ଆମ ଜିଲା ଖବର

ବିଲେଇ ଛୁଆକୁ ନେଇ ମାରପିଟ୍‌, ୫ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୨୮ା୬(ଡି.ଏନ.ଏ.)-`ଆଙ୍କୁଶପୁର ସଦର ଥାନା ଦକ୍ଷିଣପୁର ପଞ୍ଚାୟତ କାଳୁଆ ମନ୍ଦିର ସାହିରେ ଗୋଟିଏ ବିଲେଇ ଛୁଆକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଉଭୟଙ୍କ ଅଭିଯୋଗ କ୍ରମେ ନଂ. ୧୬୦/୧୯ ଓ ୧୬୧/୧୯ରେ ମାମଲା ରୁଜୁ ହୋଇଛି। ଏହି ମାମଲାରେ ଉଭୟ…

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା

ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍‌ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ ତଥା ବିସ୍ଥାପିତମାନେ କାମ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଅନ୍ୟପକ୍ଷରେ ଗୁରୁବାର ରାତିରେ ଆନ୍ଦୋଳନକାରୀ…

ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ

ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍‌ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସିପାହୀ ଓ ସଂଘର କର୍ମକର୍ତ୍ତାମାନେ ସାମିଲ ଥିଲେ ା ପିଲିବନ୍ଧର ଚତୁଃପାର୍ଶ୍ୱରେ ଥିବା…

ପିକଅପ୍‌ ଭ୍ୟାନରେ ଚାଲାଣ ହେଉଛି ଗୋମାଂସ; ଦୁର୍ଘଟଣା ପରେ ପଦାକୁ ଆସିଲା

ଜଳେଶ୍ୱର, ୨୮ା୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଗୋଚାଲାଣ ଉପରେ ଅଙ୍କୁଶ ଲଗାଯିବା ପରେ ବେପାରୀମାନେ ଏବେ ଗୋମାଂସ ଚାଲାଣ ଭଳି ପନ୍ଥା ଆପଣେଇଛନ୍ତି। କୋଲକାତା ଅଭିମୁଖେ ଯାଉଥିବା ଗୋମାଂସ ବୋଝେଇ ଏକ ପିକ୍‌ଅପ୍‌ ଜଳେଶ୍ୱର ଥାନା ଅଧୀନ ୬୦ ନଂ.ଜାତୀୟ…

ଅଭିଭାବକ, ଶିକ୍ଷକ ଏକ ମୁଦ୍ରାର ଦୁଇପାର୍ଶ୍ୱ

ନୂଆପଡା ଅଫିସ,୨୮ା୬: ବିଦ୍ୟାଳୟଗୁଡିକରେ ଗୁଣାତ୍ମକ ଶିକ୍ଷାର ବିକାଶ ସକାଶେ ଅଭିଭାବକ ଏବଂ ଶିକ୍ଷକମାନଙ୍କ ଅବଦାନ ରହିବା ବାନଛନୀୟ। ଏମାନେ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ। ଶିକ୍ଷାଦାନକୁ ତ୍ୱରିତ କରିବାକୁ ଏଦୁହେଁ ଆଗକୁ ଆସିବା ଦରକାର ବୋଲି ଅଧିକାରୀମାନେ କହିଥିଲେ। ଶୁକ୍ରବାର ସ୍ଥାନୀୟ…

ଗଳ୍ପ ସାହିତ୍ୟରେ ନୂଆ ଧାରା ଆଣିଥିଲେ କହ୍ନେଇଲାଲ୍‌

ବାଲେଶ୍ୱର ଅଫିସ,୨୮।୬-ମଣିଷ ଜୀବନର ବାସ୍ତବ ଚିତ୍ରକୁ କାହାଣୀରେ ରୂପ ଦେଇ ବିଶିଷ୍ଟ କଥାକାର କହ୍ନେଇଲାଲ୍‌ ଦାସ ଓଡିଆ ଗଳ୍ପ ସାହିତ୍ୟରେ ଏକ ନୂଆ ଧାରା ସୃଷ୍ଟି କରିଥିଲେ। ସତୁରି ଦଶକର ଓଡ଼ିଆ କଥା ସାହିତ୍ୟରେ ଯେଉଁ ପଟ୍ଟ ପରିବର୍ତ୍ତନ ଘଟିଥିଲା ସେଥିରେ…

ରୂପ୍‌ସାରେ ଲୁଟେରା ସକ୍ରିୟ: ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ

ରୂପ୍‌ସା, ୨୮।୬(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସାସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଶୁକ୍ରବାର ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା ଆରମ୍ଭ କରିଛନ୍ତି। ବିଭିନ୍ନ ସମୟରେ ଲୁଟେରାମାନେ ରୂପ୍‌ସା ଅଞ୍ଚଳରେ…

ଦୁର୍ଗାପୂଜା ପାଇଁ ରାବଣ ବରଣ

ଜାମଟିକ୍ରା, ୨୮।୬ (ଡି.ଏନ.ଏ): ଅତାବିରା ଦୁର୍ଗାପୂଜା ପାଇଁ ଶୁକ୍ରବାର ସ୍ଥାନୀୟ ଦୁର୍ଗା ମନ୍ଦିର ପରିସରରେ ରାବଣ ବରଣ କରାଯାଇଛି । ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନଙ୍କୁ ଏଥର ଅତାବିରା ରାମଲୀଳାରେ ରାବଣ ଭୂମିକାରେ ଅଭିନୟ କରିବା ପାଇଁ ପୁଷ୍ପମାଲ୍ୟ, ନଡିଆ, ସିନ୍ଦୁର…

ଅବକାରୀ ଚଢାଉ: ୭ ଗିରଫ

ବଇଣ୍ଡା,୨୮।୬(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ବିଭିନ୍ନ ଗ୍ରାମରେ ଶୁକ୍ରବାର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୫ ଲିଟର ଦେଶୀ ମଦ କରାଯାଇଛି। ଏହି ଘଟଣାରେ ତଲେଇପଥର ଗ୍ରାମର ଅଇଁଠା ପ୍ରଧାନ, ଛବି ପ୍ରଧାନ, ରୁନି ଭୋଇ, ପାଇକସାହି ଗ୍ରାମର ତୀର୍ଥ…

ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ଜାରି

ଭଦ୍ରକ ଅଫିସ, ୨୮।୬ – ଭଦ୍ରକ ଜିଲା ଓ ପୌର ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିିଛି। ସହରକୁ ସରସ ସୁନ୍ଦର କରିବା ପାଇଁ ଜବରଦଖଲମୁକ୍ତ ଅଭିଯାନ ଗୁରୁବାରଠାରୁ ଆରମ୍ଭ କରାଯାଇଛି। ସହରକୁ ସ୍ମାର୍ଟସିଟି କରାଯିବା ସକାଶେ…

ଜଗନ୍ନାଥଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ପୁରୀ ଯାତ୍ରା, ପାଦରେ ଚାଲି ଚାଲି ପହଞ୍ଚିବେ

ଭୁବନ,୨୮।୦୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୬୦ ଜଣରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୁକ୍ରବାର ପାଦରେ ଚାଲି ଜଗନ୍ନାଥଙ୍କ ଦର୍ଶନ କରିବା ନିମନ୍ତେ ପୁରୀ ଯାତ୍ରା କରିଛନ୍ତି। ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଶ୍ରଦ୍ଧାଳୁମାନେ ଭୁବନ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା…

ବସ୍ତାରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ରାଜନଗର, ୨୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଫରେଷ୍ଟ ବିଟ୍‌ ନିକଟରୁ ଏକ ବସ୍ତାରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ସ୍ଥାନୀୟ ଲୋକେ ଏକ ଉକ୍ତ ରାସ୍ତା ଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri