ଗଣତନ୍ତ୍ର ଦିବସରେ ସଚେତନତାର ବାର୍ତ୍ତା ବାଣ୍ଟିଲେ ବିଚାରପତି:
ପୁରୁଷୋତ୍ତମପୁର,୨୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଗଣତନ୍ତ୍ର ଦିବସ ଅବସରରେ ସିଭିଲକୋର୍ଟ ପକ୍ଷରୁ ବାଲ୍ୟ ବିବାହମୁକ୍ତ ଭାରତ ଗଠନ ଲାଗି ସଚେତନତାର ବାର୍ତ୍ତା ବଣ୍ଟାଯାଇଛି। ତାଲୁକ୍ ଆଇନସେବା କମିଟିର ଅଧ୍ୟକ୍ଷ ତଥା ସିନିୟର ସିଭିଲଜଜ୍ ଶରତକୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ…
ପାଟଣାରେ ୭୭ତମ ସାଧାରଣତନ୍ତ୍ର ଦିବସ: ତ୍ରିରଙ୍ଗା ଉତ୍ତୋଳନ କରି ବିଧାୟକ କହିଲେ ସ୍ବାଧୀନତା ସଂଗ୍ରାମୀଙ୍କୁ…
ପାଟଣା,୨୬ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସୋମବାର ପାଟଣା ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା…
ଅସ୍ତିତ୍ୱ ହରାଇଛି କାଞ୍ଜିଆହୁଦା, ସହର ରାସ୍ତା ପାଲଟିଛି ଗୁହାଳ
ପଟ୍ଟାମୁଣ୍ଡାଇ,୨୬ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ କାଞ୍ଜିଆହୁଦା ଯୋଜନା ପ୍ରହସନରେ ପରିଣତ ହୋଇଛି। ଦିନ ହେଉ କି ରାତି ସହରର ରାସ୍ତାଗୁଡ଼ିକ କାଞ୍ଜିଆହୁଦା ପାଲଟିଛି। ବିଭିନ୍ନ ଛକରେ ମାଳମାଳ ଗୋରୁ ଗୋଠରେ ପଡ଼ି ରହିଲା ଭଳି ରାସ୍ତାରେ ଶୋଇ ରହୁଥିବା…
ଜଙ୍ଗଲ କିସମ ଜମି ପାକ୍ସରେ ଚାଷୀ ପଞ୍ଜୀକରଣରେ ବାଧକ, ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ଦଲାଲ ହେଉଛନ୍ତି
ମହାକାଳପଡ଼ା, ୨୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଖରିନାସି, ଜମ୍ବୁ, ରାମନଗର, ସୁନିତି ପଞ୍ଚାୟତ ସମେତ ଅନ୍ୟ ଅଞ୍ଚଳରୁ କେତେଜଣ ଧାନ ବ୍ୟବସାୟୀ ଓ ଦଲାଲ ଚାଷୀଙ୍କଠାରୁ ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ହେଉଛନ୍ତି।…
ଛାତ୍ରୀଛାତ୍ର ଦେଶର ଭବିଷ୍ୟତ: ସାଧାରଣତନ୍ତ୍ର ଦିବସରେ ବିଶିଷ୍ଟ ବ୍ୟକ୍ତି ପୁରସ୍କୃତ
ଦାରିଙ୍ଗବାଡି,୨୬।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆ ଠାରେ ସୋମବାର ବ୍ଲଜ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ବ୍ଲକ ପ୍ରଶାସନ ଓ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ଆୟୋଜନ କରାଯାଉଥିଲା। କାର୍ଯ୍ୟକ୍ରମରେ ବରିଷ୍ଠ…
କୋରାପୁଟରେ ଉଡ଼ିଲା ତ୍ରିରଙ୍ଗା, ଉପମୁଖ୍ୟମନ୍ତ୍ରୀ କହିଲେ ଭାରତ ଗଠନ ନେଇ ଜାତୀୟ ପତାକା ତଳେ ସମସ୍ତ…
କୋରାପୁଟ,୨୬ା୧(ଅମିତାଭ ବେହେରା): ସୋମବାର କୋରାପୁଟ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ପରେଡରେ ମୁଖ୍ୟ ଅତିଥିଭାବେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିବା ସହ ଆୟୋଜିତ ପରେଡକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ପ୍ରଥମେ…
ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ ହେଲେ ବ୍ୟକ୍ତି ବିଶେଷ
ନବରଙ୍ଗପୁର,୨୬।୧(ସଦାଶିବ ପ୍ରହରାଜ): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳନ କରାଯାଇଛି । ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲାପାଳ ମହେଶ୍ବର ସ୍ବାଇଁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ସମ୍ମୀଳିତ…
କେବେ ଘୁଞ୍ଚିବ କୋଟିଆ ଦୁଃଖ: ୭୮ ବର୍ଷ ପରେ ବି ଚିହ୍ନଟ ହୋଇନି ୩ ଭାଗ ରାଜସ୍ବ ଅଞ୍ଚଳ
ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ଦେଶ ସ୍ବାଧୀନ ହେବାର ୭୮ ବର୍ଷ ବିତିଥିଲେ ହେଁ ଏବେ ବି କୋରାପୁଟ ଜିଲା କୋଟିଆ ଅଞ୍ଚଳର ୩ ଭାଗ ସୀମା ଚିହ୍ନଟ ହୋଇପାରିନାହିଁ। କୋଟିଆର ୨୮ ରାଜସ୍ବ ଗ୍ରାମ ମଧ୍ୟରୁ କତ୍ରାଗୁଡା, ଗୁମେଇପଦର, ତଳକାନ୍ତି, ଥୁରିଆ, ବଡ଼ବନ୍ଧ, ମାଥଲମ୍ବା…
ଦୁଃଖଦ ଖବର: ଆମବସ୍ ଧକ୍କାରେ ଯୁବକ ମୃତ
ସମ୍ବଲପୁର,୨୬ା୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ତଳି ଛକରେ ଆମବସ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ପ୍ରେସ୍କ୍ଲବ କର୍ମଚାରୀ ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ କଞ୍ଜରା ଗ୍ରାମର ନୀରଦ କୁମାର ସାହୁ(୪୮)। ଜିଲା ମୁଖ୍ୟ ଚିକିତ୍ସାଳୟରେ…
ପିଏମ୍ ଶ୍ରୀ ଉତ୍ସବରେ ଅର୍ଚ୍ଚିତାଙ୍କ ସଫଳତା
ଦିଗପହଣ୍ଡି, ୨୫।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କନିଶି ଗ୍ରାମ ପିଏମ୍ ଶ୍ରୀ ବାଲାଜୀ ବିଦ୍ୟାପୀଠରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ରବିବାର ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ପିଏମ୍ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟର…
ପ୍ରତିଷ୍ଠା ଉତ୍ସବର ଦିନକ ପରେ ମନ୍ଦିରରୁ ଚୋରି
ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଆନନ୍ଦନଗରରେ ଅବସ୍ଥିତ ନବନିର୍ମିତ ମା’ ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୨୩ ତାରିଖରେ ସରିଛି। ମାତ୍ର ପ୍ରତିଷ୍ଠା ଉତ୍ସବର ଦିନକ ପରେ ଅର୍ଥାତ୍ ଗତ ୨୪ ତାରିଖ ବିଳମ୍ବିତ ରାତିରେ ମା’ତାରିଣୀଙ୍କ ସୁନା,…
କୋରାପୁଟରେ ହାଇକୋର୍ଟ ମୁଖ୍ୟ ବିଚାରପତି, କହିଲେ ଓକିଲାତି ଏକ ପେସା ନୁହେଁ ବ୍ରତୀ ହେବା ଆବଶ୍ୟକ
କୋରାପୁଟ,୨୫।୧(ଅମିତାଭ ବେହେରା ): ତିନି ଦିନିଆ ଗସ୍ତରେ କୋରାପୁଟ ଆସିଥିବା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ତଣ୍ଡନ ରବିବାର କୋରାପୁଟର ସମସ୍ତ କୋର୍ଟ ବୁଲି ଦେଖିବା ସହ ବାର ଆସୋସିଆନର ସମ୍ବୋଧନା ସଭାରେ ଯୋଗ ଦେଇଥିଲେ । କୋରାପୁଟ ଵାରରେ…

