ଆମ ଜିଲା ଖବର

ଭାଇଚାରା ବଜାୟ ରଖିବା ଉପରେ ଗୁରତ୍ୱ

ଲୋଇସିଂହା,୪।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ଅନ୍ତର୍ଗତ ସେମେଲମୁଣ୍ଡା ଗ୍ରାମର ନେତାଜୀ ଯୁବକସଂଘ ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଗୋବର୍ଦ୍ଧନ ଭୋଇ ସଭାରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ଶିକ୍ଷକ ଜ୍ୟୋତିରଞ୍ଜନ ସା, ସତ୍ୟନାରାୟଣ ଭୋଇ,…

ନ୍ୟାୟ ପାଇଁ ଏସ୍‌ପି, ଜିଲାପାଳଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ, ୪ା୯- ଆକ୍ରମଣର ଶିକାର ହୋଇଥିବା ବାସୁଦେବପୁର ଦିନ୍ଦାଚାନ୍ଦି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ କାମିନୀ ଦାସ ନ୍ୟାୟ ପାଇଁ ବୁଧବାର ଜିଲାପାଳ ଓ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରାଯିବା ସହ ତାଙ୍କ ସୁରକ୍ଷା…

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ

ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ପୁରୀରେ ଏବେକାର ସ୍ଥିତିକୁ ନେଇ ପ୍ରଧାନ ବିଚାରପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ତେବେ…

ପୋଲ ତଳକୁ ଖସିଲା କାର୍‌: ଜଣେ ମୃତ ୩ ଗୁରୁତର

ବଡଗାଁ,୪।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ବାମରା ରାସ୍ତାରେ ବୁଧବାର ଅପରାହ୍ନରେ ଭାରସାମ୍ୟ ହରାଇ ପୋଲ ତଳକୁ କାର୍‌ ଖସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ହେଲେ ସର୍ଗୀଡ଼ିହ ଗ୍ରାମର ବିରେନ୍ଦ୍ର ନାୟକ(୪୦),…

ଚୋରି ମୋବାଇଲ ଜବତ, ୨ ଅଭିଯୁକ୍ତ ଗିରଫ

କେନ୍ଦୁଝର, ୪ା୯(ସ୍ବ.ପ୍ର.): କେନ୍ଦୁଝର ସହର ଆର୍‌ଟିଓ ଅଫିସ ସମ୍ମୁଖ ହେଲୋ ହୋମ ନାମକ ଏକ ମୋବାଇଲ ଦୋକାନରୁ ଅଗଷ୍ଟ ୨୬ରେ ମୋବାଇଲ ଫୋନ ଚୋରି ହୋଇଥିଲା। ଟାଉନ ଥାନା ପୋଲିସ ଏହି ଘଟଣାରେ ୨ ଚୋରଙ୍କୁ ପୋଲିସ ଗିରଫ କରିବା ସହ…

ଯୁବକଙ୍କୁ ଛୁରାମାଡ଼ ଘଟଣା : ମାରଣାସ୍ତ୍ର ଜବତ, ୨ ଅଭିଯୁକ୍ତ ଗିରଫ

ଯୋଡ଼ା,୪।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ୪ନଂ. ଓ୍ବାର୍ଡ ମିଶ୍ରଗଳିଠାରେ ଥିବା ଏକ ହୋଟେଲ ନିକଟରେ ବାଂଶପାଣିର ବିକ୍ରାନ୍ତ ନାୟକଙ୍କୁ ହୋଇଥିବା ଛୁରାମାଡ଼ ଘଟଣାରେ ବୁଧବାର ପୋଲିସ ମାରଣାସ୍ତ୍ର ଜବତ ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ, ଦିଗପହଣ୍ଡି ଥାନାରେ ଏତଲା

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଛାତ୍ରୀଙ୍କ ବାପା ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, କଲେଜରେ ଯୁକ୍ତ ୨ରେ ପଢ଼ୁଥିବା ଛାତ୍ରୀଜଣଙ୍କ ଗତ ଶନିବାର କଲେଜ…

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ ଗେଟ୍‌

ଭୁବନେଶ୍ୱର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍‌ ବୁଧବାର ଖୋଲିଛି । ତେବେ ପୂର୍ବରୁ ସବୁ ଗେଟ୍‌ ବନ୍ଦ ଥିବା ବେଳେ ଏବେ ୨ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୨୫.୧୫…

ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ ଥାନା…

କଳାହାଣ୍ଡି ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୩୨୯ ଛାତ୍ରୀଛାତ୍ରଙ୍କୁ ୪ ଶିକ୍ଷକ

ଭବାନୀପାଟଣା,୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଗ୍ରାମାଞ୍ଚଳର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେଉଁଠି ବିଦ୍ୟାଳୟ ପାଇଁ ଶ୍ରେଣୀ ଗୃହ ଅଭାବ ତ କେଉଁଠି ଶିକ୍ଷକ ଅଭାବ। ପୁଣି କେଉଁଠି ଆବଶ୍ୟକ ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଅଭାବରୁ ତାଲା ପଡ଼ିବା ଅବସ୍ଥାକୁ ଚାଲିଆସିଛି। ଶିକ୍ଷାଧିକାର ଆଇନ…

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଜଣେ ଯୁବତୀଙ୍କୁ ଅନ୍ୟ ଏକ ଗାଁର ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲା କ୍ରମେ, ଆଇଆଇସି ବସନ୍ତ କୁମାର ସେଠୀ ଘଟଣାର ତଦନ୍ତ କରି ମାମଲା ନଂ.୧୭୦/୧୯,…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଜଣଙ୍କ ମୃତ୍ୟୁ

ନୟାଗଡ଼ ଅଫିସ,୪।୯: ନୟାଗଡ଼ ଜିଲା ରଣପୁର ବ୍ଲକ ରଙ୍କଦେଉଳି ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର ଲକ୍ଷ୍ମଣ ସାହୁ (୫୮), ରବି ପରିଡ଼ା(୩୦)। ସୂଚନାଯୋଗ୍ୟ, ଘରେ କେହି ନ ଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?