ଆମ ଜିଲା ଖବର

ବିଭିନ୍ନ ପ୍ରସଙ୍ଗ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ

ଛତ୍ରପୁର,୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ ମନମୁଖୀ ଶାସନ, ଶ୍ରମିକ ମାରଣ ନୀତି, ଦୁର୍ବ୍ୟବହାର, ଶ୍ରମିକ ସଂଗଠନ ପ୍ରତି ବିରୋଧ ଆଚରଣ ପ୍ରତିବାଦରେ ଗୁରୁବାର କୋଠାବାଡ଼ି ଓ ଅନ୍ୟାନ୍ୟ ନିିର୍ମାଣ ମଜଦୂର ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିସ ସମ୍ମୁଖରେ…

ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କେନ୍ଦୁଝର, ୫।୯:(ସ୍ବ.ପ୍ର.): ବିଭିନ୍ନ ସମସ୍ୟାକୁ ନେଇ ଆଉଟ ସୋର୍ସିଙ୍ଗ ସଂସ୍ଥା ଦ୍ୱାରା ନିଯୁକ୍ତି ପାଇଥିବା ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ପରେ ସିଡିଏମଓ ଡ଼କ୍ଟର ଏସ. ଏସ. ବଳଙ୍କ ଆଶ୍ୱାସନା ପରେ କର୍ମଚାରୀମାନେ ଆନ୍ଦୋଳନରୁ ଉଠିଥିଲେ। ଦରମା ନିୟମିତ ମିଳୁ…

୨୦୧୯ ମୋଟର ଯାନ ସଂଶୋଧନ ଆଇନ: ଜନସାଧାରଣଙ୍କ ଅବଗତ ପାଇଁ ସଚେତନତା ଶୋଭାଯାତ୍ରା

କୋରୁକୋଣ୍ଡା ୫।୯(ଡ଼ି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓରକେଲ ଥାନା ପକ୍ଷରୁ ୨୦୧୯ ମୋଟର ଯାନ ସଂଶୋଧନ ଆଇନ ବିଷୟରେ ଜନସଚେତନତା ନିମନ୍ତେ ଏକ ଶୋଭାଯାତ୍ରା କରାଯାଇଥିଲା। ଏଥିରେ ସବ୍‌ଇନ୍ସପେକ୍ଟର କୃତିବାସ ବେହେରା ଓ ସବ୍‌ଇନ୍ସପେକ୍ଟର କ୍ରିଷ୍ଣାରାଣୀ ପ୍ରଧାନଙ୍କ…

ବଜ୍ରପାତରେ ଜଳିଗଲା ୨ ବଖରା, ୩ ଗାଇ ଜୀବନ୍ତ ଦଗ୍ଧ

ତିର୍ତ୍ତୋଲ,୫।୯(ଡି.ଏନ୍‌.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ ଗୁଣ୍ଠିଲ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ବଜ୍ରପାତ ଘଟି ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ୨ ବଖରା ଘର ଜଳିଯାଇଛି। ଏଥିସହ ଘରେ ଥିବା ୩ଟି ଗାଇ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଖବର ପାଇ ଅଗ୍ନିଶମ…

‘ଧରିତ୍ରୀ’ ପ୍ରଭାବ: ବ୍ଲକ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୁଶାନ୍ତ ୮ ବର୍ଷ ପରେ ନ୍ୟାୟ ପାଇଲେ

କୋରୁକୋଣ୍ଡା,୫।୯(ଡି.ଏନ୍‌.ଏ.): ଶୁଣିଲେ ସରକାର, ମିଳିଲା ସହାୟତା । ୮ ବର୍ଷ ପରେ ନ୍ୟାୟ ପାଇଲେ ସୁଶାନ୍ତ। ଘଟଣାଟି ହେଉଛି ମାଲକାନଗିରି ଜିଲା ଅନ୍ତର୍ଗତ କୋରୁକୋଣ୍ଡା ବିଡିଓଙ୍କ ଗାଡ଼ି ଚାଳକ ସୁଶାନ୍ତ କୁମାର ସାହୁଙ୍କ ଆତ୍ମହତ୍ୟା ଉଦ୍ୟମର କଥା। ମାଥିଲି ଅଞ୍ଚଳର ସୁଶାନ୍ତ…

ଆହତ ହେଟାବାଘ ଉଦ୍ଧାର

କାଲିମେଳା,୫।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ସଦର ମହକୁମା କାଲିମେଳା ପଡ଼ିଆ ମୁୁଖ୍ୟ ରାସ୍ତାର ପୁସୁଗୁଡ଼ାଠାରୁ ଏକ ହେଟାବାଘ ଉଦ୍ଧାର କରାଯାଇଛି। କୌଣସି ଗାଡ଼ି ଧକ୍କାରେ ବାଘଟି ଆହତ ହୋଇଥିବା ଅନୁମାନ କରାଯାଉଛି। ଖବର ପାଇ ବନବିଭାଗ କର୍ମଚାରୀ ହେଟାବାଘକୁ ଧରି ଚିକିତ୍ସା…

ବୃକ୍ଷରୋପଣ କଲେ ବିଚାରପତି

ଭଦ୍ରକ ଅଫିସ,୫।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟ କଲ୍ୟାଣ ମଣ୍ଡପ ପରିସରରେ ଗୁରୁବାର ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୦ରୁ ଊର୍ଦ୍ଧ୍ୱ ବିଚାରପତି ଯୋଗଦେଇଥିଲେ। ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ଉପଜିଲାପାଳ ପୀତାମ୍ବର ସାମଲ,…

ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ

ପୁରୀ ଅଫିସ୍‌,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ କହିଛନ୍ତି। ଗୁରୁବାର ଶ୍ରୀକ୍ଷେତ୍ର ସୁରକ୍ଷା…

ସୈନିକ ସ୍କୁଲ ଭୁବନେଶ୍ୱରରେ ବଢ଼ିଲା ଛାତ୍ରବୃତ୍ତି

ଭୁବନେଶ୍ୱର, ୫।୯(ବ୍ୟୁରୋ): ସୈନିକ ସ୍କୁଲରେ ପଢୁଥିବା ଓଡ଼ିଶାର ଶିକ୍ଷାର୍ଥୀମାନଙ୍କ ପାଇଁ ସ୍କଲାରଶିପ୍‌ ସ୍କିମ୍‌ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ ଥିବା ଅଭିଭାବକମାନେ ରାଜ୍ୟ ସରକାର ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବାର୍ଷିକ ୯୫,୭୭୬ ଟଙ୍କାର…

ଭୁଶୁଡ଼ିଲା ଅଧ୍ୟକ୍ଷ କାର୍ଯ୍ୟାଳୟର ସିଲିଂ

କଟକ ଅଫିସ,୫।୯: ଜାତୀୟ କବି ବୀର କିଶୋର (ଜେକେବିକେ) ସରକାରୀ କଲେଜର ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ସିଲିଂ ଭୁଶୁଡ଼ି ପଡିଛି। ବୁଧବାର କାର୍ଯ୍ୟାଳୟ ଖୋଲାଯିବା ପରେ ଅଧ୍ୟକ୍ଷଙ୍କ ରୁମ୍‌ ଭିତରେ ସିଲିଂଗୁଡ଼ିକ ବିଛାଡ଼ି ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ଅଧ୍ୟକ୍ଷ ବସୁଥିବା ଚେୟାରର…

ଦୁର୍ଦ୍ଦାନ୍ତ ଅପରାଧୀ ଜାମସେଦ୍‌ଙ୍କୁ ଏନ୍‌କାଉଣ୍ଟର: ୪ ପୋଲିସ କର୍ମଚାରୀ ଆହତ

ଖୋର୍ଦ୍ଧା ଅଫିସ/ନିରାକାରପୁର,୫।୯(ଡି.ଏନ୍‌.ଏ.):ନିରାକାରପୁର ଥାନା ରାମେଶ୍ୱର ଛକ ନିକଟରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଉଦ୍ୟମ ହେଉଥିବାବେଳେ ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧି ଜାମସେଦ୍‌ ଖାନ୍‌ ଆହତ ହୋଇଛନ୍ତି । ନିରାକାରପୁର ଓ ଟାଙ୍ଗୀ ପୋଲିସ ପକ୍ଷରୁ ମିଳିତ ଚଢ଼ାଉରେଏହି ଏନ୍‌କାଉଣ୍ଟରରେ…

ବିଦ୍ୟୁତ୍‌ ନେଲା ୬ ଜୀବନ

ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇ ଦମ୍ପତି ମୃତ ଲୋଇସିଂହା,୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗ୍ରାମରେ ବୁଧବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରଜନୀ ନାଗ(୩୦) ଓ ତାଙ୍କ ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?