ଆମ ଜିଲା ଖବର

‘ସୁସ୍ଥ ଓଡ଼ିଶା’କୁ ନେଇ ସୁଖୀ ନୁହନ୍ତି ପରଦେଶୀ: ମୁନାଙ୍କ ଅପରେଶନ ପାଇଁ ଖୋଜୁଛନ୍ତି ଦରଦୀ ମନ

ବନ୍ତଳା,୩୦ା୮-ମୂଲିଆ ମଣିଷକୁ ତେଲ ଲୁଣର ସଂସାର। ନିଜସ୍ବ ଘର ଢିହ ବୋଲି କିଛି ନାହିଁ। ସରକାରୀ ଜାଗାରେ କରିଥିବା ଚାଳିଆ ଖଣ୍ଡେ ହିଁ ପରିବାରର ସମ୍ବଳ। ଦିନେ ଖଟିବାକୁ ନ ଗଲେ ବିଛଣାରେ ଶୋଇଥିବା ଭେଣ୍ଡିଆ ପୁଅ ମୁନା ମୁହଁରେ ଦାନାଟିଏ…

ବିଦ୍ୟାଳୟ ପରିସର ସଫା କଲେ, ପିଲାଙ୍କୁ ପଢ଼ାଇଲେ: ଖାଦ୍ୟର ମାନ ନେଇ ସରପଞ୍ଚ ଖପ୍ପା

ଅନୁଗୋଳ ଅଫିସ, ୩୦।୮-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଜାମୁନାଳୀ ପଞ୍ଚାୟତ ସରପଞ୍ଚ ପ୍ରମିଳା ନାଏକ ଗୁରୁବାର ଜାମୁନାଳୀ ବିଦ୍ୟାଳୟ ପରିସର ସଫେଇ କରାଇବା ସହ ସେଠାରେ ଥିବା ଅଙ୍ଗନଓ୍ବାଡ଼ି ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି। ତେବେ ଅଙ୍ଗନଓ୍ବାଡି ପିଲାଙ୍କ ପାଇଁ…

ଘରୋଇ ବିଦ୍ୟାଳୟ ଶିକ୍ଷକ, ଛାତ୍ରୀଛାତ୍ରଙ୍କ ବିରୋଧ: ସହର ଅଳିଆ ଫେରିଲା ସହରକୁ

ଅନୁଗୋଳ ଅଫିସ, ୩୦।୮-ଅନୁଗୋଳ ପୌର ସଂସ୍ଥାକୁ ଛାଡ଼ୁନି ଅଳିଆ ବିବାଦ। ସହରର ଅଳିଆ ଯେଉଁଠି ପକାଯିବାକୁ ସ୍ଥାନ ଚିହ୍ନଟ ହେଉଛି ସେଠାରେ ବିରୋଧର ସ୍ବର ଦେଖିବାକୁ ମିଳୁଛି। ଗୁରୁବାର ଏପରି ଏକ ବିରୋଧ ଘଟଣା ଯୋଗୁ ଅଳିଆ ପକାଇବାକୁ ସକାଳୁ ଯାଇଥିବା…

୩ ଲୁଟେରା ଗିରଫ

ଢେଙ୍କାନାଳ ଅଫିସ, ୩୦।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ନିକଟ ଓଭରବ୍ରିଜ୍‌ରୁ ଟ୍ରକ୍‌ ଚାଳକଙ୍କଠାରୁ ଆକ୍ରମଣ କରି ଲୁଟ୍‌ ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପରଜଙ୍ଗ ଥାନା ଲୋଧଣି ଗ୍ରାମର ଅନିଲ ନାଏକ (୧୯), ପରଜଙ୍ଗ…

ବ୍ରାହ୍ମଣୀରୁ ବେଆଇନ ବାଲି ଚାଲାଣ: ୩ ଟ୍ରାକ୍ଟର ଜବତ, ଜରିମାନା ଆଦାୟ

ପରଜଙ୍ଗ, ୩୦।୮(ଡି.ଏନ୍‌.ଏ.) – ବ୍ରାହ୍ମଣୀ ନଦୀରୁ ବେଆଇନ ବାଲି ଚାଲାଣ ବେଳେ ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଏବଂ ତହସିଲ ପ୍ରଶାସନ ପକ୍ଷରୁ ୩ଟି ଟ୍ରାକ୍ଟରକୁ ଜବତ କରାଯାଇଛି। ସମ୍ପୃକ୍ତ ଟ୍ରାକ୍ଟର ମାଲିକଙ୍କଠାରୁ ୪୫ ହଜାର ଟଙ୍କା ଜରିମାନା ଆଦାୟ…

ଦାଦନ ଯାଇ ଜୀବନ ଗଲା

କାମାକ୍ଷାନଗର, ୩୦।୮(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲାରେ ଦାଦନ ଦୁଃଖର ଦାରୁଣ ଚିତ୍ର ପଦାକୁ ଆସିଛି। ପେଟ ପାଟଣା ଚିନ୍ତାରେ ବାଙ୍ଗାଲୋର ଯାଇଥିବା ଜଣେ ଯୁବକ ରୋଗଗ୍ରସ୍ତ ହୋଇ ଘରକୁ ଫେରିବା ବାଟରେ ଟ୍ରେନ୍‌ରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ କାମାକ୍ଷାନଗର ବ୍ଲକ…

ଧୋଇଗଲା କଲଭର୍ଟ ପାର୍ଶ୍ୱ ରାସ୍ତା

ଫୁଲବାଣୀ ଅଫିସ,୩୦ା୮- ତୁମୁଡ଼ିବନ୍ଧ ବ୍ଲକର ଉପାନ୍ତ ତଥା ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବେ ପରିଚିତ ଲଙ୍କାଗଡ଼ ପଞ୍ଚାୟତ କାରୁକୁଡି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ କିଛିଦିନ ଧରି ଲଗାଣବର୍ଷାରେ ଗ୍ରାମକୁ ସଂଯୋଗ କରୁଥିବା ଏକ ନାଳ ଉପରେ ନିର୍ମିତ କଲଭର୍ଟ…

ପ୍ରସ୍ତାବରେ ଅଟକିଛି ଗ୍ରେଟର (ବୃହତ୍‌) ବ୍ରହ୍ମପୁର ଗଠନ: ୨୦୧୫ରୁ ପ୍ରସ୍ତୁତ ହୋଇଛି (ସିଡିପି) ମାଷ୍ଟର ପ୍ଲାନ

ବ୍ରହ୍ମପୁର ଅଫିସ,୩୦ା୮- ବ୍ରହ୍ମପୁର ମହାନଗର ନିଗମ ଏବଂ ଛତ୍ରପୁର ଓ ଗୋପାଳପୁର ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ) ସହିତ ଏହି ୩ ସହରାଞ୍ଚଳ ପାର୍ଶ୍ୱବର୍ତ୍ତୀ ଗ୍ରାମାଞ୍ଚଳଗୁଡ଼ିକୁ ମିଶ୍ରଣ କରି ଗ୍ରେଟର (ବୃହତ୍‌) ବ୍ରହ୍ମପୁର ଗଠନ ପ୍ରସ୍ତାବରେ ଅଟକି ଯାଇଛି। ବ୍ରହ୍ମପୁର ଉନ୍ନୟନ…

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ଉତ୍ତେଜନା

ଖଲ୍ଲିକୋଟ,୩୦ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଭିକାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଛି। ଖାଦ୍ୟ ଥାଳିରେ ପୋକ ବାହାରିବା ନେଇ ଛାତ୍ରୀଛାତ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ। ଖବର ପାଇ ଗ୍ରାମବାସୀ ଓ…

ଭଞ୍ଜନଗର ସହରରେ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୩୦।୮(ଡି.ଏନ.ଏ)- ବହୁ ପ୍ରତିକ୍ଷିତ ଭଞ୍ଜନଗର ଏନ୍‌ଏସିର ଖଲାସି ସାହିରୁ ଗୁରୁବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉଚ୍ଛେଦ ଆରମ୍ଭ ସମୟରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ଉଚ୍ଛେଦ ପ୍ରକ୍ରିୟା ସ୍ବାଭାବିକ ହୋଇଥିଲା। ଖଲାସି ସାହିରେ ଆଜି ୪୦ ପ୍ରତିଶତ ଉଚ୍ଛେଦ…

ସୁଶାନ୍ତ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ସମେତ ୪ ଗିରଫ

ପୋଲସରା,୩୦ା୮(ଡି.ଏନ.ଏ.)- ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ଜୁନ ୧୮ ତାରିଖ ରାତିରେ ସୁଶାନ୍ତ ନାୟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୂର୍ବରୁ ପୋଲିସ ୯ ଜଣଙ୍କୁ ଗିରଫ କରିଥିଲା। ବୁଧବାର ରାତିରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ…

୧୨ ଆନ୍ତଃ ଜିଲା ଡକାୟତ ଗିରଫ

ଛତ୍ରପୁର/ଆସିକା/ବୁଗୁଡା,୩୦/୮(ଡି.ଏନ.ଏ.)- ବୁଗୁଡା ଓ ଆସିକା ଥାନା ପୋଲିସ ବୁଧବାର ରାତିରେ ୧୨ ଆନ୍ତଃଜିଲା ଡକାୟତଙ୍କୁ ଧରିବାରେ ସକ୍ଷମ ହୋଇଛି। ଏମାନେ ଗଞ୍ଜାମ, ବ୍ରହ୍ମପୁର, ଖୋର୍ଦ୍ଧା ଓ ନୟାଗଡ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଚୋରି ଡକାୟତି ଓ ଲୁଟ୍‌ ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?