ଆମ ଜିଲା ଖବର

ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣା: ରିଟେଲରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭଦ୍ରକ ଅଫିସ, ୨।୯ – ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣାରେ ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ରିଟେଲର ଶ୍ରୀଧର ସାହୁଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ପକ୍ଷରୁ ସମ୍ପୃକ୍ତ ରିଟେଲରଙ୍କ ବିରୋଧରେ…

୬ରେ କଳା ଦିବସ ପାଳିବ କୁଡୁମୀ ସେନା

ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ ଦିନରେ ଏହି ଦିବସକୁ କଳା ଦିବସ ରୂପେ ପାଳନ କରାଯାଉଥିବା ବେଳେ ସମଗ୍ର ରାଜ୍ୟରେ…

ନିମ୍ନମାନର ରାସ୍ତା କାମ ନେଇ ଭିଡିଓ ଭାଇରାଲ

ବଡ଼ସାହି,୨ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ପାଉଁଶିଆ ପଞ୍ଚାୟତ ବାଘୁଆପାଳ ଗ୍ରାମଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ପକ୍କା ସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଠିକ୍‌ ପରିମାଣର…

ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର

ରୂପ୍‌ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ ହୋଇପଡ଼ିଛି। ଏହି ଓ୍ବାର୍ଡ଼ର ଶହେ ପରିବାରର ୬ଶହରୁ ଊର୍ଦ୍ଧ୍ୱ ଲୋକ ପାଣି ଭିତରେ ପଶି…

କୃଷ୍ଣସାର ମାଂସ ଜବତ, ଜଣେ ଗିରଫ

ଜଗନ୍ନାଥପ୍ରସାଦ,୨ା୯(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧୀନ ହରଡ଼ିପଦର ଗଁାରେ କୃଷ୍ଣସାର ମୃଗ ଶିକାର ଅଭିଯୋଗରେ ରବିବାର ବନ ବିଭାଗ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ପ୍ରକାଶ ନାୟକ। ତାଙ୍କଠାରୁ ୩ କେଜି କୃଷସାର ମାଂସ ସହ ଛୁରି ଜବତ କରାଯାଇଥିବା ବନ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଅଭିଯୁକ୍ତ ଗିରଫ

ଆସିକା,୨ା୯(ଡି.ଏନ୍‌.ଏ.): ବାଡୁଳା ଗ୍ରାମର ଜଣେ ଯୁବକ ଭଞ୍ଜନଗରର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଗାଙ୍ଗପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅଜିତ୍‌ ଗୌଡ। ଗାଙ୍ଗପୁର ଥାନାରେ ନଂ.୧୪୧/୧୯ରେ ଏକ…

ଛାତ୍ରୀଛାତ୍ରଙ୍କୁ ଜ୍ଞାନ ବାଣ୍ଟିଲେ ଜିଲାପାଳ, ଏସ୍‌ପି

ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ଉପାୟ ଅବଲମ୍ବନ କରାଯାଇଛି ା ଏହି ପରିପ୍ରେକ୍ଷୀରେ ରବିବାର ଗଞ୍ଜାମ…

ଶ୍ରମିକ ପଞ୍ଜୀକରଣ ନଁ।ରେ ଅର୍ଥ ଆଦାୟ ଅଭିଯୋଗ

ଦିଗପହଣ୍ଡି/ପାଟପୁର,୨ା୯(ଡି.ଏନ.ଏ.)-ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଶ୍ରମିକ ପଞ୍ଜୀକରଣ ପାଇଁ ଦଲାଲମାନେ ବୁଲୁଥିବା ଅଭିଯୋଗ ହୋଇଛି। ନିର୍ମାଣ ଶ୍ରମିକଙ୍କୁ ମିଳୁଥିବା ବିଭିନ୍ନ ସରକାରୀ ସହାୟତା ସମ୍ପର୍କରେ ଲୋକଙ୍କୁ ବିଶଦ ଭାବେ ବୁଝାଉଛନ୍ତି। ଏଥିରେ ଲୋକେ ପ୍ରଭାବିତ ହୋଇ ସରକାରୀ…

ସରକାରୀ ଜମିରେ ହେବ ପାଚେରି

ବ୍ରହ୍ମପୁର ଅଫିସ୍‌,୨ା୯-ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକରେ ବ୍ରହ୍ମପୁର ଉପଜିଲାପାଳ ଶିନ୍ଦେ ଦତ୍ତାତ୍ରୟ ଭାଉସାହେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ଉପଖଣ୍ଡସ୍ତରୀୟ ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ ରାଜସ୍ବ ପର୍ଯ୍ୟବେକ୍ଷକ ଯୋଗ ଦେଇଥିଲେ । ରାଜସ୍ବ ସମ୍ପର୍କିତ ବିଭିନ୍ନ ବିଷୟ ଉପରେ…

ସବୁ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପ୍ଲାଣ୍ଟ ନିର୍ମାଣ ଧୂଅଁ।ବାଣ

ବ୍ରହ୍ମପୁର ଅଫିସ,୨ା୯-ବ୍ରହ୍ମପୁର ମହାନଗର ନିଗମ ପାଇଁ ମହୁଡ଼ାରେ ପ୍ରସ୍ତାବିତ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୧୩ ଅକ୍ଟୋବର ୩ରେ ଶିଳାନ୍ୟାସ କରିଥିଲେ । ଏହାର ୬ ବର୍ଷ ପୁରିବାକୁ ଯାଉଛି ଏବଂ ପ୍ରକଳ୍ପ ସ୍ଥାନରେ କେବଳ ପ୍ରାଚୀର ନିର୍ମାଣରେ…

ବେଗ ରୋକିପାରୁନି ଇଣ୍ଟରସେପ୍ଟର:ରାଜପଥରେ ବଢ଼ୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୨।୯ ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ପ୍ରତିଦିନ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ବିଶେଷକରି ବଅଁରପାଳ ଛକରୁ ବଡ଼କେରା ଓ ତୁବେ ମଧ୍ୟରେ ଅଧିକ ଦୁର୍ଘଟଣା ଘଟୁଛି। ଏହି ରାସ୍ତାରେ ଗାଡ଼ିର ବେଗ…

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି ମଧ୍ୟରାତ୍ରିର ଏହି ଅବତରଣ ଦୃଶ୍ୟକୁ ଦେଖିବେ। ତାଙ୍କ ସହ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?