୧ ଲକ୍ଷ ଚାଷୀଙ୍କୁ ମିଳିଲାନି ବୀମା ସହାୟତା
ଛତ୍ରପୁର,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ୧ ଲକ୍ଷ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ମିଳି ନ ଥିବା ଜଣାପଡିଛି। ଏହି ଯୋଜନାରେ ପ୍ରିମିୟମ ଦେଇ ବୀମା କରିଥିବା ଚାଷୀମାନେ ନିରାଶ ହୋଇଛନ୍ତି। ଜିଲାର ବିଭିନ୍ନ ଚାଷୀ ସଙ୍ଗଠନ ଏଥିପାଇଁ ତୀବ୍ର…
ସହରରେ ସୀମିତ ବରିଷ୍ଠ ନାଗରିକ ସୁରକ୍ଷା ସେଲ୍: ଗ୍ରାମାଞ୍ଚଳ ଥାନା ଇଲାକାରେ ହୋଇନି କାର୍ଯ୍ୟକ୍ଷମ
ବ୍ରହ୍ମପୁର ଅଫିସ,୩ା୭-ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ ବ୍ରହ୍ମପୁର ପୋଲିସ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ବିଭିନ୍ନ ଥାନାରେ ବରିଷ୍ଠ ନାଗରିକ ସେଲ ଗଠନ କରାଯାଇଛି। ଏକୁଟିଆ ରହୁଥିବା ବରିଷ୍ଠ ନାଗରିକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଉଛି। ପ୍ରତ୍ୟେକ ଥାନାରେ…
ସକଳେଶ୍ୱର ହାଇସ୍କୁଲ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ
ଖଲ୍ଲିକୋଟ,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବିକ୍ରମପୁର ଗ୍ରାମରେ ଥିବା ସକଳେଶ୍ୱର ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣା ଦେଇଥିଲେ । ଏହି ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ୧୨୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି।…
୫ ଆଦିବାସୀ ଗ୍ରାମକୁ ପକ୍କାରାସ୍ତା ନାହିଁ
ଚିକିଟିି,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଆଦିବାସୀ ଗ୍ରାମ ରହିଛି। ଏ ପର୍ଯ୍ୟନ୍ତ ସେହି ଗ୍ରାମଗୁଡିକୁ ଭଲ ପକ୍କା ରାସ୍ତାଟିଏ ନିର୍ମାଣ ହୋଇପାରିନାହିଁ। ଫଳରେ ଗମନାଗମନ କ୍ଷେତ୍ରରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତିିା ଚିକିଟି ବ୍ଲକ ଚାନ୍ଦପୁର ପଞ୍ଚାୟତରେ…
ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ଦୁର୍ବଳତା ଧରିଲେ ଜିଲାପାଳ
ବ୍ରହ୍ମପୁର ଅଫିସ୍,୩ା୭-ଗଞ୍ଜାମ ଜିଲାର ସରକାରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ବ୍ୟବସ୍ଥାକୁ ଯେତିକି ସୁଦୃଢ଼ କରିବାକୁ ପଦକ୍ଷେପ ନିଆଯାଉଛି, ତୃଣମୂଳସ୍ତରରେ ସେତିକି ଦୁର୍ବଳ ହେବାରେ ଲାଗିଛି। ଯୋଜନା ନ ଥାଇ ପିଲାମାନଙ୍କୁ ପାଠପଢ଼ା ଯାଉଛି। ଫଳରେ ପରୀକ୍ଷା ଫଳ ଖରାପ ହେଉଛି। ପ୍ରାଥମିକ ଶିକ୍ଷାଦାନ…
ହାତୀପଲ ଉଜାଡ଼ିଲେ ମକା ଫସଲ
ଚମ୍ପୁଆ, ୩ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ବଢୁଥିବା ହାତୀ ଉପଦ୍ରବ କମୁ ନ ଥିବା ବେଳେ ବନବିଭାଗର ହାତୀ ଘଉଡାଇବା ଉଦ୍ୟମ ଫେଲ ମାରୁଛି। ଏହି ଉପଦ୍ରବ ଫଳରେ ଚାଷୀ ଓ ଚାଷର ପ୍ରଭୁତ କ୍ଷତି ହେଉଥିବା ବେଳେ ବନବିଭାଗର ନିଦ ଭାଙ୍ଗୁ ନ…
ବିପର୍ଯ୍ୟସ୍ତ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ: ଝୁଡ଼ିରେ ବୁହା ହେଲେ ମହିଳା ରୋଗୀ
କେନ୍ଦୁଝର, ୩ା୭(ସ୍ବ.ପ୍ର.)-ଗମନାଗମନର ସୁବିଧା ପାଇଁ ସବୁ ଗ୍ରାମକୁ ସବୁ ଦିନିଆ ରାସ୍ତା ନିର୍ମାଣ ଏବଂ ଗ୍ରାମାଞ୍ଚଳ ରାସ୍ତା ଘାଟର ବିକାଶ ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ ହେଉଥିଲେ ହେଁ କେନ୍ଦୁଝର ଜିଲାର ଅନେକ ଗ୍ରାମକୁ ସ୍ବାଧୀନତାର ୭୨ ବର୍ଷ ପରେ…
ବଳକା ଧାନ କିଣୁନି ସମିତି, ଚାଷୀ ଅସନ୍ତୋଷ
ବାଲିଆପାଳ, ୩|୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଚାଷୀଙ୍କଠୁ ସିଧାସଳଖ ଧାନ କିଣିବା ପାଇଁ ସେବା ସମବାୟ ସମିତିକୁ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି ା ସରକାର ଧାନର ମୂଲ୍ୟ ସର୍ବନିମ୍ନ ୧୭୫୦ ଟଙ୍କା ଧାର୍ଯ୍ୟ କରିଛନ୍ତି ା ବର୍ଦ୍ଧିତ ମୂଲ୍ୟ ଯୋଗୁ…
ପୁଣି କାନ୍ଧରେ ବୁହାହେଲା ମୃତଦେହ
କ.ନୂଆଗାଁ,୨ା୭(ଡି.ଏନ୍.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି ଜଗୁଆଳି ଭାବେ କାର୍ଯ୍ୟରତ ଦିଲୀପ ଦଳବେହେରାଙ୍କର ସାରଙ୍ଗଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଥିଲା। ମୃତଦେହ ନେବାପାଇଁ…
ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ
ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି। ସେହିପରି ଦାରିଙ୍ଗବାଡିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଥିବାରୁ ଏହି ଅଞ୍ଚଳ ଏବେ ଅପରାଧୀଙ୍କ ପାଇଁ…
ବାରିପଦା ରଥଯାତ୍ରା ସମୟରେ ଯାନବାହନ ଚଳାଚଳରେ କଟକଣା
ବାରିପଦା ଅଫିସ,୨।୭- ପବିତ୍ର ରଥଯାତ୍ରା ସମୟରେ ବାରିପଦା ସହରରେ ପ୍ରବଳ ଜନସମାଗମ ପରିଲକ୍ଷିତ ହେଉଥିବାରୁ ସହର ମଧ୍ୟରେ ଯାନବାହନ ଚଳାଚଳ ଉପରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ଆସନ୍ତା ୪ ତାରିଖ ସକାଳ ୬ଟାରୁ ୧୪…
ଟ୍ରକରେ ପିଟିହେଲା ଆରୋହୀ ବାଇକ୍ ମୃତ
ବାଲେଶ୍ୱର ଅଫିସ,୨।୭-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ରେମୁଣା ଗୋଲେଇ ରାସ୍ତା ପାର୍ଶ୍ୱରେ ମଙ୍ଗଳବାର ଛିଡ଼ା ହୋଇଥିବା ଏକ ଟ୍ରକରେ ବାଇକ୍ ପିଟି ହୋଇଯିବାରୁ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋର ଥାନା ଶରଶଙ୍ଖ ଗ୍ରାମର…
Archives


