଗିରଫ ଦାବିରେ ୩ ଘଣ୍ଟା ରାସ୍ତାରୋକୋ

ନୂଆପଡା ଅଫିସ/ତରବୋଡ/କୋମନା,୬।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ତରବୋଡ ଫାଣ୍ଡି ସଦର ଗାଁ ବଜାର ମଧ୍ୟରେ ଏକ କୁଡିଆ ଘରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଜନ୍ମେଜୟ ମାଝି (୨୨)। ଯୋଜନାବଦ୍ଧ ଭାବେ ଜନ୍ମେଜୟଙ୍କୁ…

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣି

କୋକସରା,୬।୯(ଡି.ଏନ.ଏ.)-ନୂଅଁାଖାଇ ପରେ ଅଞ୍ଚଳରେ ଖୁସିର ବାତାବରଣ ଲାଗି ରହିଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହୋଇଛି। ଏହାର ପ୍ରଭବାରେ କୋକସରା ବ୍ଲକରେ ଅନେକଙ୍କ ଘର ଭାଙ୍ଗିବା ସହିତ ଘରେ ପାଣି ପଶିଥିବା…

ମୁଖ୍ୟମନ୍ତ୍ରୀ ଦେଲେ ନିରଦେଶ: ଉପ୍‌କାର ପାଏଲେ ୪ ଅସାହା ଲୋକ୍‌

ଲାଠୋର, ୬ା୯ (ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲାପାଲକୁଁ ଟୁଇଟର ଜରିଆରେ ୪ ଝନ୍‌ ଅସାହା ଲୁକ୍‌କୁ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ ଦେବାକେ ନିରଦେଶ ଦେଇଥିବାର ଜନାଯାଇଛେ। ମୁଖ୍ୟମନ୍ତ୍ରୀକଁର ନିରଦେଶ ଅନ୍‌ସାରେ ବଲାଙ୍ଗୀର ଜିଲାପାଲ ଇ ୪…

ସଫଳ ଶିକ୍ଷକ ଭିତରେ ଛାତ୍ରର ପ୍ରତ୍ୟାଶା ରହିଥାଏ

ବଲାଙ୍ଗୀର ଅଫିସ, ୬ା୯ – ବଲାଙ୍ଗୀର ରୋଟାରୀ କ୍ଳବ ଅଫ୍‌ ଇଲିଟ୍‌ ପକ୍ଷରୁ ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ସଭାକକ୍ଷରେ ଗୁରୁଦିବସ ପାଳନ କରାଯାଇଛି ା କ୍ଳବ ପକ୍ଷରୁ ସରକାରୀ ସ୍କୁଲର ଛାତ୍ରୀମାନଙ୍କ ପାଇଁ ଚାଲିଥିବା ଅଭିନବ ଶିକ୍ଷା…

ଲଘୁଚାପ ବରଷା ପରଭାବ: ବାସହରା ହେଲେ ଅନେକ ଗରିବ୍‌ଦୁଖି

ଗଣ୍ଡତୁରୁମ, ୬।୯ (ଡି.ଏନ୍‌.ଏ.): ଗଲା ମଙ୍ଗଲବାରନୁ ଲାଗି ରହିଥିବାର ଲଘୁଚାପ ବରଷାରେ ବରଗଡ଼ ଜିଲା ଭେଡ଼େନ ବ୍ଲକରେ ଲୁକ୍‌କର ବହୁତ୍‌ କ୍ଷୟକ୍ଷତି ହେଇଛେ। ବରଷାରେ ଅନେକ ଗରିବ୍‌ ଖଟିଖିଆ ଲୁକ୍‌କର ମାଏଟ୍‌ କୁରିଆ, ଗୁହାଲମାନ୍‌ ଭାଂଗି ଯାଇଛେ। ଏନ୍‌ତାଥି ସେମାନକର ଧାନ୍‌,…

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ୩ ଦିନରେ ରିପୋର୍ଟ ଦେବ ନୂତନ କମିଟି

ଅନୁଗୋଳ ଅଫିସ, ୬।୯ – ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗଁାରେ ଇନ୍ଦିରା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବୁଧବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ମାୟାଧର ବେହେରା ଗୁରୁବାର ଏକ ୪…

ଟ୍ରକ୍‌ ଡ୍ରାଇଭରଙ୍କୁ ବି ହେଲ୍‌ମେଟ୍‌ ଜରିମାନା

ଖୋର୍ଦ୍ଧା ଅଫିସ,୬।୯: ବିନା ହେଲ୍‌ମେଟ୍‌ରେ ଟ୍ରକ୍‌ ଚଳାଉଥିବାରୁ ଖୋର୍ଦ୍ଧାରେ ଜଣେ ଡ୍ରାଇଭରଙ୍କ ଉପରେ ଜରିମାନା ହୋଇଛି। ଡ୍ରାଇଭର ଜଣକ ପଶ୍ଚିମବଙ୍ଗରୁ ଟ୍ରକ୍‌ରେ ଟମାଟୋ ଧରି ଆସିଥିଲେ। ୯ ନିୟମ ଉଲ୍ଲଂଘନ ବାବଦକୁ ମୋଟ ୩୫ ହଜାର ୫୦୦ ଟଙ୍କା ଜରିମାନା କରାଯାଇଛି।…

ଫାଇଲ ତଳେ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପ ଭାଗ୍ୟ: ନାହିଁ ଆନ୍ତରିକତା, ଆଗଉନି କାମ

ତାଳଚେର, ୬ା୯ (ନି.ପ୍ର.) – ଫାଇଲ ତଳେ ତାଳଚେର ସମଲ ବ୍ୟାରେଜଠାରେ ପ୍ରସ୍ତାବିତ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପର ଭାଗ୍ୟ। କାଗଜକଲମରେ ସରିଛି ବ୍ୟୟ ଅଟକଳ, ଆବଶ୍ୟକ ଜମି ଚିହ୍ନଟ। ହେଲେ ବାସ୍ତବରେ ଏହାର କାର୍ଯ୍ୟକାରିତାକୁ ନେଇ ପରିବେଶବିତ୍‌ଙ୍କ ସମେତ ଅଞ୍ଚଳବାସୀ…

ପୌରସଂସ୍ଥା ବାହାରେ କାର୍ଯ୍ୟାଳୟ କ୍ୟାଶବୁକ୍‌: ଆକାଉଣ୍ଟ ଜବତ କଲେ ପିଡି

ଅନୁଗୋଳ ଅଫିସ, ୬।୯-ଅନୁଗୋଳ ପୌରପାଳିକାରେ ନିୟୋଜିତ ହୋଇଥିବା ଜଣେ ଆକାଉଣ୍ଟାଣ୍ଟ ଗୁରୁବାର କାର୍ଯ୍ୟାଳୟର କ୍ୟାଶବୁକ୍‌କୁ ବାହାରକୁ ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୌରପାଳିକା ଅର୍ଥ ହେରଫେର ନେଇ ଉଦ୍ୟମ ଚାଲିଥିବା ଅଭିଯୋଗ ପାଇବା ପରେ ଘଟଣାରେ ତୁରନ୍ତ ପଦକ୍ଷେପ ନେଇଛନ୍ତି…

୧୧ ଦିନ ପରେ ନାଲ୍‌କୋ ବିଶ୍ୱକର୍ମା ପୂଜା: ଝଲସିବ ଆଲୁମିନିୟମ ନଗରୀ

ବଅଁରପାଳ, ୬।୯ (ଡି.ଏନ୍‌.ଏ) – ନାଲ୍‌କୋ ପ୍ରସିଦ୍ଧ ଗଣପର୍ବ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଆସନ୍ତା ୧୭ ତାରିଖ ଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମଗ୍ର ନାଲକୋ ନଗର ଏବେ ଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?