ଆମ ଜିଲା ଖବର

କଙ୍ଗାରୁ କୋର୍ଟରେ ମହିଳାଙ୍କୁ ବଜାର ଉପରେ କରିଦେଲେ ଛିଡ଼ା: ସହିପାରିଲେନି ବାପା ଶେଷରେ ନେଲେ ଚରମ ନିଷ୍ପତ୍ତି 

ଚାନ୍ଦବାଲି,୨୬।୧(କିଷାନ ପାତ୍ର): ସୀମା ଟପିଲା ବର୍ବରତା। ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ ବାପା ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ…

କ୍ରସର ବେଲ୍ଟରେ ଚାପିହୋଇ ଗଲା ଜୀବନ

ଖୋର୍ଦ୍ଧା,୨୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଝିଙ୍କିଝାରିରେ ଥିବା ମେଗା କ୍ରସର୍‌ରେ ଅଘଟଣ ଘଟିଛି। କ୍ରସର ବେଲ୍ଟରେ ଚାପିହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ପଶ୍ଚିମବଙ୍ଗ ରାଜ୍ୟ ନଦିଆ ଜିଲାର ହରନାଗର ବାରଭାଗେ ଗ୍ରାମର ଅବଦୁଲ ରହିମ…

ଅମରେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ବିଜେଡ଼ିର ମିଡ଼ିଆ ସେଲ ସଂଯୋଜକ ଭାବେ ଦାୟିତ୍ୱ ତୁଲାଇଥିଲାବେଳେ ବିଜୁ ଛାତ୍ର ଜନତା ଦଳ ଜିଲା ସଭାପତି ଭାବେ ହାଟଡ଼ିହୀ ବ୍ଲକ କଳିଙ୍ଗା ପଞ୍ଚାୟତର ଅମରେନ୍ଦ୍ର ଧଳଙ୍କୁ ନିଯୁକ୍ତି ଦିଆଯାଇଛି l ବିଜୁ ଜନତା ଦଳର ରାଜ୍ୟ…

ସାଧାରଣତନ୍ତ୍ର ଦିବସରେ ବଡ଼ ଅଘଟଣ: ଚୁଆରେ ବୁଡିଗଲେ ଶିଶୁକନ୍ୟା, ଆଉ ତା’ପରେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡି ପଞ୍ଚାୟତ ପାଡ଼ନକେତା ଗ୍ରାମରରେ ଘଟିଯାଇଛି ବଡ଼ ଅଘଟଣ । ଜଣେ ଶିଶୁ କନ୍ୟାଙ୍କ ଚୁଆର ଭରି ପାଣିରେ ବୁଡି ଅମୁଲ୍ୟ ଜୀବନ ଚାଲିଯାଇଛି। ମୃତ ଶିଶୁ କନ୍ୟା ହେଲେ…

ବରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ, ସମ୍ବିଧାନର ଲିଖିତ ଆଦର୍ଶକୁ ବଜାଜୟ ରଖି…

ବରଗଡ଼,୨୬ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ପାଳିତ ହୋଇଛି। ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ…

ମୋଦି-ମୋହନ ସରକାରଙ୍କ ଗୁଣଗାନ କଲେ ଭାଜପା କର୍ମୀ

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଭାଜପା କାର୍ଯ୍ୟାଳୟରେ ସଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି l ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଆଲୋକ ସେଠୀ, ସାଂସଦ ପ୍ରତିନିଧି ଜ୍ଞାନରଞ୍ଜନ ସାମନ୍ତସିଂହାର, ହରମୋହନ ଶାସିନି, ସୁନିଲ ନାୟକ,…

ଭାରତ ମାତା ପୂଜନ ଉତ୍ସବରେ ଓଲଟା ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୨୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ୧୪ ତମ ଭାରତମାତା ପୂଜନ ଉତ୍ସବ ପାଳନ ସହ ବନ୍ଦେ ମାତରଂର ୧୫୦ତମ ବର୍ଷ ପୂର୍ତ୍ତି ଅବସରରେ ନିଆରା ଢଙ୍ଗରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ…

ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର…

ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା

ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ। ଉଚ୍ଚ ଶିକ୍ଷା, କ୍ରୀଡା, ଯୁବସେବା, ଓଡ଼ିଆ ଭାଷା ସାହିତ୍ୟ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ…

ମୃତଦେହ ରଖି ରାସ୍ତାରୋକୋ: ଆନ୍ଦୋଳନକାରୀଙ୍କୁ ବିଧାୟକ, ଭାଜପା କାର୍ଯ୍ୟକର୍ତ୍ତା ଭେଟି…

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳନିଆଁ ବଜାରରେ ରବିବାର ଏକ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଏକ ସାଇକେଲ ଆରୋହୀଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ସାଇକେଲ ଆରୋହୀ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮)ଙ୍କ ମୃତ୍ୟୁଘଟିଥିଲା। ହାଇୱା ଧକ୍କାରେ ମୃତକଙ୍କ…

ବଲାଙ୍ଗୀରରେ ସାଧାରଣତନ୍ତ୍ର ସମାରୋହ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରି ଜିଲାପାଳ କହିଲେ…

ବଲାଙ୍ଗୀର,୨୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ମହକୁମାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଗାନ୍ଧୀନଗର ପଡ଼ାସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀ ଭବନ ସମ୍ମୁଖ ମହାତ୍ମା ଗାନ୍ଧୀ ମୂର୍ତ୍ତି ଓ ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ବୋଷଙ୍କ…

ଥାନାଠାରୁ ୫୦ ମିଟର ଦୂରରେ ୯ ଦୋକାନରୁ ଚୋରି

ଧର୍ମଶାଳା,୨୬ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନାଠାରୁ ୫୦ମିଟର ଦୂରରେ ଥିବା ବଜାରରେ ଥିବା ଦୋକାନଗୁଡ଼ିକ ମଧ୍ୟରୁ ପାଖାପାଖି ୯ରୁ ଅଧିକ ଦୋକାନରୁ ଚୋରି ହୋଇଥିବା ସୋମବାର ସକାଳୁ ଦେଖିବାକୁ ମିଳିଛି। ତେବେ ଚୋରି କରୁଥିବା ବେଳେ ଜଣଙ୍କୁ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?