ଅଜଣା ରୋଗରେ ଆତଙ୍କିତ ଅଁଳା
ଦଶମନ୍ତପୁର,୨୨।୪(ଡି.ଏନ୍.ଏ.): ଦଶମନ୍ତପୁର ବ୍ଲକ ଚଣାବାଡ଼ ପଞ୍ଚାୟତ ଅଧୀନରେ ଥିବା ଏସ୍. ଦଣ୍ଡାବାଡ଼ ଗ୍ରାମର କଂଶାରୀ ଦିଶାରୀଙ୍କ ସ୍ତ୍ରୀ ଅଁଲା ଦୀର୍ଘବର୍ଷ ହେବ ଅଜଣା ରୋଗରେ ଆକ୍ରାନ୍ତ ଅଛନ୍ତି। ବିବାହର ବର୍ଷକ ପରେ ତାଙ୍କ ଡାହାଣ ଗୋଡ଼ ଓ ବାମ ପାର୍ଶ୍ୱ ହାତରେ…
ବିକାଶର ବାଟ ଓଗାଳୁଛି ଟିପଚିହ୍ନ
ବୈପାରୀଗୁଡ଼ା,୨୨ା୪(ଡି.ଏନ୍.ଏ.):ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଲିମାଲାଡ଼ି ଗ୍ରାମର ବିଧବା ବୃଦ୍ଧା ସନମତି କାକଲପଡ଼ିଆ । ପିଲାଛୁଆ କେହି ନାହାନ୍ତି। ଏଭଳି ଅସହାୟ ଅବସ୍ଥାରେ ମୁଣ୍ଡ ଗୁଞ୍ଜିବା ତାଙ୍କ ପାଖରେ ଘର ଖଣ୍ଡିଏ ନ ଥିଲା। ତାଙ୍କ ନାମରେ ଆବାସ ଯୋଜନାରେ କାର୍ଯ୍ୟାଦେଶ…
ରାଇସୁଆଁରେ ହାତୀ ଉପଦ୍ରବ
କେନ୍ଦୁଝର/ରାଇସୁଆଁ,୨୨ା୪(ସ୍ବ.ପ୍ର./ଡି.ଏନ୍.ଏ.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ କାଲା ମହାଦେବ ମନ୍ଦିର ପରିସରରେ ରବିବାର ବିଳମ୍ବିତ ରାତିରେ ୨ଟି ହାତୀ ପଶି ଅନେକ ଗଛ ନଷ୍ଟ କରିବା ସହ ବାଡ଼ ଓ ମଞ୍ଚାକୁ ଭାଙ୍ଗି ଦେଇଛନ୍ତିା ମିଳିଥିବା ସୂଚନା ଅନୁସାରେ, ନୂଆଗାଁ ପଞ୍ଚାୟତ…
ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ ଯାଞ୍ଚ କଡ଼ାକଡ଼ି
ବଅଁରପାଳ,୨୨ା୪(ଡି.ଏନ୍.ଏ) : ଅନୁଗୋଳ ଜିଲା ବଅଁରପାଳର ବିଭିନ୍ନ ସ୍ଥାନରେ ସୋମବାର ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ କଡ଼ାକଡ଼ି ଭାବେ ଯାଞ୍ଚ ଚାଲିଛି। ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱରେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ଏହି ଯାଞ୍ଚ କରାଯାଇଥିଲା। କାର ବାଇକ୍ ଅଟକାଇ ପୋଲିସ ଓ ସ୍କ୍ବାଡ…
ଯୁବକଙ୍କୁ ହତ୍ୟା
ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି। ହତ୍ୟାକାଣ୍ଡର…
୨୦୫ ରେଳ ପ୍ରକଳ୍ପର ଖର୍ଚ୍ଚ ବଢୁଛି
ନୂଆଦିଲ୍ଲୀ,୨୨-୪: ବିଭିନ୍ନ କାରଣ ଯୋଗୁ ଦେଶର ରେଳ ପ୍ରକଳ୍ପଗୁଡିକ ଆଗେଇ ପାରୁ ନାହିଁ । ଏଥି ଲାଗି ରେଲଓ୍ବେର ମୋଟ ୩୪୪ ପ୍ରକଳ୍ପ ମଧ୍ୟରୁ ଏକ ପଞ୍ଚମାଂଶ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଖର୍ଚ୍ଚ ବଢୁଥିବା ଜଣା ପଡିଛି। ଏଭଳି ସମସ୍ୟା ଯୋଗୁ…
ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର
ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ମାରାଥନ ପ୍ରଚାର, ରୋଡ୍ ଶୋ, ପଥପ୍ରାନ୍ତ ସଭାରେ ଗ୍ରାମଠାରୁ ସହର ପ୍ରକମ୍ପିତ ହୋଇଉଠିଥିବାବେଳେ ଏଥିରେ…
ଧର୍ମେନ୍ଦ୍ର, ତାରାଙ୍କ ରୋଡ୍ ଶୋ
ଅନୁଗୋଳ ଅଫିସ/ପାଲଲହଡ଼ା, ୨୨।୪: ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଶେଷ ଦିନରେ ଜିଲାର ସମସ୍ତ ନିର୍ବାଚନମଣ୍ଡଳୀରେ ପ୍ରମୁଖ ୩ ଦଳର ନେତାମାନେ…
ରଞ୍ଜିତାଙ୍କୁ ଦୁଇଟି ପଦକ
ବ୍ରହ୍ମପୁର ଅଫିସ୍,୨୨ା୪- ପୁନେର ଚାକନ୍ଠାରେ ବିଲିଭ୍ ଫିଟନେସ୍ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବ୍ରହ୍ମପୁରର ରଞ୍ଜିତା ମିଶ୍ର ଦୁଇଟି ପଦକ ଜିତିଛନ୍ତି। ସେ ଶ୍ରେଷ୍ଠ ଲିଫଟର୍ ଭାବେ ସ୍ବର୍ଣ୍ଣ ପଦକ ଏବଂ ଡେଡ୍ ଲିଫ୍ଟିଂ ପାଇଁ ରୌପ୍ୟ ପଦକ…
ଖରାଦିନେ ବରଡ଼ା ଶାଗ ଚାହିଦା
ଫୁଲବାଣୀ ଅଫିସ, ୨୨ା୪- କନ୍ଧମାଳ ଜିଲା ପଛୁଆ ଅଞ୍ଚଳ ଭାବେ ପରିଚିତ ହେଲେ ମଧ୍ୟ ଏଠାରେ ମିଳୁଥିବା କେତେକ ଦ୍ରବ୍ୟର ଚାହିଦା ବହୁ ଉଚ୍ଚରେ। କନ୍ଧମାଳ ହଳଦୀ ବିଶ୍ୱ ପ୍ରସିଦ୍ଧ। ଜୈବିକ ପଦ୍ଧତିରେ ଚାଷ ହେଉଥିବା ଏହି ହଳଦୀକୁ ନିକଟରେ ମିଳିଛି…
୭ ମାସ ହେଲା ଏସଇସିସି ଲିଷ୍ଟ ଖୋଜୁଛି ପ୍ରଶାସନ
ଫିରିଙ୍ଗିଆ,୨୨ା୪- ଫିରିଙ୍ଗିଆ ବ୍ଲକ ବନ୍ଧଗଡ ପଞ୍ଚାୟତ ତେଜାମାହା ଗ୍ରାମର କାଣ୍ଡୁଲୁ ଅମାତ। ବୟସ ୬୧ ଟପିଲାଣି। ସ୍ତ୍ରୀ, ଝିଅ ଓ ପୁଅଙ୍କୁ ହରାଇ ବେସାହାରା ହୋଇ ପଡିଥିବାବେଳେ ତାଙ୍କୁ ଆବାସ ଯୋଜନାରେ ଘରଟିଏ ମିଳିନାହିଁ। ଗତ ସେପ୍ଟେମ୍ବର ମାସରେ ଏନେଇ ଧରିତ୍ରୀରେ…
ଆବାସ ଯୋଜନାରେ ସାମିଲରୁ ବଞ୍ଚିତ ପ୍ରସଙ୍ଗ ପଦକ୍ଷେପ ନେବାକୁ ବିଏମ୍ସିକୁ ଆସିଲା ଚିଠି
ଛତ୍ରପୁର,୨୨ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ରାଜୀବ ଆବାସ ଯୋଜନାରେ ଖଳାସାହିରୁ ଉଚ୍ଛେଦ ୭ ପରିବାର ସାମିଲ ହୋଇନାହାନ୍ତି। ଏହି ପ୍ରସଙ୍ଗ ଏବେ ଭିନ୍ନ ମୋଡ ନେଇଛି। ସବୁସ୍ତରରୁ ନିରାଶ ପରେ ଉକ୍ତ ପରିବାରଗୁଡିକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ…
Archives


