ଆମ ଜିଲା ଖବର

ବୁଲା ଗୋରୁଙ୍କ ପାଇଁ ବଢୁଛି ଦୁର୍ଘଟଣା

ଉଦଳା,୬ା୯(ଡି.ଏନ୍‌.ଏ.)- ଦେଶ ତମାମ ଟ୍ରାଫିକ୍‌ ବ୍ୟବସ୍ଥା ଏବେ କଡାକଡି କରାଯାଇଛି। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ତଣ୍ଡ ଗଣୁଛନ୍ତି ଗାଡି ଚାଳକ। ମାତ୍ର ଉଦଳାରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇ ପଡିଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ରାସ୍ତାରେ ବୁଲା…

କିଡ୍‌ନୀ ରୋଗରେ ପୁଣି ଜଣଙ୍କ ଜୀବନଗଲା

କୁଆମରା,୬।୯(ଡି.ଏନ.ଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡକେଦା ଗ୍ରାମରେ କିଡ୍‌ନୀ ରୋଗରେ ପୁଣି ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଭଜମନ ସିଂ (୨୯) । ଆଦିବାସୀ ଅଧ୍ୟୁଷିତ ଏହି ଗ୍ରାମରେ ଜଣଙ୍କ…

ନୂଆ ସଡ଼କ ସୁରକ୍ଷା ନିୟମ ନେଇ ସଚେତନତା

ବାରିପଦା ଅଫିସ,୬ା୯-କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ମୋଟରଯାନ ନିୟମ ଲାଗୁ କରାଯିବା ପରେ ରାଜ୍ୟ ସରକାର ଏହାକୁ କଡ଼ାକଡ଼ି କରିଛନ୍ତି ା ଫଳରେ ବିନା ଲାଇସେନ୍ସ ଓ ହେଲମେଟରେ ଗାଡି ଚଳାଇବା ସହିତ ଅନ୍ୟାନ୍ୟ ନିୟମ ଉଲ୍ଲଂଘନ କରୁଥିବା ଚାଳକମାନଙ୍କୁ ମୋଟା…

ମୋଟର ଯାନ ନିୟମ ଅନୁପାଳନ: ସଚେତନତା ପାଇଁ ଛକରେ ଲାଗିବ ପୋଷ୍ଟର, ବ୍ୟାନର

ବାଲେଶ୍ୱର ଅଫିସ, ୬।୯- ବାଲେଶ୍ୱର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଗୁରୁବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ମୋଟର ଯାନ ନିୟମ ଅନୁପାଳନ ଉପରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗତ ସେପ୍ଟେମ୍ବର ୧ ତାରିଖରୁ ରାଜ୍ୟରେ ଲାଗୁ ହୋଇଥିବା…

ବିପଦରେ ଗୋସମ୍ପଦ

ରୂପ୍‌ସା, ୬।୯-ବାଲେଶ୍ୱର ଜିଲା ସଦର ବ୍ଲକରେ ଗୋସମ୍ପଦ ଏବେ ବିପଦରେ। ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀଧନ ନିରୀକ୍ଷକ କେନ୍ଦ୍ରରେ ଡାକ୍ତର, ନିରୀକ୍ଷକ ଓ ଆଟେଣ୍ଡାଣ୍ଟ ପଦବୀ ଫାଙ୍କା ପଡ଼ିଛି। ଫଳରେ ପ୍ରାଣୀ ଚିକିତ୍ସା ଓ ଟିକାକରଣ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି।…

ନୀଳଗିରିକୁ ଚାଲିବ ପାସେଞ୍ଜର ଟ୍ରେନ୍‌, ରେଳ ଅଧିକାରୀଙ୍କ ସର୍ଭେ ଆରମ୍ଭ

ସଜନାଗଡ଼, ୬।୯(ଡି.ଏନ.ଏ.)-ନୀଳଗିରିକୁ ପାସେଞ୍ଜର ଟ୍ରେନ୍‌ ଚଳାଚଳ ଲାଗି ବାରମ୍ବାର ଦାବି ହୋଇଆସୁଥିଲା। କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ପ୍ରଚେଷ୍ଟାରେ ନୀଳଗିରିକୁ ପାସେଞ୍ଜର ଟ୍ରେନ୍‌ ଚାଲିବା ନେଇ ସବୁଜ ସଂକେତ ମିଳିଛି। ଗୁରୁବାର ରେଳ…

କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲା ଏକାଦଶ ଶ୍ରେଣୀ

ନୟାଗଡ଼ ଅଫିସ,୬ା୯-ବହୁଦିନର ଦାବି ଓ ଆନ୍ଦୋଳନ ପରେ ଶେଷରେ ବୁଧବାର ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଚାଲିଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିଛି ା ଏହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିବା ବେଳେ ଗୁରୁବାର ଠାରୁ…

ଗଣେଶ ଭସାଣିକୁ ନେଇ ଗୋଷ୍ଠୀ କନ୍ଦଳ:ସବର୍ଣ୍ଣ, ଅସବର୍ଣ୍ଣଙ୍କ ମଧ୍ୟରେ ଗଣ୍ଡଗୋଳ

ନୂଆଗାଁ,୬ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପାରାଢିପି ଗ୍ରାମରେ ବୁଧବାର ଗଣେଶ ପୂଜା ଭସାଣି ବେଳେ ସବର୍ଣ୍ଣ ଓ ଅସବର୍ଣ୍ଣ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଖବର ପାଇ ନୂଆଗାଁ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ।…

ବ୍ଲକସ୍ତରୀୟ ଗୁରୁଦିବସ :‘ରାଷ୍ଟ୍ର ଗଠନରେ ଗୁରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବିଞ୍ଝାରପୁର,୬ା୯(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅରେଇସ୍ଥିତ ବରୁଣେଶ୍ୱର କଲ୍ୟାଣ ମଣ୍ଡପଠାରେ ଗୁରୁବାର ବ୍ଲକ ସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ବିଞ୍ଝାରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଶାସକ…

ଭତ୍ତା ଅପେକ୍ଷାରେ କୁନି

ଜେନାପୁର,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ରାଇଛନ୍ଦା ପଞ୍ଚାୟତ ଅଧୀନ ରାଇଛନ୍ଦା ଗ୍ରାମର କୁନ ପ୍ରଧାନ (୬୮) ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ବାରମ୍ବାର ସ୍ଥାନୀୟ ପଞ୍ଚୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ କର୍ଯ୍ୟାଳୟରେ ଅଭିଯୋଗ କରି ମଧ୍ୟ…

ଦ୍ୱିତୀୟ ଦିନରେ ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ:ରାଁସୋଳକୁ ପରାସ୍ତକରି ଫାଇନାଲରେ ଚିଙ୍ଗୁଡ଼ିପାଳ

କାଳିଆପାଣି,୬ା୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ ଖଣି…

କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ

ଧର୍ମଶାଳା,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ କଳ୍ପତରୁ ଦାସ ଷ୍ଟାଡିୟମ ପରିସରରେ କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ ହୋଇଯାଇଛି। ପ୍ରିୟନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?