ଆମ ଜିଲା ଖବର

ନୂତନ ଟ୍ରାଫିକ ନିୟମରେ ଜରିମାନା ଆଦାୟ

ଧର୍ମଶାଳା,୪-୯(ଡି.ଏନ୍‌.ଏ.)- ଧର୍ମଶାଳା ଓ ଜେନାପୁର ଥାନା ପୋଲିସ ପକ୍ଷରୁ ଟ୍ରାଫିକ ନିୟମ ଭଙ୍ଗ କରୁଥିବା ବାଇକ୍‌ ଚାଳକଙ୍କଠାରୁ ନୂତନ ଟ୍ରାଫିକ୍‌ ନିୟମ ଅନୁସାରେ ମଙ୍ଗଳବାର ଜରିମାନା ଆଦାୟ କରାଯାଇଛି। ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ, ଏସ୍‌ଆଇ ଜହର ଆବେଦିନ, ଏଏସ୍‌ଆଇ…

ଦିଗହରା ହୋଇଛି ସ୍ବଚ୍ଛ ଭାରତ ମିଶନ:ଅବ୍ୟବସ୍ଥାରେ ଜେନାପୁର ରେଳ ଷ୍ଟେଶନ

ଜେନାପୁର,୪-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଅନ୍ତର୍ଗତ ଜେନାପୁର ରେଲ୍‌ଓ୍ବେ ଷ୍ଟେଶନରେ ସ୍ବଚ୍ଛ ଭାରତ ଅଭିଯାନ ଦିଗହରା ହୋଇଛି। ବିଭାଗୀୟ ଅଧିକାରୀଙ୍କ ଦୁର୍ବଳମନୋଭାବ ଯୋଗୁ ଷ୍ଟେଶନଟି ଶୋଚନୀୟ ଅବସ୍ଥାରେ ପହଞ୍ଚତ୍ଥିବା ଅଭିଯୋଗ ହୋଇଛି। ଏଠାରେ ଯାତ୍ରୀମାନଙ୍କ ନିମନ୍ତେ ବସାଯାଇଥିବା ଶୁଦ୍ଧ ପିଇବା ପାଣି ଟ୍ୟାପ୍‌…

ଚୋରା ବାଲି ଚାଲାଣ ଯୋଗୁ ନଷ୍ଟ ହେଉଛି ଘେରିବନ୍ଧ

ଯାଜପୁର ଟାଉନ,୪-୯(ଡି.ଏନ୍‌.ଏ.)- ଚୋରା ବାଲି ଚାଲାଣ ଯୋଗୁ ଜଳସମ୍ପଦ ବିଭାଗର ୧୯କୋଟି ଟଙ୍କା ବ୍ୟୟରେ ନିର୍ମିତ ଘେରିବନ୍ଧ ନଷ୍ଟ ହେଉଛି। ଯାଜପୁର ବ୍ଲକ ଅଧିନସ୍ଥ ପଣସା ପଞ୍ଚାୟତର ବୈତରଣୀ ପଠାରୁ ଦୀର୍ଘବର୍ଷ ଧରି ଚୋରା ବାଲି ଚାଲାଣ କରାଯାଉଛି। ପ୍ରାୟ ଦୈନିକ…

ପ୍ୟାକ୍ସରେ ଦୁର୍ନୀତି, ପ୍ରିୟାପ୍ରୀତି ମାମଲା:୩ବର୍ଷ ହେବ ମହିଳା ଚାଷୀଙ୍କୁ ମିଳିନି ଋଣ

ଯାଜପୁର ଅଫିସ,୪-୯:ଯାଜପୁର ଜିଲାର ବିଭିନ୍ନ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ)ରେ ଦୁର୍ନୀତି ଓ ପ୍ରିୟାପ୍ରୀତିକୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇ ଆସିଛି। ଏବେ ପୁଣି ଚାଷୀଙ୍କୁ ୩ବର୍ଷ ହେଲା କୃଷି ଋଣ ମିଳୁ ନ ଥିବା ନେଇ ଅଭିଯୋଗ…

ସିଂହଦ୍ୱାର ନିକଟରେ ସାଧୁସନ୍ଥଙ୍କ ଚେତାବନୀ: ଜୀବନ ଦେବୁ ପଛେ ମଠ ଛାଡ଼ିବୁନି

ପୁରୀ ଅଫିସ, ୩ା୯: ଜୀବନ ଦେବୁ ପଛେ, ମଠ ଛାଡ଼ିବୁନି। ମୋଗଲ ଶାସନ ହାଏ ହାଏ…। କଳାପାହାଡ଼ ଶାସନ ଚଳିବ ନାହିଁ, ଯଦି ଚଳିବ ନିଅଁା ଜଳିବ। ମଙ୍ଗଳବାର ଅପରାହ୍ନରେ ଏମିତି କିଛି ପ୍ରଶାସନ ବିରୋଧୀ ନାରା ଶୁଣିବାକୁ ମିଳିଥିଲା ସିଂହଦ୍ୱାର…

ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ

ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ…

ଗୋଟିଏ ରାତିରେ ୩ଟି ଘରୁ ଲୁଟ୍‌

ପାଲଲହଡା,୩।୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ସଦର ମହାକୁମାସ୍ଥିତ ଉଦୟପୁର ଗ୍ରାମର ଦୁର୍ଯ୍ୟୋଧନ ଗଡନାୟକ, ଚିନ୍ମୟ କୁମାର ସାହୁ ଏବଂ ଗୁରୁଚରଣ ବେହେରାଙ୍କ ଘରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଗ୍ରୀଲ ତାଡି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା…

ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍‌

ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ…

ନୂଆଗାଁ ଗ୍ରାମରେ ବଜ୍ରପାତ, ୪ ଗୁରୁତର

ପାଲଲହଡା,୩।୯(ଡି.ଏନ.ଏ.)-ପାଲଲହଡା ବ୍ଲକ ଅଲୋରୀ ପଞ୍ଚାୟତ ଖମାର ଥାନା ନୂଆଗାଁ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଘଟି ଗୋଟିଏ ପରିବାରର ୪ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଫୁଲ କଳା, ଶୁକ୍ରା କଳା, ସୁଭଦ୍ରା କଳା ଏବଂ ସୋମବାରୀ କଳା।…

ନିଲମ୍ବନର ପ୍ରତିବାଦ: ଗୁରୁଦିବସରେ ଆତ୍ମ ଉତ୍ସର୍ଗ କରିବେ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ

ଖୋର୍ଦ୍ଧା ଅଫିସ, ୩।୯: ନିଲମ୍ବନର ପ୍ରତିବାଦ କରି ଗୁରୁଦିବସରେ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ (ଡିପିସି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖୋର୍ଦ୍ଧା ବ୍ଲକ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଚିତା ନନ୍ଦ ଖାଡଙ୍ଗା ଆତ୍ମ ଉତ୍ସର୍ଗ କରିବେ ବୋଲି ଚେତାବନୀ ଦେଇଛନ୍ତି।…

ପେଟାଗୁଡ଼ା ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି,୩ା୯(ଡି.ଏନ.ଏ.)- ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିଠାରୁ ୩ କିମି ଦୂର ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଜି.ଉଦୟଗିରି ଥାନା ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର…

ମାଡ଼ ମାରିବା ଅଭିଯୋଗରେ ଯୁବକଙ୍କୁ କୋର୍ଟଚାଲାଣ

ଗୋପାଳପୁର,୩ା୯-ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିବା, ଦୁର୍ବ୍ୟବହାର କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରିଛି। ସେ ହେଲେ ଡିଲେସୁ ପ୍ରଧାନ (୨୫)। ଏହି ଥାନା ତାରିଣୀପେଣ୍ଠ ଗ୍ରାମର କୃଷ୍ଣ ପ୍ରଧାନଙ୍କ ସହିତ ଡିଲେସୁ ସୋମବାର ସନ୍ଧ୍ୟା ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?