ଆମ ଜିଲା ଖବର

ଦୁଇ ଛାତ୍ରଙ୍କ ଦୁଃସାହସ, ବୁଡ଼ିଯାଉଥିବା ଛାତ୍ରଙ୍କୁ ବଞ୍ଚାଇଲେ

କୋରେଇ,୩ା୯(ସ୍ବ.ପ୍ର.)- କୋରେଇ ବ୍ଲକ ଅନ୍ତର୍ଗତ ସାଦକପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ର ସୋମବାର ପୋଖରୀରେ ବୁଡିଯାଉଥିବା ବେଳେ କୋରାଇ ନୋଡାଲ ହାଇସ୍କୁଲର ଦୁଇ ଛାତ୍ର ତାଙ୍କୁ ଉଦ୍ଧାର କରି ସାହସିକତାର ପ୍ରମାଣ ଦେଇଛନ୍ତି। ପ୍ରକାଶ ଯେ, ସାଦକପୁର ପ୍ରାଥମିକ ବିଦ୍ୟାଳୟର ପ୍ରଥମ…

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ବିଗୁଡୁଛି ଖଣି ଅଞ୍ଚଳ ଆର୍ଥିକ ପରିସ୍ଥିତି : ଲାଗି ରହିଛି ଅଚଳାବସ୍ଥା

କାଳିଆପାଣି,୩ା୯(ଡି.ଏନ୍‌.ଏ.)- କ୍ରୋମାଇଟ ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଲାଗି ରହିଥିବାରୁ ଅଞ୍ଚଳର ଆର୍ଥିକ ପରିସ୍ଥିତି ବିଗିଡିବାରେ ଲାଗିଛି ା ୧୪ ଦିନ ଧରି ଅଚଳାବସ୍ଥା ହେବାରୁ ଶ୍ରମିକ, କର୍ମଚାରୀ, ଟ୍ରକ୍‌ ମାଲିକ ନାହଁି ନ ଥିବା ଅସୁବିଧାର…

ଫୁଲ ତୋଳିବାକୁ ଯାଇ ପୋଖରୀରେ ବୁଡ଼ମଲେ ବୃଦ୍ଧ

ସୁକିନ୍ଦା,୩ା୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଆମ୍ପଳବା ଗ୍ରାମର ପଦ୍ମପୋଖରୀରେ ବୁଡି ରବିବାର ସନ୍ଧ୍ୟାରେ ଢେଙ୍କାନାଳ ଜିଲା ଭୁବନ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେନାପତି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସୋମବାର ସକାଳେ ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ସହ ଖୁଖୁନ…

ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ବିନାୟକଙ୍କ କାଳଜୟୀ ସୃଷ୍ଟି ଓଡ଼ିଆ ସାହିତ୍ୟର ଅମୂଲ୍ୟ ରତ୍ନ

ନୟାଗଡ଼ ଅଫିସ,୩ା୯- ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ତଥାସ୍ତୁର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ସାରସ୍ବତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ସୋମବାର ନୟାଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ତଥାସ୍ତୁର ସଭାପତି ବସିରନ୍‌ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…

ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ଠାରୁ ଟଙ୍କା ନେବା ଭିଡିଓ ଭାଇରାଲ ପ୍ରସବ କରାଇଦେବା ପାଇଁ ନେଲେ ୫ ହଜାର

ନୟାଗଡ଼ ଅଫିସ,୩।୯-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି। ଜଣେ ମହିଳାଙ୍କୁ ପ୍ରସବ କରାଇଦେବା ପାଇଁ ଡାକ୍ତର, ଆଟେଣ୍ଡାଣ୍ଟ ଓ ଆଶା ଦିଦି ମିଶି ୫୦୦୦ ଟଙ୍କା ନେଇଥିବା ଓ ଷ୍ଟିଚ୍‌ ଖୋଲିବା ପରେ ଆଉ ୨୦୦…

ପରମ୍ପରା : ନୀଳମାଧବ ପୀଠରେ ବାଲି ତୃତୀୟା ବ୍ରତ

ଖଣ୍ଡପଡା,୩ା୯(ସ୍ବ.ପ୍ର.): ଭାଦ୍ର ଶୁକ୍ଳପକ୍ଷ ତୃତୀୟା ତିଥି ରବିବାର କଣ୍ଟିଲୋ ନୀଳମାଧବ ପୀଠରେ ବାଲି ତୃତୀୟା ବ୍ରତ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ବିବାହିତା ମହିଳାମାନେ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଏହି ବ୍ରତ ପାଳନ କରିଥାନ୍ତି । କେତେକ…

ଅର୍ଦ୍ଧଗଣେଶ୍ୱର ମୂର୍ତ୍ତି ଆକର୍ଷଣ

ବନ୍ତ, ୩।୯ (ସ୍ବ.ପ୍ର./ଡି.ଏନ.ଏ.)- ବନ୍ତ ବ୍ଲକର ବିଭିନ୍ନ ସ୍ଥାନରେ ଗଣେଶ ପୂଜା ଅନୁଷ୍ଠିତ ହୋଇଛି। ଆଗରପଡ଼ା ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ ଓ ଯୁବକ ସଂଘରେ ପୂଜାର୍ଚ୍ଚନା କରାଯାଇଥିଲା। ସକାଳେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ନୂତନ ବସ୍ତ୍ର ପରିଧାନ କରି ହାତରେ ପୂଜା…

୪୫୦ ବର୍ଷର ନିଆରା ପରମ୍ପରା: ବୁଢ଼ା ଗଣେଶଙ୍କୁ ୧୫୧ ଥାଳି ଭୋଗ ସମର୍ପଣ

ଆରଡ଼ି, ୩।୯ (ଡି.ଏନ.ଏ.)- ଗଣେଶ ଚତୁର୍ଥୀରେ ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିର ବେଢ଼ାର ଦକ୍ଷିଣପାର୍ଶ୍ୱରେ ଥିବା ଶ୍ରୀ ବୁଢ଼ା ଗଣେଶଙ୍କୁ ସ୍ବତନ୍ତ୍ର ପୂଜା କରାଯାଇଛି। ଏଠାରେ ନିଆରା ପରମ୍ପରା ଅନୁଯାୟୀ ପ୍ରଭୁଙ୍କୁ ୧୫୧ ଥାଳି ଭୋଗ ସମର୍ପଣ କରାଯାଇଛି। ବିଧି…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ଶ୍ମଶାନରୁ ହାଡ଼ ପାଉଁଶ ଜବତ

କୁଆମରା,୩ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଆରପଟା ପଞ୍ଚାୟତ ଅନ୍ତର୍ଗତ ବଡବଧା ଗ୍ରାମର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲିସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି। ଶ୍ମଶାନରୁ ହାଡ଼ପାଉଁଶ ଜବତ କରି ସୋମବାର ୨୦ରୁ ଅଧିକ ଲୋକଙ୍କୁ ଥାନାକୁ…

ଭଙ୍ଗା ମନ୍ଦିରରେ ୭୦ ମାଣ ଜମିର ମାଲିକ

ବାରିପଦା ଅଫିସ/କପ୍ତିପଦା,୩ା୯(ଡି଼.ଏନ୍‌.ଏ)- ସମ୍ପତ୍ତି ଅଛି, ମାତ୍ର ଟ୍ରଷ୍ଟ ବୋର୍ଡ ପାଇଁ କ୍ଷମତା ଲଢେଇ ଓ ପରିଚାଳନାଗତ ତ୍ରୁଟିକୁ ନେଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କୁଳିଅଳମ ଗ୍ରାମରେ ଥିବା ଗୋପୀନାଥ ଜୀଉ ମନ୍ଦିର ଅବହେଳିତ ହୋଇ ପଡିଛି। ଏହି ମନ୍ଦିରରେ…

ଓଭରବ୍ରିଜ୍‌ ସୁରକ୍ଷା ଚିନ୍ତା: ଅଣ୍ଟା ଭିଡ଼ିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୩।୯ – ବାଲେଶ୍ୱର ଫକୀରମୋହନ ଗୋଲେଇଠାରୁ ସହଦେବଖୁଣ୍ଟା ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଗତ ୧୯୮୪ରେ ଲୋକାର୍ପିତ ଓଡ଼ିଶାର ପ୍ରଥମ ଓଭରବ୍ରିଜ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ସୁରକ୍ଷା ଓ ମରାମତି ଲାଗି କୌଣସି ଠୋସ ପଦକ୍ଷେପ ନିଆଯାଉ ନ ଥିବାରୁ ସିଭିଲ୍‌…

ସାଡ଼ିଙ୍ଗିଆ, ପାଙ୍ଗା ପଞ୍ଚାୟତରେ ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ, ୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ଓ ପାଙ୍ଗା ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ପୋଷ୍ଟର ଲଗାଇଛନ୍ତି। କେକେବିଏନ ଡିଭିଜନର କାନ୍ଥ ପତ୍ରିକା (ୱାଲ ମାଗାଜିନ) ବିପ୍ଲବୀ ଡେଙ୍ଗୁରା ନାମରେ ରବିବାର ରାତିରେ ଏସବୁ ପୋଷ୍ଟର ଲଗାଯାଇଛି ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?