ଆମ ଜିଲା ଖବର

ଜୁଆଆଡ୍ଡାରେ ପୋଲିସର ଚଢ଼ାଉ, ୫ ଗିରଫ

ଦିଗପହଣ୍ଡି, ୩୧ା୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୈଠଖଣ୍ଡି ପଞ୍ଚାୟତ ତଲାସିଂ ଗ୍ରାମ ଠାକୁରାଣୀ ମନ୍ଦିରରେ ଚାଲିଥିବା ଜୁଆଆଡ୍ଡା ଉପରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୫ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୫ ହଜାର ୨୫୦ ଟଙ୍କା…

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

କାମାକ୍ଷାନଗର,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ ଯଶୋଦା (୮)। ଅସାବଧାନତାରୁ ପୋଖରୀରେ ଗାଧୋଇବା ସମୟରେ ଯଶୋଦାଙ୍କ ଗୋଡ଼ ଖସିଯାଇଥିଲା। ପରିବାର ଲୋକେ…

ମୃତ ମହିଳା ଜୀବିତ ଘଟଣା : ଥାନା ଅଧିକାରୀ ନିଲମ୍ବିତ

ବାରିପଦା ଅଫିସ,୩୧।୮: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନାଧିକାରୀ ଏକ ହତ୍ୟା ମାମଲାରେ ବାପାପୁଅଙ୍କୁ ଗିରଫ କରିଥିବାରୁ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଶୁକ୍ରବାର ଥାନାଧିକାରୀ ଶଶଧର ସେଠୀଙ୍କୁ ନିଲମ୍ବିତ କରିଛନ୍ତି।…

ପୌରକେଲାରୁ ନୂଆଦିଲ୍ଲୀ: ସେଦିନର ଫାର୍ମ ଲେବର, ଏବେ ଜେଏନ୍‌ୟୁର ଛାତ୍ର ସଂସଦ ସଭାପତି ପ୍ରାର୍ଥୀ

କର୍ଲାମୁଣ୍ଡା,୩୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମର ଜିତେନ୍ଦ୍ର ସୁନା (୨୯) ନାମକ ଯୁବକ ଏବେ ଜବାହାରଲାଲ ନେହେରୁ ଜାତୀୟ ବିଶ୍ୱ ବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ସଭାପତି ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରି ଚର୍ଚ୍ଚାରେ ରହିଛନ୍ତି। କୃଷି ଶ୍ରମିକ…

ବାଲିମେଳା ପୌରପରିଷଦରେ ସ୍ବାୟତ୍ତ ଶାସନ ଦିବସ

କୋରୁକୋଣ୍ଡା,୩୧।୮(ଡି.ଏନ୍‌.ଏ): ରାଜ୍ୟବ୍ୟାପୀ ସ୍ବାୟତ୍ତ ଶାସନ ଦିବସ ଶନିବାର ପାଳନ ହେଉଥିବା ବେଳେ ମାଲକାନଗିରି ଜିଲା ବାଲିମେଳା ପୌରପରିଷଦରେ ଏହା ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏହି ଅବସରରେ ନବରଙ୍ଗପୁର ଏମ୍‌ପି ରମେଶ ମାଝି, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଆଦିବାସୀ ବିକାଶ…

ଭାରସାମ୍ୟ ହରାଇ ଜଳଖିଆ ଦୋକାନରେ ପଶିଲା ବାଇକ୍‌: ଜଣେ ମୃତ, ଦୁଇ ଗୁରୁତର

ବୌଦ୍ଧ,୩୧।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ହରେକୃଷ୍ଣପୁର ଶିବମନ୍ଦିରଠାରେ ଶନିବାର ସକାଳେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସୂଚନାମୁତାବକ, ୩ ଯୁବକ ଏକ ବାଇକ୍‌ ଯୋଗେ ମନମୁଣ୍ଡାରୁ ନିଜ ଗ୍ରାମ ନୟାଗଡ଼କୁ ଫେରୁଥିବା…

ବେଳାଭୂମିରୁ ବିଦେଶୀ ନାଗରିକଙ୍କ ଗଳିତ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

ପାରାଦୀପ,୩୧।୮(ସ୍ବ.ପ୍ର.): ପାରାଦୀପ ବନ୍ଦର ୫ ନଂ ଗେଟ୍‌ ପାଖ ହନୁମାନ ମନ୍ଦିର ସୀମା ସମୁଦ୍ର ବେଳାଭୂମିରୁ ଶନିବାର ସକାଳେ ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକଙ୍କ ଶାରିରୀକ ଗଠନ ଓ ବର୍ଣ୍ଣରୁ ସେ ଜଣେ ବିଦେଶୀ ବୋଲି…

ଶଯ୍ୟା ଅଭାବ, ଚଟାଣରେ ରୋଗୀ

କଟକ ଅଫିସ, ୩୧।୮ – କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍‌ସିବି)ରେ ଦିନକୁ ଦିନ ସମସ୍ୟା ବଢିବାରେ ଲାଗିଛି। ଏହି ହସ୍ପିଟାଲ ଉପରେ କଟକ ସହର ସମେତ ରାଜ୍ୟର ବହୁ ରୋଗୀ ନିର୍ଭର କରିଥାନ୍ତି। ହେଲେ…

ବିଦ୍ୟାଳୟରୁ ତାଲାଭାଙ୍ଗି ଟଙ୍କା, ମଧ୍ୟାହ୍ନଭୋଜନ ଚାଉଳ ଚୋରିକଲେ ଦୁର୍ବୃତ୍ତ

ଛେଣ୍ଡିପଦା,୩୧।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଟାଙ୍ଗିର ପଞ୍ଚାୟତର ସରପାଳ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ବିଦ୍ୟାଳୟ କବାଟ ଓ ଆଲ୍‌ମିରା ଭାଙ୍ଗି ୫ ହଜାର ଟଙ୍କା, ମଧ୍ୟାହ୍ନଭୋଜନ ଚାଉଳ ଚୋରି କରିଥିବା…

ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ଜଣେ ଗିରଫ, ଗଞ୍ଜେଇ ଜବତ

ବାଲେଶ୍ୱର ଅଫିସ,୩୧।୮: ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ଶନିବାର ପୂର୍ବାହ୍ନରେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ଫତେପୁର ଗ୍ରାମରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧୫ କିଲୋ ଗଞ୍ଜେଇ ଜବତ କରାଯାଇଥିବା ସହ ପୋଲିସ ଜଣଙ୍କୁ ଗିରଫ କରିଛି। ସେ…

ଜାମିନ ସର୍ତ୍ତରେ କୋହଳ ଲାଗି ହାଇକୋର୍ଟରେ ସାରଥିଙ୍କ ଆବେଦନ

କଟକ ଅଫିସ, ୩୧ା୮: ପ୍ରାୟ ୪ ବର୍ଷ ଜେଲ୍‌ରେ ରହିବା ପରେ ସାରଥି ବାବା ଓରଫ ସନ୍ତୋଷ ରାଉଳ ଗତ ଜୁଲାଇ ୨୫ରେ ଜାମିନରେ ମୁକୁଳିଥିଲେ। ଏକାଧିକ ସର୍ତ୍ତ ରଖି ହାଇକୋର୍ଟ ସାରଥିଙ୍କୁ ଜାମିନ ଦେଇଥିଲେ। ତେବେ ଉକ୍ତ ସର୍ତ୍ତ ପରିବର୍ତ୍ତନ…

ଭାରସାମ୍ୟ ହରାଇ ବିଲକୁ ଓଲଟି ପଡ଼ିଲା ବସ୍‌: ୨ ମୃତ, ୨୦ ଆହତ

ଖୋର୍ଦ୍ଧା ଅଫିସ, ୩୧ା୮: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ପୁବୁସାହି ନିକଟରେ ଶୁକ୍ରବାର ଅପରାହ୍ନ ୫ ଟା ୪୦ମିନିଟ୍‌ରେ ନାରାୟଣୀ ନାମକ ଘରୋଇ ବସ ଭାରସାମ୍ୟ ହରାଇ ୫ ଫୁଟ ତଳ ବିଲକୁ ଓଲଟି ପଡିଥିଲା। ଏଥିରେ ୨ଜଣଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?