ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ
ବାରିପଦା ଅଫିସ,୨୫।୪- ମୟୂରଭଞ୍ଜ ଜିଲା ଅଧୀନ ଲୋକସଭା ଓ ୭ ଟି ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଉଭୟ ଭାଜପା ଓ…
ବଡ଼ସାହିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ଼ ଶୋ
ବଡ଼ସାହି/ବତନଟୀ, ୨୫ା୪(ସ୍ବ.ପ୍ର.)-ବଡ଼ସାହି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପ୍ରଚାର ପାଇଁ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବସ୍ ଯୋଗେ ରୋଡ଼ ଶୋରେ ମାରାଥନ ପ୍ରଚାର କରିଛନ୍ତି ା ମୁଖ୍ୟମନ୍ତ୍ରୀ ବସ ଉପରୁ ‘ଜୟ ଜଗନ୍ନାଥ’ କହି ଓଡ଼ିଶାର ବିକାଶ ପାଇଁ…
ଗର୍ଭବତୀ ଥିବା ଭିନ୍ନକ୍ଷମ ଝିଅକୁ ଘରୁ ତଡ଼ିଦେଲେ ପରିବାର: ଅଳିଆଗଦାରେ ଶିଶୁପୁତ୍ର ପ୍ରସବ
କୋରାପୁଟ,୨୪ା୪(ସ୍ବ.ପ୍ର.) ଗର୍ଭବତୀ ଥିବା ଜଣେ ମୂକ ବଧିର ମହିଳାଙ୍କ ପ୍ରସବ ବେଦନା ହେବା କ୍ଷଣି ପରିବାର ଲୋକେ ତାଙ୍କୁ ଘରୁ ତଡ଼ିଦେଲେ। ମହିଳା ଜଣକ ଘର ସାମ୍ନା ଅଳିଆଗଦାରେ ପଡ଼ିରହି ସନ୍ତାନ ଜନ୍ମ କଲେ। ଗାଁଲୋକେ ମଧ୍ୟ କିଛି ସହାୟତା କଲେନାହିଁ।…
ଯୁବତୀଙ୍କ ବେକ କାଟି ହତ୍ୟା ଉଦ୍ୟମ:ଗୁରୁତର ଅବସ୍ଥାରେ ମାଲକାନଗିରିରେ ଚିକିତ୍ସାଧୀନ
କାଲିମେଳା,୨୪ା୪(ଡି.ଏନ.ଏ.)-ମାଲକାନଗିରି ଜିଲା କାଲିମେଳା ବ୍ଲକ ମୋଟୁ ଥାନା ଅନ୍ତର୍ଗତ ଏମଭି-୮୨ ଗ୍ରାମରେ ଗତ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବତୀଙ୍କୁ କେତେକ ଦୁର୍ବୃତ୍ତ ହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ବେକ କାଟି ଦେଇଥିବା ଜଣାପଡିଛି। ଯୁବତୀ ଜଣକ ହେଉଛନ୍ତି ଏମଭି-୮୨ ଗ୍ରାମର…
ଚିତ୍ରକୋଣ୍ଡାରେ ବିଏସ୍ଏନ୍ଏଲ୍ ନେର୍ଟ୍ୱକ ଫେଲ୍
ଚିତ୍ରକୋଣ୍ଡା, ୨୪।୪(ଡି.ଏନ୍.ଏ.): ଡିଜିଟାଲ ଇଣ୍ଡିଆ ସେବା ମାଧ୍ୟମରେ ପ୍ରତ୍ୟେକ ଅଞ୍ଚଳକୁ ଅନ୍ତଃସଂଯୋଗ ପାଇଁ ହୋଇଥିବା ଯୋଜନା ଚିତ୍ରକୋଣ୍ଡାବାସୀଙ୍କ ପାଇଁ ସ୍ବପ୍ନ। ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ମାଓବାଦୀ ପ୍ରବଣ ଆଦିବାସୀ ବହୁଳ ମାଲକାନଗିରି ଜିଲା ଅଧୀନ ଚିତ୍ରକୋଣ୍ଡାରେ ବିଏସ୍ଏନ୍ଏଲ୍ ନେଟୱାର୍କ ଓ…
ବିକାଶଠାରୁ ଦୂରରେ ନୂଆଗୁଡ଼ା
କୋରୁକୋଣ୍ଡା, ୨୪।୪ (ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ କେନ୍ଦୁଗୁଡା ନିକଟସ୍ଥ ନୂଆଗୁଡା ଗ୍ରାମ ଏଯାଏ ଅବହେଳିତ ହୋଇ ରହିଛି। ୧୦ ପରିବାରର ୪୫ ଜଣ ରହୁଥିବା ଏହି ଗ୍ରାମରେ ବିକାଶ ଅପହଞ୍ଚ। ଗ୍ରାମବାସୀ ପାହାଡ ଉପରେ ଦୀର୍ଘ…
ପାଣି ପାଇଁ ଡହଳବିକଳ ବିଶୁଭଟ୍ଟାବାସୀ
କୁନ୍ଦୁରା,୨୪।୪(ଡି.ଏନ୍.ଏ.):କୁନ୍ଦୁରା ସଦରରୁ ୨୫ କିମି ଦୂର ଫୁଲଭଟ୍ଟା ପଞ୍ଚାୟତ ବିଶୁଭଟ୍ଟାରେ ୨ ମାସ ହେଲା ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଗତ ମାର୍ଚ୍ଚରୁ ଗ୍ରୀଷ୍ମ ପ୍ରକୋପ ଦେଖାଦେଇଛି। ଫୁଲଭଟ୍ଟା ପଞ୍ଚାୟତ ଅଧୀନରେ ଥିବା ବିସୁଭଟ୍ଟା, କାଉଁଝରନ୍, ଭଟ୍ଟାପାଣି, ପଡେରକୁଣ୍ଡ,…
କେନ୍ଦୁପତ୍ର ତୋଳାଳିଙ୍କ ପ୍ରାପ୍ୟ ଦେଉନାହାନ୍ତି କ୍ରୟକାରୀ ସଂସ୍ଥା: ଲାଇସେନ୍ସ ରଦ୍ଦ ପାଇଁ ଡିଏଫ୍ଓଙ୍କ ଚିଠି
ଜୟପୁର,୨୪।୪(ଡି.ଏନ୍.ଏ.) – ମାଲକାନଗିରି ଓ କୋରାପୁଟ ଜିଲାରେ ୨୦୧୮ରେ ତୋଳାଳିଙ୍କଠାରୁ କେନ୍ଦୁପତ୍ର କିଣିଛନ୍ତି ଘୋରଇ ସଂସ୍ଥା। କିନ୍ତୁ କିଛି ସଂସ୍ଥା ତୋଳାଳିଙ୍କୁ ପ୍ରାପ୍ୟ ଦେଇନାହାନ୍ତି। କେତେକ ଗ୍ରାମର କେନ୍ଦୁପତ୍ର ତୋଳାଳି ଏ ନେଇ ଡିଏଫ୍ଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାପରେ ଡିଏଫ୍ଓ…
ଟ୍ରାଫିକ୍ ନିୟନ୍ତ୍ରଣକୁ ଧ୍ୟାନ ଦେଉନି ପୋଲିସ
ବ୍ରହ୍ମପୁର ଅଫିସ,୨୪|୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଅବଧି ସରି ଆସୁଥିବା ବେଳେ ଲୋକମାନଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକମାନେ ମା’ଙ୍କ ଅସ୍ଥାୟୀ ପୀଠକୁ ଦର୍ଶନ ପାଇଁ ଆସୁଛନ୍ତି। ଏହା ସହିତ ଦକ୍ଷିଣ ଓଡ଼ିଶା, ପଡ଼ୋଶୀ ଆନ୍ଧ୍ରପ୍ରଦେଶ, ପୁରୀ ଓ…
ମାଓବାଦୀ ଅଞ୍ଚଳରୁ ଗାଡ଼ି ଆଣିଲେ ମାଲିକ
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୪ା୪ -କନ୍ଧମାଳ ଜିଲାରେ ନିର୍ବାଚନ ବେଳେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ଯୋଗୁ ସେସବୁ ଅଞ୍ଚଳରେ ନିୟୋଜିତ ଗାଡି ନିର୍ବାଚନ ପରେ ଆସିପାରି ନଥିଲା। କର୍ମଚାରୀଙ୍କୁ ଜଞ୍ଚଲ ରାସ୍ତାରେ ସୁରକ୍ଷାକର୍ମୀ ଆଣି ନିର୍ବାଚନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଏହାପରେ ପ୍ରଶାସନ ସେ ସବୁ…
ପୂର୍ବତନ ଆକାଉଣ୍ଟାଣ୍ଟଙ୍କୁ ୨ବର୍ଷ ଜେଲ
ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ…
ପୋଲିସ ପରିଚୟ ଦେଇ ଯୁବକଙ୍କୁ ଅପହରଣ ଅଭିଯୋଗ
ଗୋପାଳପୁର, ୨୪ା୪-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ଯୁବକ ଧାର ଟଙ୍କା ଫେରସ୍ତ ନ କରିବାରୁ ତାଙ୍କ ଭାଇଙ୍କୁ ପୋଲିସ ପରିଚୟ ଦେଇ ବନ୍ଧୁକ ଦେଖାଇ ଅପହରଣ କରି ନିସ୍ତୁକ ମାଡ଼ ମାରିଥିବା ଗୋଳନ୍ଥରା ଥାନାରେ ମଙ୍ଗଳବାର ରାତି ପ୍ରାୟ…
Archives


