ଆମ ଜିଲା ଖବର

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) – ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ଦଳୀୟ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ…

ଖରାଛୁଟିରେ ରୋଜଗାର

ବାଲେଶ୍ୱର ଅଫିସ, ୨୪।୪-ଏବେ ଚାଲିଛି ଖରାଛୁଟି। ଏହି ସମୟରେ ସାଧାରଣତଃ ପିଲାମାନେ ମଉଜମସ୍ତି କରିବାରେ ବ୍ୟସ୍ତ ରହିଥାନ୍ତି। ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ମିତ୍ରପୁର ଅଞ୍ଚଳରେ କେତେକ ପିଲା ରାସ୍ତାକଡରେ କୋଳି ବିକ୍ରି କରି ରୋଜଗାର କରୁଥିବା ଦେଖିବାକୁ ମିଳିଛି।…

ମିଳୁନି ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପ୍ରୋତ୍ସାହନ ରାଶି, ହିତାଧିକାରୀ ନିରାଶ

କୁଆଁରମୁଣ୍ଡା, ୨୪।୪(ଡି.ଏନ.ଏ.)-ଗ୍ରାମାଞ୍ଚଳର ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ଗରିବ ପରିବାରକୁ ଚିହ୍ନଟ କରାଯାଇ ସରକାରଙ୍କ ବିଭିନ୍ନ ଯୋଜନାରେ କଂକ୍ରିଟ ଛାତ ଘର ନିର୍ମାଣ ନିମନ୍ତେ ସରକାରୀ ସହାୟତା ପ୍ରଦାନ କରାଯାଉଛି। ପୁଣି ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ଯଦି ହିତାଧିକାରୀ…

ପୁସ୍ତକ ମଣିଷର ଅନ୍ତରଙ୍ଗ ବନ୍ଧୁ

ସୋନପୁର,୨୪।୪(ନି.ପ୍ର.)- ଦୁଃଖ ଓ ସୁଖ ସମୟରେ ପୁସ୍ତକ ସାଥି ହୋଇଥାଏ। ପୁସ୍ତକ ପଢିଲେ ଜ୍ଞାନ ବଢେ, ଆତ୍ମ ସନ୍ତୋଷ ମିଳେ। ଦୁଶ୍ଚିନ୍ତା ଦୂର ହୁଏ। ତେଣୁ ପୁସ୍ତକ ହିଁ ମଣିଷର ଅନ୍ତରଙ୍ଗ ବନ୍ଧୁ ବୋଲି ବିଶ୍ୱ ପୁସ୍ତକ ଦିବସ ଅବସରରେ ବହୁ…

କାମେ ନାଇଁ ଆଏବାର ସ୍ବଜଳଧାରା ପ୍ରକଳ୍ପ: ପାଏନ୍‌ ଲାଗି ଗୁଲଗୁଲା ଦେଣ୍ଡୁପଦରବାସୀ

ବିନିକା, ୨୪ା୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ର ଦେଣ୍ଡୁପଦର ଗାଁ। ୨ଟା ଓ୍ବାର୍ଡ ଥିବାର ଇ ଗଁାରେ ପାଖାପାଖି ୮ଶହ ଲୋକ୍‌ ବାସ୍‌ କରୁଛନ୍‌। ଗଁାରେ ଗଲା ୧୨ ବଛର ହେଲା ପିଇଲା ପାଏନ୍‌ ସମସିଆ ଲାଗିରହିଥିଲେ ବି…

ସିନାପାଲି ବ୍ଲକରେ ଆବାସ ଯୋଜନା ବାଟବନା

ନୂଆପଡା ଅଫିସ,୨୪ା୪- ସରକାର ସବୁ ଗରିବ୍‌ ପରିବାରକେ ପକାଘର ଆର ଜମି ପଟ୍ଟା ଦେବାର ବେବସ୍‌ତା କରୁଛନ୍‌। ହେଲେ ବହୁତ୍‌ ଜାଗାରେ ଇ ସବୁ ଯୋଜନା କାଗଜ କଲମରେ ସୀମିତ ହେଇ ରହିଯାଉଛେ। ଯେନ୍‌ଥିରଲାଗି ହକ୍‌ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ…

ବଡ଼ଭାଇ ଟାଙ୍ଗିଆ ଚୋଟରେ ସାନଭାଇ ଗୁରୁତର

ଝାରସୁଗୁଡା ଅଫିସ୍‌/ ଲଖନପୁର, ୨୪।୪(ଡି.ଏନ୍‌.ଏ)-ଝାରସୁଗୁଡା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଆର୍‌ଆର୍‌ କଲୋନୀରେ ମଙ୍ଗଳବାର ସକାଳ ସାଢେ ୭ଟାରେ ବଡ଼ଭାଇ ସୁଶିଲ ଧୁରୁଆଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ସୁରେଶ ଧୁରୁଆ(୩୫)ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ପ୍ରଥମେ ଝାରସୁଗୁଡା ଜିଲା ମୁଖ୍ୟଚିକିତ୍ସାଳୟରେ…

ଋତୁ ଶାଗ୍‌ କୁଲେରର ଚାହିଦା କାହିଁରେ କେତେ

ପଦ୍ମପୁର, ୨୪।୪ (ଡି.ଏନ.ଏ)-  ପଶ୍ଚିମ ଓଡ଼ିଶାର ଅନେକ ଜିଲା ଆଦିବାସୀ ବହୁଲ। ଇଠାନେ ଭିନେ ଭିନେ ସମିଆରେ ଅନେକ କିସମର ସାଗ୍‌, ଫଲମୂଲ, କଁଦା ଖାଏବାକେ ମିଲସି। ଯେନ୍‌ଥିର ସୁଆଦ୍‌ ବି ଭିନେ କିସମର। ଏନ୍‌ତା ଖରାଦିନେ ମିଲୁଥିବାର ଗୁଟେ ଶାଗ୍‌…

୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସରକାରୀ କଳର କେତେକ ନ୍ୟସ୍ତସ୍ବାର୍ଥ କର୍ମଚାରୀଙ୍କ ପାଇଁ ସରକାରଙ୍କ ଯୋଜନାରୁ ସୁଫଳ ପାଉନାହାନ୍ତି ଚାଷୀ।…

ଇଭିଏମ୍‌ରେ ସିଲ୍‌ ହେବ ୩୯ ପ୍ରାର୍ଥୀଙ୍କ ଭାଗ୍ୟ

ଢେଙ୍କାନାଳ ଅଫିସ, ୨୩।୪ସରିଛି ପ୍ରଚାର। ମଇଦାନରେ ଝାଳ ବୁହାଇଛନ୍ତି ନେତା। ଏବେ ଜନତା ଜନାର୍ଦ୍ଦନଙ୍କ ହାତରେ ସେମାନଙ୍କ ଭାଗ୍ୟ ଓ ଭବିଷ୍ୟତ। ମଙ୍ଗଳବାର ଅନୁଷ୍ଠିତ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଢେଙ୍କାନାଳ ଲୋକ ସଭା ସମେତ ଜିଲାର ୪ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା…

ବ୍ଲକିଂ କରି ଅଧରାତିରେ ଗାଡ଼ି ତଲାସି

ଅନୁଗୋଳ ଅଫିସ, ୨୩।୪ଭୋଟ୍‌ ପାଇଁ ଜିଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସୋମବାର ରାତିରେ ଅନୁଗୋଳ ସହର ସହ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଗାଡ଼ି ଯାଞ୍ଚ କରାଯାଉଛି। ଦୁଇଚକିଆ ଗାଡ଼ି ଠାରୁ ଚାରିଚକିଆ ଗାଡ଼ି ଓ…

ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଯାଇଥିଲା। ସକାଳେ ଚିକ୍‌ଚିକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri