ଆମ ଜିଲା ଖବର

ଜରି ମେଢ଼ରେ ଝଲସିବେ ଗଣେଶ

କେନ୍ଦୁଝର, ୧।୯-ଆସନ୍ତା ସୋମବାର ଗଣେଶ ପୂଜା ଆରମ୍ଭ ା ଏଥି ପାଇଁ ସବୁଠି ପ୍ରସ୍ତୁତି ଆରମ୍ଭ ହୋଇଛି ା କେନ୍ଦୁଝର ଡିଏଫଓ ଅଫିସରେ ମଧ୍ୟ ପ୍ରତିବର୍ଷ ଭଳି ଚଳିତ ବର୍ଷ ଗଣେଶ ପୂଜା ହେବ ା ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି…

ପୂଜାରେ ବାଣ୍ଟିବେ ସଚେତନତା ବାର୍ତ୍ତା

ଆରଡ଼ି, ୧।୯ (ଡି.ଏନ.ଏ.)- ସୋମବାର ବିଦ୍ୟାଦାତା ବିଘ୍ନବିନାଶକ ଗଜାନନଙ୍କ ପୂଜା। ଏଥିପାଇଁ ଗଁାଠୁ ସହର ସବୁଠି ଚାଲିଛି ପ୍ରସ୍ତୁତି। କାରିଗରମାନେ ଗଜାନନଙ୍କ ମୂର୍ତ୍ତିରେ ଶେଷ ସ୍ପର୍ଶ ଦେବାରେ ଲାଗିପଡ଼ିଛନ୍ତି। ଭଦ୍ରକ ଜିଲାର ଆରଡ଼ି ନିକଟସ୍ଥ ଦୋହରାପାଟଣା ଗଁାରେ ୨୫ ବର୍ଷ ଧରି…

ମା’ଙ୍କ ମୃତ୍ୟୁ ପରେ ଅସହାୟ ୫ ଅନାଥ ଶିଶୁ

ବଡ଼ସାହି,୧।୯(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଳକ ଅଧୀନ ଜାରକାଣୀ ପଞ୍ଚାୟତ କଦମଡିହୀ ଗ୍ରାମରେ ଆର୍ଥିକ ଅନଟନର ଶିକାର ହେଉଥିବା ଜଣେ ମହିଳା ବିଷପିଇ ଆତ୍ମହତ୍ୟା କରିଛନ୍ତି। ତାଙ୍କ ମୃତ୍ୟୁରେ ୫ ଜଣ ଶିଶୁ ଅନାଥ ଓ ଅସହାୟ ହୋଇପଡିଛନ୍ତି । ଘରେ ଖାଇବାକୁ…

ଯଦୁନାଥ କଲେଜରେ ର଼୍ୟାଗିଂରୁ ଉତ୍ତେଜନା: ପ୍ରତିଶୋଧ ନେଲେ ଜୁନିୟର ଛାତ୍ର

ବାଲେଶ୍ୱର ଅଫିସ/ରସାଳପୁର, ୧।୯(ଡି.ଏନ.ଏ.)-ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ଘଟଣାକୁ ନେଇ ଦୁଇ ଛାତ୍ରଗୋଷ୍ଠୀ ମୁହଁାମୁହିଁ ହେବା ଏବଂ ଜୁନିୟର ଛାତ୍ରମାନେ ପ୍ରତିଶୋଧ ପରାୟଣ ହୋଇ ଜଣେ ସିନିୟର ଛାତ୍ରଙ୍କୁ ପୋଖରୀରେ ବୁଡାଇ ମାଡ ମାରୁଥିବା ଘଟଣା ପଦାକୁ ଆସିଛି। ଏ ସଂକ୍ରାନ୍ତ ଏକ ଭିଡିଓ…

୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ଠକେଇ

ଖଇରା, ୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ସାରଡାଙ୍ଗ, ନନ୍ଦୁର, ଝିଙ୍କିରିଆ, ସୁଣ୍ଢିରା ଆଦି ପଞ୍ଚାୟତର ଚାଷୀମାନଙ୍କଠାରୁ ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ନେଇ ଅର୍ଥ ପରିଶୋଧ ନ କରି ଜଣେ ଧାନ ବ୍ୟବସାୟୀ ଫେରାର ହୋଇଯାଇଛନ୍ତି। ଚାଷୀମାନେ ତାଙ୍କୁ ୪ମାସ…

ଅଙ୍ଗଦାନ ମହାଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଟିଟିଲାଗଡ଼, ୩୧।୮(ଡି.ଏନ.ଏ.): ରାଜ୍ୟ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଅଙ୍ଗଦାନ ମହାଦାନ ସଚେତନତା କାର୍ଯ୍ୟକ୍ରମକୁ ଶନିବାର ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ ମାରୱାଡି ମହିଳା ସମିତି ଆନୁକୂଲ୍ୟରେ ଅନୁଷ୍ଠିତ…

ଏନ୍‌ଏସି କର୍ମଚାରୀଙ୍କୁ ଗାଳିଗୁଲଜ ଅଭିଯୋଗ

ଗୋପାଳପୁର,୩୧ା୮-ଗୋପାଳପୁର ଏନ୍‌ଏସି କାର୍ଯ୍ୟାଳୟର ସିଇଓ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଧମକ ଓ ଗାଳିଗୁଲଜ କରିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଗୋପାଳପୁର ଏନ୍‌ଏସି ଅଞ୍ଚଳର ଜଣେ ମହିଳା ବିଭିନ୍ନ ସମୟରେ ଏନ୍‌ଏସି କର୍ମଚାରୀଙ୍କୁ ଦୁର୍ବ୍ୟବହାର କରି ଆସୁଛନ୍ତି। ଅପରାହ୍ନରେ ସମ୍ପୃକ୍ତ…

ଅଜଗର ସାପ ଉଦ୍ଧାର

ପାତ୍ରପୁର,୩୧ା୮(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ପାଞ୍ଚଆମ୍ବ ଗାଁ ପୋଖରୀରେ ଶନିବାର ଏକ ଅଜଗର ସାପକୁ ଉଦ୍ଧାର କରାଯାଇଛି। ଅପରାହ୍ନ ୩ଟାରେ କେତେଜଣ ଯୁବକ ମିଶି ଗ୍ରାମରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ପୋଖରୀରେ ସାପକୁ ଦେଖି ଗାଁର ଅନ୍ୟ ଲୋକଙ୍କୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୪ ଶ୍ରମିକ ଆହତ

ରସାଳପୁର,୩୧।୮(ଡି.ଏନ.ଏ.)- ବାଲେଶ୍ୱର ସହରର ଆଇଟିଆଇ ପଡ଼ିଆ ପାର୍ଶ୍ୱରେ ବିଦ୍ୟୁତ୍‌ ଖୁଣ୍ଟ ପୋତିବା କାମରେ ନିୟୋଜିତ ୪ ଠିକା ଶ୍ରମିକ ଶନିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଆହତ ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଶ୍ରମିକମାନେ ହେଲେ ଶିଳ୍ପାଞ୍ଚଳ…

୧୫ଲକ୍ଷ ଟଙ୍କାର ଚୋରି ସାମଗ୍ରୀ ଉଦ୍ଧାର, ୬ ଗିରଫ

ବାଲେଶ୍ୱର ଅଫିସ, ୩୧।୮-ବାଲେଶ୍ୱର ଟାଉନ ଥାନା ଅଧୀନ ସୁନହଟ କନକଦୁର୍ଗା ମନ୍ଦିର ନିକଟସ୍ଥ ପରମେଶ୍ୱର ପ୍ରଧାନଙ୍କ ଭଉଣୀ ଘରୁ ଗତ ୨୭ତାରିଖ ରାତିରେ ସୁନାଗହଣା, ନଗଦ ଟଙ୍କା ସହ ଗୋଟିଏ ବାଇକ୍‌ ଚୋରି ହୋଇଯାଇଥିଲା। ଯାହାର ଆନୁମାନିକ ମୂଲ୍ୟ ୧୫ଲକ୍ଷ ଟଙ୍କା…

୧୨ ଫୁଟ୍‌ ଲମ୍ବର ବାହାରା ଚିତେଇ ଉଦ୍ଧାର

ଭୋଗରାଇ, ୩୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମନ୍ଦାରୀ ଗ୍ରାମରେ ୧୨ ଫୁଟ୍‌ ଲମ୍ବର ଏକ ବାହାରା ଚିତେଇ ସାପକୁ ଗ୍ରାମବାସୀ ଶୁକ୍ରବାର ରାତିରେ ଧରିଛନ୍ତି। ଏହି ପ୍ରଜାତିର ସାପକୁ ଗ୍ରାମ ରାସ୍ତାରେ ଲୋକେ ପ୍ରଥମେ ଦେଖିଥିଲେ। ସାପଟି ଏକ ପୋଖରୀ ବୁଦା…

୧୫ କେଜି ଗଞ୍ଜେଇ ଜବତ, ବ୍ୟବସାୟୀ ଗିରଫ

ସୋର/ବାହାନଗା, ୩୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର ଭୋତ୍ରା ଓ ସୋର ଅବକାରୀ ଥାନାର ସବ୍‌ଇନ୍ସପେକ୍ଟର କୁଳମଣି ମହାରଣାଙ୍କ ନେତୃତ୍ୱରେ ଖନ୍ତାପଡ଼ା ଥାନା ଫତେପୁର ଗ୍ରାମରେ ଚଢାଉ କରାଯାଇଥିଲା। ଗ୍ରାମର ଅଶୋକ କୁମାର ନାୟକ (୪୬)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?