ନିର୍ବାଚନ ପାଇଁ ଅବକାରୀ ଚଢ଼ାଉ: ୪୧ ଦିନରେ ୨୦୬ ଗିରଫ
ବାଲେଶ୍ୱର ଅଫିସ, ୨୨।୪-୨୦୧୯ ସାଧାରଣ ନିର୍ବାଚନ ପାଇଁ ବାଲେଶ୍ୱର ଜିଲା ଅବକାରୀ ବିଭାଗ ତତ୍ପର ହୋଇପଡିଛି। ୮ ବିଧାନସଭା ମଣ୍ଡଳୀରେ ଅବକାରୀ ସ୍କ୍ବାଡ ମାଧ୍ୟମରେ ବ୍ୟାପକ ଚଢାଉ କରାଯାଇ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ଜିଲା ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର ଜିଲାପାଳ…
ମୌଳିକ ସୁବିଧାରୁ ବଞ୍ଚିତ ୭ ଭୂମିହୀନ ପରିବାର
ବନ୍ତ, ୨୨।୪ (ସ୍ବ.ପ୍ର.) – ଜମିପଟ୍ଟା ଥାଇ ମଧ୍ୟ ଜାଗା ଚିହ୍ନଟ ହୋଇପାରୁ ନ ଥିବାରୁ ଘର କରିପାରୁନାହାନ୍ତି ୭ ଭୂମିହୀନ ପରିବାର। ଏଥିସହ ସେମାନଙ୍କୁ ମୌଳିକ ସୁବିଧା ମଧ୍ୟ ଯୋଗାଇ ଦିଆଯାଉ ନାହିଁ। ଫଳରେ ସେମାନେ ନାନା ସମସ୍ୟା ଦେଇ…
ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟରେ ଅବ୍ୟବସ୍ଥା: ପୋଲିଂ ପାର୍ଟି ହଇରାଣ
କେନ୍ଦୁଝର,୨୨ା୪ (ସ୍ବ.ପ୍ର.) ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରବିବାର ଦିନ ସ୍ଥାନୀୟ ମାଇନିଂ ସ୍କୁଲ ପରିସରରେ ପୋଲିଂ ପାର୍ଟିଙ୍କୁ ପଠାଇବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏଠାରେ ସଦର ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ…
ମାଙ୍ଗାନିଜ ଚୋରି ଓ ସୁରକ୍ଷାକର୍ମୀଙ୍କ ମୋବାଇଲ ଲୁଟ୍ ଘଟଣା: ଧରାପଡିଲେ ୪ ଅଭିଯୁକ୍ତ
ବଡବିଲ,୨୨ା୪(ସ୍ବ.ପ୍ର.):- କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ବଲାଣୀ ଥାନା ଅର୍ଜୁନଲୋଧା ମାଇନ୍ସରୁ ମାଙ୍ଗାନିଜ ଚୋରି ଓ ମୋବାଇଲ ଲୁଟ୍ ଘଟଣାରେ ସଂପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍ରେ ଭାଗୀରଥି ଆର ନୁର
ଜାମଟିକ୍ରା, ୨୨।୪ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରୁଛନ୍। ଭିନେ ଭିନେ ଯୋଜନାରେ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍। ହେଲେ ବହୁତ୍ ଜାଗାରେ ସରକାରୀ ଅଧ୍କାରୀ, କରମଚାରୀକର…
ମଉଲିକ୍ ସୁବିଧା ସୁଯୋଗରୁ ବଁଚିତ୍ ୨ ପଡ଼ାବାସୀ
କେସିଙ୍ଗା,୨୨।୪(ଡି.ଏନ.ଏ.): କେସିଙ୍ଗା ଏନ୍.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦ ଲୋକ୍…
ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍ ସମସିଆ: ପାଏନ୍ ନାଁରେ ଫ୍ଲୋରାଇଡ୍ ପିଉଛନ୍ ଗାଁବାସୀ
ନୂଆପଡା ଅଫିସ,୨୨ା୪: ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍କା ଅଂଚଲରେ ଫ୍ଲୋରାଇଡ୍ ବାହାରୁଛେ। ନିରମଲ ପିଇଲା ପାଏନ୍ ଟିକେ ପାଏବାର ଲାଗି ଇଠାନେ ଲୁକ୍କୁ ନାନା ସମସିଆ ସଂଗେ ଯୁଝ୍ବାକେ ପଡ଼ୁଛେ। ସେ…
ହକ୍ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ
ବିନିକା,୨୨ା୪(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍। ସେ ଜନମ୍ ବେଲୁ କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ହେଇ…
ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ
ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)- ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି। ଏହାର କୂଳ ଏବେ ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଛି, ଯେଉଁ ସୀତାସାଗର ପୋଖରୀ ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ଥିଲା। ସହର…
ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ
ଜୟପୁର,୨୧।୪(ନି.ପ୍ର.): ଜୟପୁର ବିଲ୍ଟ ପେପର ମିଲ୍ରେ ପୁଣିଥରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କଞ୍ଚାମାଲ ନାହିଁ, ପୁଣି ଆବଶ୍ୟକ କେମିକାଲର ଅଭାବ। ଗତ ଫେବୃଆରୀରୁ କର୍ମଚାରୀ ଓ ଅନ୍ୟ ଠିକା କର୍ମଚାରୀ ଦରମା ପାଇନାହାନ୍ତି। କର୍ମଚାରୀଙ୍କ ପିଲାମାନେ ଏବେ ସ୍କୁଲରେ ନାମଲେଖା କିମ୍ବା ରିଆଡମିଶନ କରିପାରୁ…
ଗାର୍ଡଓ୍ବାଲ୍ରେ ପିଟିହେଲା ଟ୍ରକ
ନିରାକାରପୁର,୨୧ା୪(ଡି.ଏନ୍.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି ହୋଇଯାଇଛି।…
ସମୁଦ୍ର ସୀମାକୁ ସୁରକ୍ଷା ଦେବ ଆଇଏନ୍ଏସ୍ ଇମ୍ଫାଲ
ସନୂଆଦିଲ୍ଲୀ,୨୧।୪: ଭାରତୀୟ ନୌସେନାରେ ବିଧ୍ୱଂସକ ଜାହଜ ଆଇଏନ୍ଏସ୍ ଇମ୍ଫାଲକୁ ସାମିଲ କରାଯାଇଛି। ମୁମ୍ବାଇର ମଝଗାଁଓ ଉପକୂଳରେ ଏହାକୁ ସମୁଦ୍ର ମଧ୍ୟରେ ପ୍ରବେଶ କରାଯାଇଛି। ରାଡରକୁ ଚକ୍ମା ଦେଇ ଶତ୍ରୁ ପକ୍ଷଙ୍କୁ ଆକ୍ରମଣ କରିବାର କ୍ଷମତା ରଖିଥିବା ଏହି ଯୁଦ୍ଧ ଜାହଜ ଗାଇଡେଡ…
Archives


