ଆମ ଜିଲା ଖବର

ଲଗାଣ ବର୍ଷା: କାନ୍ଥ ପଡ଼ି ୪ ଆହତ

ପାଟପୁର,୫।୯(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ୍‌ ଟି.ଗୋବିନ୍ଦପୁର ପଞ୍ଚାୟତ ନବକୃଷ୍ଣପୁର ଗ୍ରାମରେ ଲଗାଣ ବର୍ଷାରେ ମଙ୍ଗଳବାର ରାତିରେ କାନ୍ଥ ପଡି ଗୋଟିଏ ପରିବାରର ୪ ଜଣ ଆହାତ ହୋଇଛନ୍ତି ା ସେମାନେ ହେଲେ ପନିନା ଶବର, ସୁଶିଳା ଶବର, ଉମେଶ ଶବର ଓ ଟିଙ୍ଗିରି…

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୫।୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଅନ୍ୟ ଏକ ଗାଁର ଜଣେ ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ ଜଣକ ହେଲେ ବି. ଶିବଶଙ୍କର। ଏ ନେଇ ଥାନାରେ ଏକ ମାମଲା ନଂ.…

ଚକ୍ଷୁଦାନ ପ୍ରତି ଆଗ୍ରହ ବଢ଼ୁଛି: ଦୁନିଆ ଦେଖିପାରୁଛନ୍ତି ଦୃଷ୍ଟିହୀନ

ବ୍ରହ୍ମପୁର ଅଫିସ୍‌,୫।୯-ମଣିଷ ଶରୀରର ମୃତ୍ୟୁ ଅଛି, କିନ୍ତୁ ଚକ୍ଷୁର ମୃତ୍ୟୁ ନାହିଁ। ମଣିଷ ମୃତ୍ୟୁ ଘଟିବାର ୪ରୁ ୬ଘଣ୍ଟା ପର୍ଯ୍ୟନ୍ତ ଚକ୍ଷୁ ଜୀବିତ ଥାଏ। ତାକୁ ନେଇ ଅନ୍ୟ ଜଣଙ୍କଠାରେ ପ୍ରତିରୋପଣ କରାଯାଇପାରିବ। ଫଳରେ ଜଣେ ଦୃଷ୍ଟିହୀନ ମଧ୍ୟ ଦୁନିଆ ଦେଖିପାରିବେ।…

ପୁରୀ ସୁରକ୍ଷା ମଞ୍ଚ-ପ୍ରଶାସନ ଆଲୋଚନା ବିଫଳ

ପୁରୀ ଅଫିସ, ୫ା୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ ଲାଗି ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଅଶାନ୍ତ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ପ୍ରଶାସନର ଉଚ୍ଛେଦ ଅଭିଯାନକୁ ବିରୋଧ କରି ମେଳି ବାନ୍ଧୁଛନ୍ତି ମଠ ମହନ୍ତ, ଦୋକାନୀ ଏବଂ କ୍ଷତିଗ୍ରସ୍ତ।…

କେନ୍ଦୁଝରରେ କୁହୁଡ଼ିଆ ପରିବେଶ

କେନ୍ଦୁଝର, ୫।୯(ସ୍ବ.ପ୍ର.)-କେନ୍ଦୁଝର ସହରରେ ବୁଧବାର ସକାଳେ କୁହୁଡ଼ିଆ ପରିବେଶ ସମସ୍ତଙ୍କୁ ବିମୋହିତ କରିଛି। ଚଳିତ ବର୍ଷ ଶୀତ ଋତୁ ପୂର୍ବରୁ ଏଭଳି ପରିବେଶକୁ ନେଇ ପରିବେଶପ୍ରେମୀ ମାନଙ୍କୁ ମଧ୍ୟ ଆକୃଷ୍ଟ କରିଛି। ଅନେକ ଭୋର ସକାଳେ ଉଠି ନିଆରା ଦୃଶ୍ୟକୁ ଉପଭୋଗ…

ନାମ ଲେଖା ପାଇଁ ଲଟେରି

ଆନନ୍ଦପୁର, ୫।୯(ସ୍ବ.ପ୍ର.)- ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କ ଆବେଦନ ଫର୍ମର ଲଟେରି ଉଠାଣ ଆରମ୍ଭ ହୋଇଛି। ଏହି ଲଟେରି ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଚାଲିବ। ବୁଧବାର ତୃତୀୟରୁ ୫ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନାମଲେଖା ପାଇଁ…

ଅନନ୍ୟ କାରିଗର ‘ଷଷ୍ଠ ଶ୍ରେଣୀରୁ ମୂର୍ତ୍ତି ଗଢ଼ି ପାଠ ପଢ଼ିଛି ’

କେନ୍ଦୁଝର, ୫ା୯ (ସ୍ବ.ପ୍ର.)-ପିଲାଟି ଦିନରୁ ମୂର୍ତ୍ତି କଳା ପ୍ରତି ଆଗ୍ରହ ଥିଲା ା ତୃତୀୟ ଶ୍ରେଣୀରୁ ଛୋଟ ଛୋଟ ମୂର୍ତ୍ତି ଗଢିବା ପରେ ଷଷ୍ଠ ଶ୍ରେଣୀରୁ ମୂର୍ତ୍ତି ଗଢି ରୋଜଗାରକ୍ଷମ ହୋଇ ପାଠ ପଢିଥିବା କହିଛନ୍ତି ମୂର୍ତ୍ତି କାରିଗର ପଦ୍ମନାଭ ପୁହାଣ।…

ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଅସୁସ୍ଥ

ବାସୁଦେବପୁର, ୫।୯ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦମାଳିସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଜ୍ୱର ସହିତ ଝାଡ଼ା ଓ ମୁଣ୍ଡବ୍ୟଥା ହେଉଥିବାରୁ ଅସୁସ୍ଥ ହୋଇପଡ଼ିଛନ୍ତି। ଗତ ଦୁଇଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଲାଣି। ୫୦ରୁ ଊର୍ଦ୍ଧ୍ୱ…

ସ୍ନେହାଙ୍କୁ ସ୍ବର୍ଣ୍ଣ

ଭଦ୍ରକ ଅଫିସ, ୫।୯ – ଭଦ୍ରକ ପୌରାଞ୍ଚଳ ଅନ୍ତର୍ଗତ ସାମରାଇପୁର ବିଜୁ ପଟ୍ଟନାୟକ ନଗରର ୮ମ ଶ୍ରେଣୀର ଛାତ୍ରୀ ସ୍ନେହା ଦାସ ଆଧୁନିକ ଚିତ୍ର ଆଙ୍କି ଦିଲ୍ଲୀରୁ ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ସେ ଶରତ ଚନ୍ଦ୍ର ଦାସ ଓ ସୁପ୍ରଭା ଦାସଙ୍କ…

କରଞ୍ଜିଆରେ ହାତୀ ଉପଦ୍ରବ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଠାକୁରମୁଣ୍ଡା,୫ା୯(ଡ଼ି.ଏନ୍‌.ଏ.)- କରଞ୍ଜିଆ ଅଞ୍ଚଳରେ ହାତୀ ଆତଙ୍କ ଥମୁନାହିଁ। ଦୀର୍ଘ ଏକ ମାସ ହେଲା ଝାଡ଼ଖଣ୍ଡ ହାତୀ ଏହି ଅଞ୍ଚଳରେ ରହି ବିଭିନ୍ନ ଗ୍ରାମରେ ପଶି ବ୍ୟାପକ କ୍ଷୟକ୍ଷତି କରୁଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ କରଞ୍ଜିଆଠାରୁ ୫ କି.ମି ଦୂର ଅନ୍ଧାରଝରି ଗ୍ରାମରେ…

ପ୍ରଧାନମନ୍ତ୍ରୀ ଆବାସ ଫେରିଯିବା ଆଶଙ୍କା, ଭୂମିହୀନଙ୍କୁ ମିଳୁନି ଘରଡିହ ପଟ୍ଟା

ବଡ଼ସାହି,୫ା୯(ସ୍ବ.ପ୍ର)-ବଡ଼ସାହି ବ୍ଲକ ଅଧୀନ ଭୀମିଦା ପଞ୍ଚାୟତର ଚେଙ୍ଗୁଆ ଗ୍ରାମର କେତେକ ଭୂମିହୀନ ପରିବାର ଘରଡିହ ପଟ୍ଟା ଦାବିରେ ବୁଧବାର ବଦଳି ଗାଁରେ ଥିବା କୁରାଡ଼ିହା ରାଜସ୍ବ ନିରୀକ୍ଷକ(ଆରଆଇ)ଙ୍କ କାର୍ଯ୍ୟାଳୟରେ ଫେରାଦ ହୋଇଛନ୍ତି। ଗ୍ରାମର ରାଜୁ ସିଂ, ସାନୁ ସିଂ, ବିଶ୍ୱନାଥ ବିନ୍ଧାଣୀ,…

ଅବ୍ୟବସ୍ଥାରେ ବାନ୍ଧଗଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଖୁଣ୍ଟା,୫ା୯(ଡି.ଏନ୍‌.ଏ.)-ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଖୁଣ୍ଟା ବ୍ଲକ ଅଧୀନ ବାହାନଡା ପଞ୍ଚାୟତର ବାନ୍ଧଗଡା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଅବ୍ୟବସ୍ଥାରେ ଚାଲିଛି । ୨୦୦୦ ମସିହାରେ ଏହି ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲା ଯାଇଥିଲା। ଦୀର୍ଘବର୍ଷ ଅସ୍ଥାୟୀ ଆୟୋଜନରେ ପ୍ରାକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?