ଆମ ଜିଲା ଖବର

ବାଇକ୍‌ର ପେଣ୍ଠସ୍ଥଳ କୁହୁଡି:ବାଇକ୍‌ ଚୋରି ପାଇଁ ତାଲିମ ଦିଆଯାଉଥିଲା

ଖୋର୍ଦ୍ଧା ଅଫିସ,୪ା୯: ଖୋର୍ଦ୍ଧା ଜିଲାର ଟାଙ୍ଗୀ ଥାନା କୁହୁଡି ଚୋରା ବାଇକ୍‌ର ପେଣ୍ଠସ୍ଥଳ ପାଲଟିଛି। ଏପରି କି ଏଠାରେ ବାଇକ୍‌ ଲୁଟ୍‌ କରିବାକୁ ଯୁବକମାନଙ୍କୁ ତାଲିମ ଦିଆଯାଇ ଟ୍ରେଣ୍ଡ କରାଯାଉଥିଲା। ନୟାଗଡ ଜିଲାର ଚାନ୍ଦପୁର ଥାନା ପୋଲିସ ରବିବାର ଏଠାରୁ ୧୧ଟି…

କାଳିଆ ଯୋଜନାରେ ଚାଲିଛି ରାଜନୀତି:ବାଦ୍‌ ପଡୁଛନ୍ତି ଯୋଗ୍ୟ ହିତାଧିକାରୀ

ଖୋର୍ଦ୍ଧା ଅଫିସ,୪ା୯:ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଖୋର୍ଦ୍ଧାର ମଙ୍ଗଳା ମଣ୍ଡପଠାରେ ଜିଲାସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ସୁରେଶ ମାନସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ ସଭାରେ ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ, ମନୱର ଅଲ୍ଲି, ଚାଷୀ ନେତା ରମେଶ…

ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍‌ ଜାଳି ରାସ୍ତାରୋକୋ

ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି। ଯାହା ଫଳରେ ବସ, ଟ୍ରକ, ବାଇକ, ଜରୁରୀ କାଳୀନ ସେବା ଗାଡି…

ବ୍ଲକର ନାମଫଳକକୁ ନେଇ ଦ୍ୱନ୍ଦ

ହାଟଡିହୀ, ୪।୯(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଫିସ୍‌ କାର୍ଯ୍ୟାଳୟ ଏବ ମିଟିଂ ଗୃହରେ ଲିଖିତ ଥିବା ନାମଫଳକକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ବିଭିନ୍ନ ମହଲରୁ ଏହାକୁ ତୀବ୍ର ନିନ୍ଦା କରାଯିବା ସହ ବ୍ଲକ କର୍ତ୍ତୃପକ୍ଷଙ୍କ ଦାୟିତ୍ୱକୁ ନେଇ ନାପସନ୍ଦ…

ଭାଇରାଲ ହେଉଛନ୍ତି ଜୟପୁରର କିଶୋର କୁମାର

ଜୟପୁର,୪ା୯ (ଡି.ଏନ୍‌.ଏ.):‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଭାସିଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ ଗୀତ ସାଙ୍ଗକୁ ଆହୁରି…

ହେଲାନି ଚୁକ୍ତି ନବୀକରଣ କି ଟେଣ୍ଡର: ୨୨ ଠିକା କର୍ମଚାରୀଙ୍କ ଭବିଷ୍ୟତ ଅନ୍ଧକାର

ଅନୁଗୋଳ ଅଫିସ, ୪।୯- ଅନୁଗୋଳ ପୌରପାଳିକାରେ ୯ ବର୍ଷ ହେଲା ଠିକାରେ କାର୍ଯ୍ୟ କରୁଥିବା ୨୨ ଜଣ କର୍ମଚାରୀଙ୍କ ଭବିଷ୍ୟତ ଏବେ ଅନ୍ଧକାର ହୋଇଯାଇଛି। ଠିକା ସଂସ୍ଥା ସହ ପୌରପାଳିକା କରିଥିବା ଚୁକ୍ତିର ଅବଧି ଗତ ଅଗଷ୍ଟ ୩୧ରେ ଶେଷ ହୋଇଯାଇଥିଲେ…

ଡକାୟତି ଉଦ୍ୟମ ପଣ୍ଡକଲା ଅନୁଗୋଳ ପୋଲିସ: ୭ ଜଣଙ୍କୁ ମାଡ଼ି ବସିଲା, ଜଣେ ଫେରାର

ଅନୁଗୋଳ ଅଫିସ, ୪।୯-ଅନୁଗୋଳ ପୋଲିସ ସୋମବାର ବିଳମ୍ବିତ ରାତିରେ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଗ୍ୟାଙ୍ଗର ୭ ସଦସ୍ୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ଦୁଇଟି ଭୁଜାଲି, ୨ ଖଣ୍ଡା, ୬ ମୋବାଇଲ, ଗୋଟିଏ ମୋଟର ସାଇକେଲ ସହ…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଭୁବନ, ୪।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧ନଂ. ଓ୍ବାର୍ଡରେ ରହୁଥିବା ଜ୍ଞାନରଞ୍ଜନ ପତି(୪୦)ଙ୍କ ମୃତଦେହକୁ ପୋଲିସ ମଙ୍ଗଳବାର ରାସ୍ତାପାର୍ଶ୍ୱରୁ ଉଦ୍ଧାର କରିଛି। ମୃତକଙ୍କ ବାପା ବ୍ରଜକିଶୋର ପତି ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି। ପୋଲିସ ସନ୍ଧାନୀ କୁକୁର…

ବିଜେଡି ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ: ‘ଘରେ ନ ବସି ଲୋକଙ୍କ ପାଖକୁ ଯାଅ’

ଢେଙ୍କାନାଳ ଅଫିସ, ୪।୯-ଦୀର୍ଘଦିନ ଧରି ଢେଙ୍କାନାଳ ଜିଲା ବିଜେଡିର ଗଡ଼ ଭାବେ ରହି ଆସିଛି। ଦଳକୁ ଅଧିକ ସୁଦୃଢ଼ କରିବାକୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ଜିଲାକୁ ୧ ନମ୍ବର କରିବାକୁ ହେଲେ କର୍ମୀଙ୍କୁ ପରିଶ୍ରମ କରିବାକୁ ପଡ଼ିବ।…

ମେଡିକାଲରେ ୪ ମାସରେ ୮ ଥର ଠକେଇ: ରୋଗୀଙ୍କଠାରୁ ୮ଶହ ନେଇଗଲେ ଦଲାଲ

ଅନୁଗୋଳ ଅଫିସ, ୪।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ପୁଣି ଜଣେ ରୋଗୀ ଦଲାଲଙ୍କ ଠକାମିର ଶିକାର ହୋଇଛନ୍ତି। ଏହାକୁ ମିଶାଇ ଗତ ୪ ମାସ ମଧ୍ୟରେ ୮ ଥର ଏପରି ଘଟଣା ଘଟିଥିଲେ ମଧ୍ୟ ମେଡିକାଲ ପ୍ରଶାସନ…

ମହିମା ଟୁଙ୍ଗିରେ ନବାନ୍ନ

କାମାକ୍ଷାନଗର, ୪ ।୯-କାମାକ୍ଷାନଗର ମହିମା ଟୁଙ୍ଗିରେ ମଙ୍ଗଳବାର ନବାନ୍ନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରାହ୍ମମୁହୂର୍ତ୍ତରେ ମହିମା ଧର୍ମାବଲମ୍ବୀମାନେ ଶୁଦ୍ଧପୂତ ହୋଇ ମଠରେ ଏକାଠି ହୋଇଥିଲେ। ନୂଅଁା ଧାନରୁ ଚୁଡ଼ା ପ୍ରସ୍ତୁତ କରି ମାଟି ହାଣ୍ଡିରେ କ୍ଷୀର, ଗୁଡ଼, ଘିଅ, ମହୁ,…

ଚାକିରି ବୟସ ସୀମା ୪୪ ବର୍ଷକୁ ବୃଦ୍ଧି ଦାବି

ଫୁଲବାଣୀ ଅଫିସ, ୪ା୯-ଦୀର୍ଘ ବର୍ଷଧରି ସରକାରୀ ଚାକିରିରେ ନିଯୁକ୍ତି ନିମନ୍ତେ ବୟସ ସୀମା ୩୨ବର୍ଷ ରହିଛି। ଏହାକୁ ୪୪ ବର୍ଷକୁ ବୃଦ୍ଧି କରିବାକୁ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଦାବି କରାଯାଇଛି। ରାଜ୍ୟରେ ବେକାରୀ, ବେରୋଜଗାରୀ ବଢ଼ିଚାଲିଛି। ଅନ୍ୟପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?