ଆମ ଜିଲା ଖବର

ଜିଲାପାଳଙ୍କ ଅଚାନକ ଖରିଆରରୋଡ ହସ୍ପିଟାଲ ପରିଦର୍ଶନ

ନୂଆପଡା ଅଫିସ,୩୧ା୮ – ନୂଆପଡା ଭଳି ଉପାନ୍ତ ଜିଲାରେ ସ୍ବାସ୍ଥ୍ୟ ସମସ୍ୟା ଦିନକୁ ଦିନ ଗମ୍ଭୀର ହେବାକୁ ଲାଗିଛି । ଏହାକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହୋଇଥିଲେ ମଧ୍ୟ ତତକାଳୀନ ଅଧିକାରୀମାନେ କୌଣସି ଦୃଷ୍ଟି ଦେଇନାହାନ୍ତି। ହେଲେ ନୂତନ ଜିଲାପାଳ…

କଲମପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କଲମପୁର,୩୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ପରିସରରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । କଲମପୁର ବିଡିଓ ହେମ ସାଗର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ ପଞ୍ଚାୟତରୁ ବହୁ ଭିନ୍ନକ୍ଷମ ଉପସ୍ଥିତ ଥିଲେ।…

ଉପଜିଲାପାଳଙ୍କୁ ୭ ଦଫା ଦାବିପତ୍ର ପ୍ରଦାନ ଏକତା ପରିଷଦ କଳାହାଣ୍ଡି ଶାଖା

ଭବାନୀପାଟଣା,୩୧।୮(ଡି.ଏନ.ଏ.) ଜଙ୍ଗଲ ଅଧିକାର ଆଇନ ୨୦୦୬କୁ ଠିକ ଭାବରେ କାର୍ଯ୍ୟକାରୀ କରିବା ସହ ବ୍ୟକ୍ତିଗତ ଓ ସାମୂହିକ ଅଧିକାର ପ୍ରମାଣପତ୍ର ଏବଂ ମୋ ଜମି ମୋ ଡିହ ଯୋଜନା ଦ୍ୱାରା ହିତାଧିକାରୀମାନଙ୍କୁ ଘରଡିହ ପଟ୍ଟ ପ୍ରଦାନ କରାଯିବା ଆଦି ୭ଦଫା ଦାବି…

ଦୁଇ ଦିନ୍‌ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ

ଘଣ୍ଟାପଡା, ୩୧।୮ (ଡି.ଏନ୍‌.ଏ.): ଦୁଇ ଦିନ୍‌ ଉତାରୁ ଗଁାଗଁଲିରୁ ସହର ତକ୍‌ ସବୁନେ ଜାକ୍‌ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ। ସେଥିରଲାଗି ଗଁାରୁ ସହର ତକ୍‌ ସବୁଠାନେ ଜୁକାନ ବଜାର, ହାଟ ହଟଲି, ବସ୍‌ଷ୍ଟାଣ୍ଡ, ରେଲ ଷ୍ଟେଶନରେ…

ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

  ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ ଲୋକ୍‌ ସଜ୍‌ବାଜରେ ଲାଗି ପଡ଼ିଛନ୍‌। ଘରଦୁଆର ଲିପାପୁଛା, ଘସାମଜା କରି ଚକାଚକ୍‌ କରି ସାଏଲେନ।…

ଅଁଟାରୁ ତଲକେ ଅଚଲ, ଖଟେ ପଡ଼ିଛନ୍‌ ବିପିନ: ଚିକିଛା ସାହାଯ୍‌ ଲାଗି ପରିବାରର ଆକୁଲ ନିବେଦନ

  ଲାଠୋର, ୩୧ା୮ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର ମନ୍ଦିର ପଡ଼ାର ବିପିନ ସେଠ୍‌(୫୩) ରୋଗ୍‌ ପରଭାବରେ ଖଟେ ପଡ଼ି ରହିଛନ୍‌। ଇଆଡ଼େ ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ପରିବାର…

ଆବାସିକ ବିଦ୍ୟାଳୟ ରୋଷେୟାଙ୍କୁ ପଥରରେ ଛେଚି ହତ୍ୟା

ଚନ୍ଦ୍ରଗିରି,୩୦ା୮(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଲୁଡ୍ରୁ ଆଶ୍ରମ ବିଦ୍ୟାଳୟରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ବିଦ୍ୟାଳୟରେ ରହୁଥିବା ରୋଷେୟାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୋହନା ପୋଲିସ ଓ ଆର.ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ବିଦ୍ୟାଳୟରେ ପହଞ୍ଚତ୍ ତଦନ୍ତ…

ସହଯୋଗ ବାହାନାରେ ଏଟିଏମ୍‌ରେ ଠକେଇ

ଭଞ୍ଜନଗର,୩୦।୮(ଡି.ଏନ.ଏ)- ଟଙ୍କା ଉଠାଇବାରେ ସହଯୋଗ କରିବା ବାହାନାରେ ଜଣେ ମହିଳାଙ୍କ ଆକାଉଣ୍ଟରୁ ୨୧ ହଜାର ଟଙ୍କା ଠକି ନେଇଛନ୍ତି ଦୁର୍ବୃତ୍ତ। ଏଥିସହ ମହିଳାଙ୍କ ଏଟିଏମ୍‌ କାର୍ଡ଼ଟି ମଧ୍ୟ ବଦଳ କରି ନେଇଥିବା ଜଣାପଡିଛି। ଘଟଣାଟି ଗତ ୨୭ ତାରିଖରେ ଘଟିଥିଲା। ଠକେଇର…

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦ା୮-ସାପ କାମୁଡ଼ାରେ ଗୁରୁତର ଜଣେ ମହିଳାଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ଅଲାରିଗଡ ଗ୍ରାମର ମନୋଜ ଡାକୁଆଙ୍କ ସ୍ତ୍ରୀ ନମିତା। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୪୫୯/୧୯ରେ…

ଶିକ୍ଷକପଡ଼ାରେ ମାତିଲେ ଦୁର୍ବୃତ୍ତ : ଝରକା ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

ବଇଣ୍ଡା,୩୦।୮(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ନୁନୁକାପଶି ପଞ୍ଚାୟତ ଶିକ୍ଷକପଡ଼ାରେ ରହୁଥିବା ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ଝରକା ଗ୍ରୀଲ ତାଡି ଆଲମିରା ଭାଙ୍ଗି ୧୦ଟି ସୁନା ମୁଦି, ୧୦ ହଜାର…

କେନ୍ଦୁପତ୍ର ବୋଝେଇ ମିନି ଟ୍ରକ ଜବତ

ବଇଣ୍ଡା,୩୦।୮(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା ଆଶ୍ରୁବାହାଳ ଗ୍ରାମରୁ ଗୁରୁବାର ବିଳମ୍ବିତ ରାତିରେ ଏକ ଚୋରା କେନ୍ଦୁପତ୍ର ବୋଝେଇ ଟ୍ରକକୁ ବଇଣ୍ଡା ଫାଣ୍ଡି ପୋଲିସ ଜବତ କରିଛି। ଏଥିରେ ୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ କେନ୍ଦୁପତ୍ର ଥିବା ବିଭାଗ ପକ୍ଷରୁ ଆକଳନ କରାଯାଇଛି।…

ପୋଲିସ ପରିଚୟ ଦେଇ ଲୁଟ୍‌

ଭଦ୍ରକ ଅଫିସ, ୩୦।୮- ଭଦ୍ରକ ଚରମ୍ପା ପଥରଆଡ଼ି ରାସ୍ତାର ଏକ ଘରୋଇ ନର୍ସିଂହୋମ ନିକଟରେ ଶୁକ୍ରବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ନିଜକୁ ପୋଲିସ ଅଧିକାରୀ ପରିଚୟ ଦେଇ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କଠାରୁ ସୁନାଚେନ୍‌ ଲୁଟି ନେଇଛନ୍ତି ଲୁଟେରା। ଉକ୍ତ ସୁନାଚେନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?