ଆମ ଜିଲା ଖବର

ବୌଦ୍ଧ ଇଷ୍ଟଦେବୀ ମା’ ଭୈରବୀଙ୍କ ପୀଠରେ ନବାନ୍ନ ଲାଗି

ବୌଦ୍ଧ,୩।୯(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାର ଭାଇଚାରାର ପର୍ବ ତଥା କୃଷିଭିତ୍ତିକ ପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ହୋଇଉଠିଛି ବୌଦ୍ଧ ସହର। ମଙ୍ଗଳବାର ସକାଳ ୯ଟା ସମୟରେ ବିରାଟ ପଟୁଆର ସହ ମହାନଦୀରୁ ଜଳ ଆସିଥିଲା। ନବାନ୍ନ ଭୋଗ ପ୍ରସ୍ତୁତି ପରେ ଦିନ ୧୦ଟା…

ଛାବିରି ନଦୀରେ ଭାସିଯାଇ ବ୍ୟକ୍ତି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଡମ୍ବତୁରୁଜିଂ ଗ୍ରାମର ଚିନ୍ତାମଣି ମୁଦୁଲି (୪୫) ସୋମବାର ରାତିରେ ଛାବେରି ନଦୀରେ ଭାସିଯାଇଥିଲେ । ଏ ନେଇ ଖବର ପାଇ ଜିଲା ଜରୁରୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନିଦ୍ଦେର୍ଶ କ୍ରମେ ବିସିଂପୁର ପୋଲିସ ଓ…

କୋଇଲା ଉଦ୍ୟୋଗରେ ଶତପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତିବାଦରେ କୋଇଲା ଖଣି ଅଫିସ ସମ୍ମୁଖରେ ବିକ୍ଷୋଭ

ତାଳଚେର,୩।୯(ନି.ପ୍ର.): କୋଇଲା ଉଦ୍ୟୋଗରେ ଶତପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତିବାଦରେ ଅନୁଗୋଳ ଜିଲା ତାଳଚେର କୋଲ୍‌ଫିଲଡ୍ସରେ ଥିବା ସମସ୍ତ କୋଇଲା ଖଣିର ଟାଇମ ଅଫିସ ଓ ଏରିଆ ଅଫିସ ସମ୍ମୁଖରେ ମଙ୍ଗଳବାର ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୩୫ ମିମି ବର୍ଷା ହୋଇଥିବା ବେଳେ ସେମିଳିଗୁଡ଼ା ବ୍ଲକରେ ୭୫ ମିମି, ନନ୍ଦପୁର…

ଖାଲଖମା ରାସ୍ତା: ମରାମତି ଦାବି

ଚନ୍ଦ୍ରଗିରି,୩।୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ମାଣିକପୁର ଇନ୍ଦିରା ଆବାସ ହନୁମାନ ମନ୍ଦିର ସମ୍ମୁଖ ବୁଲାଣିଆ ରାଜରାସ୍ତା ବର୍ଷାରେ ଧୋଇହୋଇ ଖାଲଖମା ହୋଇଯାଇଛି। ଅନ୍ୟପଟେ ଉକ୍ତ ରାସ୍ତା ପାର୍ଶ୍ୱରେ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ପାଣି ଜମି ରହୁଥିବା ଅଭିଯୋଗ ହୋଇଛି।…

ଗଜପତିଙ୍କ ଗୁରୁ ଗାଦି ଥିଲା ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଭାଙ୍ଗିବ ବଡ଼ ଆଖଡା ମଠ। ଶ୍ରୀକ୍ଷେତ୍ରର ପୁରାତନ ମଠ ମଧ୍ୟରୁ ଏହା ଅନ୍ୟତମ। ଏହି ମଠର ଐତିହ୍ୟ ସମ୍ପର୍କରେ ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ର କହିଛନ୍ତି, ସର୍ବଭାରତୀୟସ୍ତରର…

ଆଜି ଭଙ୍ଗାଯିବ ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିର ସୁରକ୍ଷା ଆଉ ପୁରୀ ସହରର ବିକାଶ ପାଇଁ ମାଟିରେ ମିଶିବ ଆଉ ଏକ ଐତିହ୍ୟ। ତୃତୀୟ ମଠ ଭାବେ ସତ୍ତା ହରାଇବ ସିଂହଦ୍ୱାର ନିକଟ ବହୁ ପୁରାତନ ବଡ଼ ଆଖଡ଼ା ମଠ। ପୂର୍ବରୁ ଲଙ୍ଗୁଳି ମଠ ଭଙ୍ଗା…

ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର

ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ। ଇଷ୍ଟଦେବୀ ସମଲେଇଙ୍କ ନିକଟରେ ମଙ୍ଗଳବାର ନବାନ୍ନ ଭୋଗ ଲାଗିବ। ଏତଦ୍‌ବ୍ୟତୀତ ପଶ୍ଚିମ ଓଡ଼ିଶା…

ଚାକିରୀ ନୁହେଁ କୌଳିକ ବୃତ୍ତି ଦେଇଛି ପରିଚୟ ଜୋତା ସିଲାଇ କରି ପରିବାର ଚଳାଉଛନ୍ତି ଶିକ୍ଷିତ ଯୁବକ

ରସୁଲପୁର,୩।୯(ଡି.ଏନ୍‌.ଏ.)- ସମ୍ପ୍ରତି ଦେଶ ଓ ରାଜ୍ୟରେ ବେକାରୀ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଶିକ୍ଷିତ ଯୁବତୀଯୁବକମାନେ ସରକାରୀ ଚାକିରୀ ପଛରେ ଗୋଡ଼େଇ ଗୋଡ଼େଇ ହତାଶ ହେଉଛନ୍ତି। ଅନେକ ଚାକିରୀ ନ ପାଇ ଦେଶ ଓ ରାଜ୍ୟ ବାହାରକୁ ଯାଇ ଦାଦନ ଖଟୁଛନ୍ତି।…

ଶିକ୍ଷା ବିଭାଗର ବିଚିତ୍ର ନୀତି: ବଳି ପଡ଼ୁଛନ୍ତି ଗରିବ ମେଧାବୀ

ଯାଜପୁର ଅଫିସ,୩ା୯- ବହୁ ଗରିବ ମେଧାବୀ ଛାତ୍ରୀଛାତ୍ର ଉଚ୍ଚ ଶିକ୍ଷା ଅଭାବରୁ ନିଜ ପ୍ରତିଭାକୁ ହରାଇ ବସୁଥିବା ଅନେକ ନଜିର ରହିଛି। ମାତ୍ର କେନ୍ଦ୍ର ଓ ରାଜ୍ୟ ସରକାରୀ କର୍ମଚାରୀ, ସେନା କର୍ମଚାରୀଙ୍କ ପିଲାଙ୍କୁ କେନ୍ଦ୍ରୀୟ, ନବୋଦୟ ଓ ଆଦର୍ଶ ବିଦ୍ୟାଳୟରେ…

ଡାଉନ୍‌ଷ୍ଟ୍ରିମ ଶିଳ୍ପ ପ୍ରତି ଅନାଗ୍ରହ ବୁଡ଼ିବାକୁ ବସିଛି କଳିଙ୍ଗନଗର ଶିଳ୍ପ ସ୍ଥାନୀୟ ନେତୃତ୍ୱ, ସରକାରଙ୍କ ଅସହଯୋଗ ଦାୟୀ

ଯାଜପୁର ଅଫିସ,୩ା୯- କୃଷି ପରେ ଦେଶର କର୍ମ ନିଯୁକ୍ତି କ୍ଷେତ୍ରରେ ବଡବଡ ଶିଳ୍ପ ସମେତ ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବଡ଼ ଭାଗିଦାରୀ ତୁଲାଇ ଆସୁଛି। ଅର୍ଥନୀତି ଅଭିବୃଦ୍ଧିର ଏହି କ୍ଷେତ୍ରରେ ଯୋଗଦାନ ବିଶେଷ ଗୁରୁତ୍ୱ ରଖେ। ସେହି…

ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନ ନାମ ପରିବର୍ତ୍ତନ ପ୍ରସ୍ତାବ ଯାଜପୁରରୋଡ: ଡୋଲିପୁର ନାମରେ ନାମିତ ଦାବି ଡିଆରଏମ୍‌ଙ୍କୁ ଭାଜପା ବ୍ୟାସନଗର ମଣ୍ଡଳର ଦାବିପତ୍ର

ଯାଜପୁର ଅଫିସ,୩।୯- ଓଡ଼ିଶା ଦେଇ ଯାଇଥିବା ହାୱଡା-ଚେନ୍ନାଇ ମୁଖ୍ୟ ରେଳଲାଇନର କଟକ ଓ ଭଦ୍ରକ ମଧ୍ୟରେ ଥିବା ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନର ନାମକୁ ଯାଜପୁର ରେଳଷ୍ଟେଶନ ନାମରେ ନାମିତ ପ୍ରସ୍ତାବ ଭାଜପା ପକ୍ଷରୁ ବିରୋଧ କରାଯାଇଛି। ଅଗଷ୍ଟ ୨୮ରେ ଧରିତ୍ରୀରେ ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?