ଆମ ଜିଲା ଖବର

କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର

ନୂଆପଡ଼ା ଅଫିସ,୨୧।୪-ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଭଏଁଷାଟାଲ ଗ୍ରାମପଞ୍ଚାୟତ ଭଣ୍ଡାରପୁରୀ ଗାଁ ମଝିରେ ଥିବା ଏକ ବୃହଦାକାୟ ପିପଲ ଗଛ କାଳ ବୈଶାଖୀ ପ୍ରଭାବରେ ଭାଙ୍ଗି ପଡି ଘର ଉପରେ ପଡିବାରୁ ମା’ଝିଅଙ୍କ ମୃତ୍ୟୁ ଘଟିଛି। ବାପା ପୁନିତରାମ ଗୁରୁତର ଆହତ…

ଶେଷ ପର୍ଯ୍ୟାୟରେ ପ୍ରଶାସନର ନିର୍ବାଚନ ପ୍ରସ୍ତୁତି: ଆଜି ମତଦାନ କେନ୍ଦ୍ରକୁ ଯିବେ ପୋଲିଂ ପାର୍ଟି

ଅନୁଗୋଳ ଅଫିସ, ୨୧।୪- ଅନୁଗୋଳ ଜିଲାରେ ସାଧାରଣ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଭିନ୍ନ ମତଦାନ କେନ୍ଦ୍ରକୁ ରବିବାର ଠାରୁ ନିର୍ବାଚନ ପରିଚାଳନା ଅଧିକାରୀମାନେ ଯିବେ ବୋଲି ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।…

ଜଙ୍ଗଲରେ ନିଆଁ

ମାଲକାନଗିରି, ୨୧ା୪ (ସ୍ବ.ପ୍ର.)-  ମାଲକାନଗିରି ଜିଲା ବନବିଭାଗର ବିଭିନ୍ନ ସ୍ଥାନରେ ଥିବା ଜଙ୍ଗଲରେ  ନିଆଁ ଲାଗିଛି। ବିଭାଗର ୬ଟି ରେଞ୍ଜ୍‌ର କର୍ମଚାରୀମାନେ ନିଆଁ ଲିଭାଇବା କାର୍ଯ୍ୟରେ ଲାଗିଛନ୍ତି। ନିଆଁ ଯୋଗୁ ଜଙ୍ଗଲର ନାହିଁ ନ ଥିବା କ୍ଷତି ଘଟିଛି। ଏ ନେଇ ମାଲକାନଗିରି…

କେନ୍ଦ୍ର ନେଉଛି କୋଇଲା ଟଙ୍କା, ଓଡ଼ିଶା ପାଉଛି ପ୍ରଦୂଷଣ

ତାଳଚେର/କଣିହାଁ/ଛେଣ୍ଡିପଦା/ପବିତ୍ରନଗର/ ମାଧପୁର/ପାଲଲହଡ଼ା, ୨୧।୪-  ଶିଳ୍ପ ସମୃଦ୍ଧ ଅନୁଗୋଳର କୋଇଲାରୁ କେନ୍ଦ୍ର ହଜାର ହଜାର କୋଟି ଟଙ୍କା ନେଉଛି। ହେଲେ ଓଡ଼ିଶା ଧୂଳି, ଧୂଆଁ ଯୋଗୁ ପ୍ରଦୂଷିତ ହେଉଛି । ଏନ୍‌ଟିପିସି, ଏମ୍‌ସିଏଲ୍‌ ଭଳି ପ୍ରକଳ୍ପରୁ କେନ୍ଦ୍ର ସରକାର ଲାଭାନ୍ବିତ ହେଉଥିବାବେଳେ ଏଠାକାର…

ନିଖୋଜ ମହିଳାଙ୍କ ମୃତଦେହ ପୁଣେରୁ ଉଦ୍ଧାର, ହତ୍ୟା ସନ୍ଦେହ

ପାତ୍ରପୁର,୨୧ା୪(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶ ମଞୁଷାଗଡ଼ ମହାଦେଇପୁର ଗ୍ରାମରେ ବିବାହ କରିଥିବା କେ. ନୂଆଗଁା ଫାଣ୍ଡି ବୀରସିଂହଲକ୍ଷ୍ଣୀନାରାୟଣପୁର ଗ୍ରାମର ପୀତାମ୍ବର ପ୍ରଧାନଙ୍କ ଝିଅ ପ୍ରିୟଙ୍କା(୨୦) ଗତ ମାର୍ଚ୍ଚ ୧୧ରେ ଜରଡ଼ା ଥାନା ସାମନ୍ତିଆପଲ୍ଲୀ ଭରତପତି କଲେଜକୁ ପରୀକ୍ଷା ଦେବାକୁ ଆସି ନିଖୋଜ ହୋଇଯାଇଥିଲେ। ଏନେଇ ପୀତାମ୍ବର…

କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସଙ୍ଗ : ଏଡିଏମ୍‌ଙ୍କୁ ଭେଟିଲେ ଛତ୍ରପୁରର ବୁଦ୍ଧିଜୀବୀ

ଛତ୍ରପୁର,୨୧ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ଆବଶ୍ୟକ ପଦକ୍ଷେପ ନେଇ ପ୍ରଶାସନ ପକ୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନକୁ ଅବଗତ କରିବାକୁ ଶନିବାର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି। ଏନେଇ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କୁ…

ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଫେରାର

ହିଞ୍ଜିଳିକାଟୁ,୨୧ା୪(ଡି.ଏନ୍‌.ଏ.):  ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ନେଇ ହିଞ୍ଜିଳି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଚଳାଇଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ ସୂଚନା ଦେଇଛନ୍ତି। ଯେ, ହିଞ୍ଜିଳି…

ଏସ୍‌ଡବ୍ଲ୍ୟୁଏମ୍‌ ପ୍ରକଳ୍ପ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ,୨୧ା୪-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନିର୍ମାଣାଧୀନ ଥିବା କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ(ଏସ୍‌ଡବ୍ଳ୍ୟୁଏମ) କାର୍ଯ୍ୟର ଏକ ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି କାର୍ଯ୍ୟାଳୟ ସ୍ବତନ୍ତ୍ର ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ…

୫ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଜି.ଉଦୟଗିରିି,୨୧ା୪(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ୧୪ବର୍ଷର ନାବାଳକଙ୍କୁ ଜି.ଉଦୟଗିରି ପୋଲିସ ମେଡିକାଲରେ ଡାକ୍ତରୀ ମାଇନା ପରେ ଫୁଲବାଣୀ ଜୁଭେନାଇଲ କୋର୍ଟରେ…

ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ

କେନ୍ଦୁଝର,୨୧ା୪(ସ୍ବ.ପ୍ର.): ଉପଯୁକ୍ତ ପରିଚାଳନା ଅଭାବରୁ କେନ୍ଦୁଝର ସହରରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହୋଇପଡିଛି। ମାଧପୁର ଓ ଶିରିପୁର ରାସ୍ତାରେ ଶନିବାର ଦୀର୍ଘ ଘଣ୍ଟା ଧରି ରାସ୍ତା ଜାମ ଯୋଗୁ ଯାତାୟାତ ବ୍ୟାହତ ହୋଇଥିଲା। ରାସ୍ତା ନିର୍ମାଣ କାମ ଚାଲିଥିବା ବେଳେ ଦିନ…

ଯୋଡ଼ାରେ କଂଗ୍ରେସର ପ୍ରଚାର

ଯୋଡ଼ା, ୨୧ା୪(ଡି.ଏନ.ଏ.): ଚମ୍ପୁଆ ନିର୍ବାଚନମଣ୍ଡଳୀର ଯୋଡ଼ାଠାରେ ଶନିବାର ନିର୍ବାଚନ ପ୍ରଚାରକୁ କଂଗ୍ରେସ ଜୋରଦାର କରିଛି।  ଦଳୀୟ ପ୍ରାର୍ଥୀ ଯଦୁମଣି ବାରିକଙ୍କ ସହିତ କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ନିହାର ରଞ୍ଜନ ରାଉତ ସମର୍ଥକଙ୍କ ଗହଣରେ ଯୋଡ଼ା ମାର୍କେଟ, ମୁସଲିମ୍‌ ବସ୍ତି ଓ…

ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ: ୨ ପ୍ରାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭଦ୍ରକ ଅଫିସ, ୨୧।୪ – ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୯ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଗତ ମାର୍ଚ୍ଚ ୧୦ରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଭାଜପାର ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri