ଆମ ଜିଲା ଖବର

ମୁନିଗୁଡ଼ାରେ ପୁଣି ହାତୀ ଆତଙ୍କ: ଭାଙ୍ଗିଲେ ଘର, ଉଜାଡିଲେ ଫସଲ; ସହାୟତା ଦାବି

ମୁନିଗୁଡ଼ା,୧।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଞ୍ଜ ଅଧୀନରେ ଦୀର୍ଘ ଏକ ମାସ ଧରି ହାତୀପଲ ବହୁ ଫସଲ ଓ ଘର ନଷ୍ଟ କରୁଥିବା ବେଳେ ଶନିବାର ରାତିରେ ମୁନିଗୁଡ଼ା ବ୍ଲକ ତଥା ମୁନିଗୁଡ଼ା ରେଞ୍ଜ ଅଧୀନସ୍ଥ ନିୟମଗିରି ପାଦ ଦେଶରେ ଥିବା…

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ହାଟଡିହୀ ଗ୍ରାମର ଗୋପୀନାଥ ନାଏକ (୩୫)। ସୂଚନାନୁଯାୟୀ, ଗୋପୀନାଥ ଶନିବାର ରାତିରେ…

ବିଜେଡିର ମିଶ୍ରଣ ପର୍ବ: ଯୋଗଦେଲେ ନରସିଂହପୁର ସରପଞ୍ଚ, ସମିତିସଭ୍ୟ

ବାସୁଦେବପୁର,୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ପଞ୍ଚାୟତ ବାସନ୍ତୀ ପଡ଼ିଆଠାରେ ବିଜେଡିର ମିଶ୍ରଣପର୍ବ ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଛି। ବିଜେଡି ନବନିଯୁକ୍ତ ବ୍ଲକ ସଭାପତି ଦୀନବନ୍ଧୁ ଦାସଙ୍କ ସଭାପତିତ୍ୱରେ ନରସିଂହପୁର ପଞ୍ଚାୟତ ସରପଞ୍ଚ ଅଞ୍ଜଳୀ ବିଶ୍ୱାଳ, ସମିତିସଭ୍ୟା ଆରତି ଜେନା,…

ପୁଣି ବେଳାଭୂମିରୁ ଗଳିତ ମୃତଦେହ ଉଦ୍ଧାର

ପାରାଦୀପ,୧।୯(ସ୍ବ.ପ୍ର.): ପାରାଦୀପ ସମୁଦ୍ର ଷଣ୍ଢକୂଦ ବସ୍ତିର ଚର୍ଚ୍ଚ ସୀମା ବେଳାଭୂମିରୁ ପୁଣି ରବିବାର ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ତେବେ ମହିଳାଙ୍କ ପରିଚୟ ମିଳିପାରି ନ ଥିବା ବେଳେ ତାଙ୍କ ବୟସ ୩୦ରୁ ୪୦ ମଧ୍ୟରେ ହୋଇଥିବା…

ଚୋରାମଦ କାରବାର ବନ୍ଦ ପ୍ରତିବାଦ: ରାସ୍ତାରେ ଶୋଇଲେ ମହିଳା

ବାସୁଦେବପୁର,୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ-ଚୁଡାମଣି ରାସ୍ତା ରବିବାର ଗ୍ରାମବାସୀଙ୍କ ପକ୍ଷରୁ ଅବରୋଧ କରାଯାଇଛି। ଚୋରାମଦ କାରବାର ବନ୍ଦ ପ୍ରତିବାଦରେ ଏହି ଆନ୍ଦୋଳନ ହୋଇଛି। ଇରମ ଗ୍ରାମର ଜୟନ୍ତୀ ଦାସ ନାମକ ଜଣେ ମହିଳା ରାସ୍ତାରେ ଶୋଇ ଏହାକୁ ବିରୋଧ…

ଇଲେକ୍ଟ୍ରି ଦୋକାନରେ ଅଗ୍ନିକାଣ୍ଡ:୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ସହ ଜଳିଗଲା ନଗଦ ୨ ଲକ୍ଷ

ଟେନ୍‌ସା,୧।୯ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋଇଡ଼ା ଛକରେ ଶନିବାର ବିଳମ୍ବିତ ରାତିରେ ଏକ ଇଲେକ୍ଟ୍ରି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ ଦୋକାନର ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ସହିତ ନଗଦ ୨ ଲକ୍ଷ ଟଙ୍କା…

ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ

ଗୋପ,୧।୯(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ଥାନା ଅନ୍ତର୍ଗତ ଧନିତ୍ରୀ ଗ୍ରାମର ସୁରେନ୍ଦ୍ର ବେହୁରା (୬୦)ଙ୍କ ମୃତ୍ୟୁ ଘଟିଥିବା ଗୋପ ଡାକ୍ତରଖାନା ପକ୍ଷରୁ ଜଣାପଡ଼ିଛି । ସକାଳୁ ସୁରେନ୍ଦ୍ର ନିଜ ଘରେ ହିଟର କାମ କରୁଥିବାବେଳେ ଅସାବଧାନତା ଯୋଗୁ ବିଦ୍ୟୁତ ତାଙ୍କ ବାମ…

ଖରିନାସୀରେ ଷ୍ଟୋଭ୍‌ ଫାଟିବା ଘଟଣା : ଆଖି ବୁଜିଲେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌ ବୋଟ୍‌ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍‌ ଫାଟି ଘଟଣାସ୍ଥଳରେ ଜଣଙ୍କର…

ଷ୍ଟୋଭ୍‌ ଫାଟି ଜଣେ ମୃତ, ଜଣେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌ ବୋଟ୍‌ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍‌ ଫାଟି ଜଣଙ୍କର ମୃତ୍ୟୁ…

ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ଆଇନଜୀବୀ ବିପିନ କୁମାର ଚୌଧୁରୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି।…

ବାତ୍ୟା କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ସହାୟତା ପ୍ରଦାନ: ୧୩୬୯ ଜଣଙ୍କୁ ମିଳିଲା, ଆହୁରି ପାଇବେ ୨୦୦୦

ପୁରୀ ଅଫିସ,୧ା୯: ବାତ୍ୟାରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ମିଳିଛି ସହାୟତା। ଶନିବାର ଟାଉନ ହଲ୍‌ ପରିସରରେ ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୩୬୯ ଜଣଙ୍କୁ ଏହି…

ରାଜ୍ୟ ପାଇଁ ଗୌରବ: ବନ୍ଧବାହାଲ ଛାତ୍ର ଚିନ୍ମୟଙ୍କୁ ଇସ୍ରୋର ନିମନ୍ତ୍ରଣ; ଚନ୍ଦ୍ରଯାନ-୨ ଅବତରଣ ଦେଖିବେ

ଲଖନପୁର,୧ା୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ୍ଧବହାଲ ଡିଏଭି ପବ୍ଲିକ ସ୍କୁଲର ୮ମ ଶ୍ରେଣୀ ଛାତ୍ର ଚିନ୍ମୟ ଚୌଧୁରୀ ୱେବ୍‌ସାଇଟ୍‌ www.mygov.in ସ୍ପେସ୍‌ କୁଇଜ ୨୦୧୯ ପ୍ରତିଯୋଗିତାରେ ସର୍ବାଧିକ ନମ୍ବର ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ୭ ତାରିଖରେ ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?