ଆମ ଜିଲା ଖବର

ଭୁବନ ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ

ଭୁବନ,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ପକ୍ଷରୁ ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଭୋର ୫ଟାରେ ପ୍ରଭାତ ଫେରି କରାଯାଇଥିବା ବେଳେ ପୂର୍ବାହ୍ନ ୯ଟାରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…

ଷ୍ଟ୍ରେଚରରେ ନଦୀପାର ହେଲେ ଗର୍ଭବତୀ

ମୁନିଗୁଡା,୩୧ା୮(ଡ଼ି.ଏନ.ଏ): ଗାଁକୁ ରାସ୍ତା ନାହିଁ। ଅଧାବାଟରେ ଅଟକିଲା ଆସି ଆମ୍ବୁଲାନ୍ସ। ତେଣୁ ଷ୍ଟ୍ରେଚରରେ ବିପଜ୍ଜନକ ଭାବେ ନଦୀ ପାର ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସିଲେ ଗର୍ଭବତୀ। ପରେ ଆମ୍ବୁଲାନ୍ସରେ ତାଙ୍କୁ ଆମ୍ବାଦୋଳା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା। ସେଠାରେ ସେ ଏକ…

ନୟନଯୋରିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ବଳାତ୍କାର ପରେ ହତ୍ୟା ଅଭିଯୋଗ

ପଦ୍ମପୁର/ତିହିଡ଼ି, ୩୧।୮ (ଡି.ଏନ.ଏ.) : ଭଦ୍ରକ ଜିଲା ନାୟକାଣିଡିହୀ ଥାନା ବାଲିମେଦ ପଞ୍ଚାୟତ ଅଧୀନ ପାଇକସାହି ନିକଟସ୍ଥ ନୟନଯୋରିରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତା ଯୁବତୀଙ୍କ ପରିଚୟ ମିଳିଛି। ସେ ତିହିଡ଼ି ଥାନା ରାଜନଗର…

ଗ୍ରାମ୍ୟ ରାସ୍ତାରେ ଭାରିଯାନ ଚଳାଚଳ : ଯାତାୟାତ ବାଧାପ୍ରାପ୍ତ

ବଡ଼ବିଲ,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ଗ୍ରାମକୁ ଯାଇଥିବା ରାସ୍ତାରେ ଏକ କମ୍ପାନୀର ପରିବହନ କାର୍ଯ୍ୟ ଯୋଗୁ ଶୁକ୍ରବାର ରାତିରୁ ଶନିବାର ଅପରାହ୍ନ ପର୍ଯ୍ୟନ୍ତ ଯାତାୟାତ ବନ୍ଦ ହୋଇଯାଇଛି। ଫଳରେ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବନ୍ଧରେ ବୁଡ଼ି ଶିଶୁକନ୍ୟା ମୃତ

ହିଞ୍ଜିଳିକାଟୁ,୩୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୁର୍ବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ବନ୍ଧରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ପଞ୍ଚାୟତ ସାହି ବନ୍ଧ ହୁଡ଼ାରେ ବାସ କରୁଥିବା ଶଙ୍କର ସେଠୀଙ୍କ ୩ ବର୍ଷର ଶିଶୁକନ୍ୟା ଶୁଭଶ୍ରୀ ଘର ସାମ୍ନାରେ ଖେଳୁଥିବାବେଳେ…

ଖେଳନା ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ : ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଲେ ଲୋକେ

ଯୋଡ଼ା,୩୧।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀପଡ଼ିଆଠାରେ ଖେଳନା ବନ୍ଧୁକ ଦେଖାଇ ଟ୍ରକ ଡ୍ରାଇଭରଙ୍କଠାରୁ ଲୁଟ୍‌ ଉଦ୍ୟମ କରି ଜଣେ ଯୁବକ ଗିରଫ ହୋଇଥିବା ଜଣାପଡ଼ିଛି। ଯୋଡ଼ା ଥାନା ଏସ୍‌ଆଇ ବିଶ୍ୱଜିତ ବେହେରାଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଯୋଡ଼ା ଆଜାଦ ବସ୍ତିରେ ରହୁଥିବା…

ଆନନ୍ଦପୁର ପୌରପାଳିକାରେ ସ୍ବାୟତ୍ତ ଶାସନ ଦିବସ

ଆନନ୍ଦପୁର,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପୌର ଅଧିକାରୀ ହିତାଂଶୁ ଶେଖର ସାମଲଙ୍କ ସଂଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି…

ଟ୍ରେନ୍‌ରେ କଟି ବୃଦ୍ଧାଙ୍କ ମୃତ୍ୟୁ: ଘରୋଇ କଳହକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ

କେନ୍ଦୁଝର,୩୧।୮(ସ୍ବ.ପ୍ର.): କେନ୍ଦୁଝର ରେଳ ଷ୍ଟେଶନ ନିକଟରେ ଶନିବାର ଟ୍ରେନ୍‌ରେ କଟି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୁକ୍ମୁଣୀ ସାହୁ(୬୫)। ତାଙ୍କ ଘର ସଦର ବ୍ଲକ ମହାଦେଇଯୋଡ଼ା ଗ୍ରାମରେ ବୋଲି ଜଣାପଡ଼ିଛି। ଘରୋଇ କଳହକୁ ନେଇ ସେ ଆତ୍ମହତ୍ୟା କରିଥିବା…

ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ବାସୁଦେବ ଛତ୍ରିଆ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ ବାସୁଦେବ ଛତ୍ରିଆ ଗତ ଶୁକ୍ରବାର ଦିନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ଥିବା ଆଇଆଇସି ସତ୍ୟ କୁମାର ନନ୍ଦଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଓ…

ମାଓବାଦୀ ମୁକାବିଲାକୁ ଜୋରଦାର କରିବାକୁ ଚିତ୍ରକୋଣ୍ଡାରେ ବିଏସ୍‌ଏଫ୍‌ ଡିଆଇଜି

ଚିତ୍ରକୋଣ୍ଡା,୩୧।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳର ସମୀକ୍ଷା କରିବା ଲାଗି ଶନିବାର ବିଏସ୍‌ଏଫ୍‌ ଡିଆଇଜି ଅର୍ଜୁନ ସିଂ ରାଠୋର ହେଲିକାପ୍ଟର ଯୋଗେ ୮ନଂ ବିଏସ୍‌ଏଫ୍‌ କ୍ୟାମ୍ପରେ ଅବତରଣ କରିଥିଲେ। ସେଠାରେ ସେ ମାଓବାଦୀ ଗତିବିଧି ଉରେ କଡ଼ା ନଜର ରଖିବା…

ସେପ୍ଟେମ୍ବର ପହିଲାରୁ କଳାହାଣ୍ଡିରେ ଏମ୍‌ଭି ଆକ୍ଟ କଡ଼ାକଡ଼ି ଲାଗୁ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): ବର୍ତ୍ତମାନ ଯାନବାହନ ସଂଖ୍ୟା ବଢି ଚାଲିଥିବାରୁ ପ୍ରତିଦିନ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ଦୁର୍ଘଟଣାଜନିତ ମୃତ୍ୟୁହାର କମାଇବା ପାଇଁ ସରକାରଙ୍କ ପରିବହହନ ବିଭାଗ ପକ୍ଷରୁ ମୋଟରଯାନ ଧାରା ୧୯୮୮କୁ ପରିବର୍ତ୍ତନ କରି ନୂତନ ନିୟମ…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ୬୦ଯାତ୍ରୀ

କେନ୍ଦୁଝର/କୋଳିମାଟି,୩୧।୮(ସ୍ବ.ପ୍ର./ଡି.ଏନ୍‌.ଏ): କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ପ୍ରକାଶ ଯେ, ରାଉତ ନାମକ ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?