ଆମ ଜିଲା ଖବର

ବିରୋଧୀ ଦଳ ନେତାଙ୍କୁ ଉପେକ୍ଷା କରୁଛି ବିଏମ୍‌ସି

ବ୍ରହ୍ମପୁର ଅଫିସ,୩ା୯-ବ୍ରହ୍ମପୁର ମହାନଗର ନିଗମ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ରାଜନୀତି କରାଯାଇଛି। ନିଗମ କାର୍ଯ୍ୟାଳୟ ଏବଂ ଟାଉନ ହଲରେ ଆୟୋଜିତ ସମାରୋହରେ କେବଳ ଶାସକ ବିଜେଡି ନେତାଙ୍କୁ ଡ଼କାଯାଇ ବିରୋଧୀ ଦଳକୁ ଉପେକ୍ଷା କରାଯାଇଛି। ସୋମବାର ଜିଲା କଂଗ୍ରେସ ଓ…

ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଆନ୍ଦୋଳନ ଡାକରା

ବ୍ରହ୍ମପୁର ଅଫିସ୍‌,୩ା୯-ଫୋରମ୍‌ ଫର୍‌ ଗଞ୍ଜାମର ଏକ ସାଧାରଣ ବୈଠକ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ସଂଯୋଜକ ସୁଧୀର କୁମାର ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ । ବୈଠକରେ ଜିଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷକରି ଜିଲାରେ…

ଅକ୍ଟୋବର ୨ରୁ ମୋ ସରକାର: ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କର: ଡିଆଇଜି

ଛତ୍ରପୁର,୩ା୯(ଡି.ଏନ୍‌.ଏ.)-ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକାରୀ ହେବା ବ୍ୟବସ୍ଥାରେ ସ୍ବଚ୍ଛତା ଆଣିବା ଏହାର ଲକ୍ଷ୍ୟ ା ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ‘ମୋ ସରକାର’ କାର୍ଯ୍ୟକ୍ରମ ଘୋଷଣା କରିଥିଲେ। ସୋମବାର ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଏହାର…

ମଧ୍ୟାହ୍ନରେ ଆରଟିଓ, ରାତିରେ ପୋଲିସ ପକ୍ଷରୁ ଯାଞ୍ଚ:ପ୍ରଥମ ଦିନରେ ୧୩ ହଜାର ଜରିମାନା ଆଦାୟ

ଅନୁଗୋଳ ଅଫିସ, ୩।୯ ଭାରତ ସରକାରଙ୍କ ସଂଶୋଧିତ ମୋଟରଯାନ ଆଇନ ସେପ୍ଟେମ୍ବର ପହିଲାରୁ ଲାଗୁ ହେଉ ହେଉ ଅନୁଗୋଳ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ସହରରେ ଯାଞ୍ଚ କଡ଼ାକଡ଼ି କରାଯାଇଛି। ରବିବାର ଏହି ଆଇନ ଉଲ୍ଲଂଘନ କରିଥିବା ୧୨ଜଣଙ୍କଠାରୁ ୧୩…

୧୦ ଦିନ ତଳୁ ଆସିଛି ବଦଳି ଚିଠି, ଛୁଟି ଦିନରେ ପ୍ରଘଟ:ବଦଳିବେ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ

ଅନୁଗୋଳ ଅଫିସ, ୩।୯ ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କ ବଦଳି ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି ନଂ ୧୫୨୬୪/୨୨.୮.୨୦୧୯ରେ ଏହି ବଦଳି ନିର୍ଦ୍ଦେଶ ଦିଆଯାଇଥିବା ସୋମବାର ଜଣାପଡ଼ିଛି। ତେବେ ୧୦ ଦିନ…

ଅବହେଳିତ ନୂଆହତା ଗୋଚ୍ଛାୟତସାହି : ସୁଧୁରୁନି ରାସ୍ତା ସମସ୍ୟା

ବଅଁରପାଳ, ୩।୯ (ଡି.ଏନ୍‌.ଏ) – ସମସ୍ୟା ଘେରରୁ ମୁକୁଳି ପାରୁନି ବଅଁରପାଳ ବ୍ଲକ ମହକୁମା ନିକଟସ୍ଥ ନୂଆହତା ଗୋଚ୍ଛାୟତସାହି। ପାନୀୟ ଜଳ, ରାସ୍ତା ପରି ମୌଳିକ ସୁବିଧା ସାହିବାସୀଙ୍କ ନିକଟରେ ପହଞ୍ଚି ପାରୁନି। ଏଥିଯୋଗୁ ବିଭିନ୍ନ ଅସୁବିଧାରେ ଲୋକେ ହନ୍ତସନ୍ତ ହେଉଛନ୍ତି।…

ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀଙ୍କ ଅଭିଯୋଗ

(ଦୀନେଶ କୁମାର ଦେହୁରୀ) ବନ୍ତଳା,୩ା୯ ହିଂସାର ପଥ ପରିତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତକୁ ଫେରିଥିବା ଜଣେ ମହିଳା ମାଓବାଦୀଙ୍କୁ ଏଯାଏ ମିଳିନି ସମସ୍ତ ସରକାରୀ ସହାୟତା। ଏପରି କି ରହିବା ପାଇଁ ଘର କି ଚଳିବା ପାଇଁ କାମ ଯୋଗାଇ…

ବରିଷ୍ଠ ନାଗରିକ ପରିଷଦର ବୈଠକ:ଅବସରପ୍ରାପ୍ତ ଜିଲା ଜଜ୍‌ଙ୍କୁ ସଭାପତି ଦାୟିତ୍ୱ

ଢେଙ୍କାନାଳ ଅଫିସ,୩ା୯ ଢେଙ୍କାନାଳ ଭାଗୀରଥିସାଗର ନିକଟସ୍ଥ ପିପାର ସଭା ଗୃହରେ ସଂଘ ସଭାପତି ଦୁର୍ଗା ଚରଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ରବିବାର ଜିଲା ବରିଷ୍ଠ ନାଗରିକ ପରିଷଦର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲାର ବିଭିନ୍ନ ପ୍ରାନ୍ତରୁ ବହୁ ସଭ୍ୟ ଯୋଗ ଦେଇଥିଲେ।…

ଶ୍ରୋତା ପରିଷଦର ରାଜ୍ୟସ୍ତରୀୟ ସମ୍ମିଳନୀ:ଆକାଶବାଣୀ କାର୍ଯ୍ୟକ୍ରମ ସଦା ଆଦରଣୀୟ

ଢେଙ୍କାନାଳ ଅଫିସ,୩ା୯ ଢେଙ୍କାନାଳ ଜିଲା ସଦର ବ୍ଲକ ପଶ୍ଚିମେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆକାଶବାଣୀ ଶ୍ରୋତା ପରିଷଦର ଏକ ରାଜ୍ୟସ୍ତରୀୟ ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଆକାଶବାଣୀ କାର୍ଯ୍ୟକ୍ରମ ସମୀକ୍ଷକ ତଥା ପୁରୀର ବରିଷ୍ଠ ଶ୍ରୋତା ଡା. ଅଜିତ କୁମାର ଦାସଙ୍କ ସଭାପତିତ୍ୱରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ସ୍ବାମୀ ଗିରଫ

ଡାବୁଗାଁ,୨।୯(ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସରଗୁଡା ଗ୍ରାମରେ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଟାଙ୍ଗିଆରେ ହାଣି ରବିବାର ବିଳମ୍ବିତ ରାତିରେ ହତ୍ୟା କରଛି। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ସ୍ବାମୀ ମାହାଙ୍ଗୁ…

ଟ୍ରେନ୍‌ରେ ଯାତ୍ରୀ ଛାଡିଥିବା ବ୍ୟାଗ ଦେଲା ଆରପିଏଫ୍‌

ଛତ୍ରପୁର,୨ା୯(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି ା ସୋମବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା କାଞ୍ଚିଲି ଥାନା ଅଧିନ କୋକିଲିପୁଟୁଗ ଗାଁର କ୍ଷେତ୍ରବାସୀ ସାହୁ ତିରୁପତି-ଭୁବନେଶ୍ୱର ଏକ୍ସପ୍ରେସରୁ ସୋମପେଟା ଷ୍ଟେଶନରେ…

ଜୁଆର ମାଡ଼ରେ ଭୁଷୁଡ଼ିଲା ନିର୍ମାଣାଧୀନ ଶୌଚାଳୟ

ଗୋପାଳପୁର,୨ା୯-ଗୋପାଳପୁର ବେଳାଭୂମିକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଉଛି। ଗତ ୩ ମାସ ହେଲା ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବେଳାଭୂମିରେ ନିର୍ମାଣ ଚାଲିଥିବା ଏକ ଶୌଚାଳୟ ଜୁଆର ମାଡ଼ରେ ଭୁଷୁଡ଼ି ପଡ଼ିଛି। ୭୬ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?