ଆମ ଜିଲା ଖବର

ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ ଅଫିସ, ୩୧ା୮: ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ଏ. ରବୀନ୍ଦ୍ର ଭଟ୍ଟ ଖୁବ୍‌ଶୀଘ୍ର ସୁପ୍ରିମ୍‌କୋର୍ଟ ବିଚାରପତି ଭାବେ ଯୋଗଦେବେ। ଫଳରେ ରାଜସ୍ଥାନ ମୁଖ୍ୟ ବିଚାରପତିଙ୍କ ପଦ ଖାଲି ପଡ଼ିବ। ତେଣୁ ସୁପ୍ରିମକୋର୍ଟଙ୍କ କଲେଜିୟମ ଏହି ପଦବୀ ଲାଗି…

ଟ୍ରେନ୍‌ରୁ ୫ଶହ ପାରା ଜବତ, ୨ ଗିରଫ

ବଲାଙ୍ଗୀର ଅଫିସ, ୩୧ା୮: ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ୭ଟି ପେଟିରେ ଆସୁଥିବା ୫ଶହ ପାରାକୁ ବଲାଙ୍ଗୀର ଆରପିଏଫ୍‌(ରେଳ ସୁରକ୍ଷା ବଳ) ସ୍ଥାନୀୟ ରେଳଷ୍ଟେଶନ୍‌ରୁ ଶୁକ୍ରବାର ଜବତ କରିଛି। ପାରା ଚାଲାଣ କରୁଥିବା ବାପପୁଅଙ୍କୁ ଗିରଫ କରିଛି ା ଗିରଫ ୨ ଅଭିଯୁକ୍ତ…

ମାଲେସିଆ ଜାହାଜରୁ ତେଲକଢ଼ା ଆରମ୍ଭ

ବ୍ରହ୍ମଗିରି, (ଡି.ଏନ୍‌.ଏ.)/ ପୁରୀ ଅଫିସ ୩୦।୮: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ରାଜହଂସ ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁୁ ଲାଗିଥିବା ମାଲେସିଆର ପଣ୍ୟବାହୀ ଜାହାଜରୁ ଶୁକ୍ରବାର ତେଲ କଢ଼ା ଆରମ୍ଭ ହୋଇଛି। ଏଥିରେ ରହିଥିବା ୪୦ ହଜାର ଲିଟର ତେଲ…

ବିଳମ୍ବ ହେଲା ଠାକୁରଙ୍କ ନୀତିକାନ୍ତି

ପୁରୀ ଅଫିସ,୩୧ା୮: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ଜିଲା ପ୍ରଶାସନ ଅସୁରକ୍ଷିତ କୋଠା ଭାଙ୍ଗୁଛି। ଶୁକ୍ରବାର ଭଙ୍ଗାଯାଇଛି ବହୁ ଚର୍ଚ୍ଚିତ ଏମାର ମଠର ରଘୁନନ୍ଦନ ଲାଇବ୍ରେରୀ ଏବଂ ଦୋକାନ ଘର। ତେବେ ଏହି ଉଚ୍ଛେଦ ପାଇଁ…

ଅନୁଗୋଳ ସିଡିଏମ୍‌ଓଙ୍କ ଖବରଦାତା ସମ୍ମିଳନୀ: ଦଲାଲଙ୍କୁ ଧରିବ ସ୍ବତନ୍ତ୍ର ଟିମ୍‌

ଅନୁଗୋଳ ଅଫିସ, ୩୧।୮- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସକ୍ରିୟ ଥିବା ଦଲାଲଙ୍କୁ ଧରିବାକୁ ପଦକ୍ଷେପ ନେବ ମେଡିକାଲ ପ୍ରଶାସନ। ଏଥିପାଇଁ ଗଠନ କରାଯିବ ଏକ ସ୍ବତନ୍ତ୍ର ଟିମ୍‌। ଏହି ଟିମ୍‌ର ସଦସ୍ୟମାନେ ବିଭିନ୍ନ ସମୟରେ ଲୋକଙ୍କୁ ଠକୁଥିବା ଦଲାଲଙ୍କ ଉପରେ…

ନିଷ୍କାସନ ହୋଇପାରୁନି ଆବର୍ଜନା ପାଣି: ପୂତ୍ତି ଗନ୍ଧମୟ ପରିବେଶରେ ଗଡତରାସ

ବନ୍ତଳା,୩୧।୮(ଡି.ଏନ.ଏ.) ଘର ଆଗରେ ଜମି ରହିଛି ବର୍ଷା, ଆବର୍ଜନା ପାଣି। ନିଷ୍କାସନର ବାଟ ନ ଥିବାରୁ ଏହା ଘରେ ପଶୁଛି। ଦୁର୍ଗନ୍ଧରେ ନାକ ଫାଟି ପଡୁଛି। ହେଲେ ଉପାୟ ନ ଥିବାରୁ ବାଧ୍ୟ ହୋଇ ସେହି ପାଣିରେ ପଶି ଯାତାୟାତ କରୁଛନ୍ତି…

ଷ୍ଟ୍ରିଟ ଲାଇଟ୍‌ ଖୁଣ୍ଟରେ ଲାଗିଲା ସିସିଏମ୍‌ଏସ୍‌

ଅନୁଗୋଳ ଅଫିସ, ୩୧।୮ – ଅନୁଗୋଳ ପୌରପାଳିକା ପକ୍ଷରୁ ବିଦ୍ୟୁତ ସଞ୍ଚୟ ପାଇଁ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଏଣିକି ସହରରେ ସୂର୍ଯ୍ୟ ଉଇଁଲେ ଆପେ ଆପେ ସହରରେ ଲାଗିଥିବା ଷ୍ଟ୍ରିଟ ଲାଇଟ ଲିଭିଯିବ। ଆଉ ସୂର୍ଯ୍ୟ ଅସ୍ତ ହେଲେ ମନକୁ…

କନ୍ୟା ଭ୍ରୂଣ ହତ୍ୟା ରୋକିବାକୁ ଗୁରୁତ୍ୱ: ପ୍ରସବ ବିବରଣୀ ଦେବେ ଘରୋଇ କ୍ଲିନିକ୍‌

ଅନୁଗୋଳ ଅଫିସ, ୩୧।୮ – ଜିଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ ଓ ନର୍ସିଂହୋମରେ କଡାକଡି ପାଳନ ହେବ ଲିଙ୍ଗ ନିରୂପଣ ନିରୋଧୀ ସମ୍ପର୍କିତ ପିସିଆଣ୍ଡପିଏନ୍‌ଡିଟି ଆଇନ। ସମସ୍ତ ଘରୋଇ ପଞ୍ଜୀକୃତ କ୍ଲିନିକ୍‌ଗୁଡ଼ିକ ପ୍ରତିମାସ ଶେଷରେ ପ୍ରସବ ବିବରଣୀ ସମ୍ପୃକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ…

ଖର୍ଚ୍ଚ ହେବ ୨୦ ଲକ୍ଷ

ଭୁବନ, ୩୧।୮(ଡି.ଏନ.ଏ.) ପାଦ ଥାପିଛି ଶରତ। ବିଦ୍ୟାଦାତା ଗଜାନନଙ୍କ ଆବାହନ ସହ ଆରମ୍ଭ ହେବ ପାର୍ବଣ ଋତୁ। ଏହାକୁ ନେଇ ଗଁ।ଠାରୁ ସହର ଯାଏ ସବୁଠି ସୃଷ୍ଟି ହୋଇଛି ଉତ୍ସବ ମୁଖର ପରିବେଶ। ଏପରି ମହୋତ୍ସବରେ ସାମିଲ ହୋଇଛି ଢେଙ୍କାନାଳ ଜିଲାର…

କେନାଲରେ ଫସିଲା ଦନ୍ତା

ପରଜଙ୍ଗ, ୩୧।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟେ ସେକ୍ସନ ଅଧୀନ ଦେଇ ଯାଇଥିବା ରେଙ୍ଗାଳି ମୁଖ୍ୟ ବାମ କେନାଲରେ ଶୁକ୍ରବାର ଏକ ଦନ୍ତା ହାତୀ ଫସିଯାଇଥିଲା। କେନାଲ ନିକଟବର୍ତ୍ତୀ ସିଆରିମାଳିଆ ସଂରକ୍ଷିତ ଜଙ୍ଗଲରୁ ଉକ୍ତ ଦନ୍ତା…

ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ: ବନ କର୍ମଚାରଙ୍କୁ ନିସ୍ତୁକ ପିଟିଲେ

ପରଜଙ୍ଗ, ୩୧।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ପାଳସାହି ଗ୍ରାମରେ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ବନ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। କେତେଜଣ ନିଶାସକ୍ତ ଯୁବକ ଏପରି ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୪…

୧୭ ବର୍ଷ ଧରି ଲୁହା ଶିକୁଳିରେ ବନ୍ଧା ଜୀବନ

ହାଟଡିହୀ,୩୧। ୮(ଡି.ଏନ୍‌.ଏ.)-ପୁଅ ପାଠ ପଢ଼ିବ, ବଡ଼ ମଣିଷ ହେବ। ଗରିବ ମା’ ବାପାଙ୍କ ଦୁଃଖ ହଟିବ। ପୁଅକୁ ନେଇ ସେମାନେ କେତେ ସ୍ବପ୍ନ ଦେଖିଥିଲେ। କିନ୍ତୁ ସ୍ବପ୍ନ ସବୁ ଆଶା ମଉଳି ଯାଇଛି। ସେହି ପୁଅ ମା’ ବାପାଙ୍କ ବୋଝ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?