ଆମ ଜିଲା ଖବର

ଦୁର୍ଘଟଣା ପରେ ଡ଼ମ୍ପର ଚାଳକଙ୍କୁ ମାଡ଼ ମାରିବା ଘଟଣା : ୭ ଗ୍ରାମବାସୀଙ୍କୁ ଗିରଫ କଲା ପୋଲିସ

ରାଇରଙ୍ଗପୁର,୨୯ା୮(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଏକ ଦୁର୍ଘଟଣାକୁ ନେଇ ଡମ୍ଫର ଚାଳକ ବିଶ୍ୱନାଥ ହଁାସଦାଙ୍କୁ ମାଡ଼ ମାରିବା ଓ ଲୁହାଖଣି ମାଲିକଙ୍କ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୭ ଗ୍ରାମବାସୀଙ୍କୁ ଗିରଫ କରିଛି।…

ଫାଇନାନ୍ସ କର୍ମଚାରୀଙ୍କୁ ଭୁଜାଲି ମାଡ଼,  ୪୬ହଜାର ଲୁଟ୍‌

ରୂପ୍‌ସା, ୨୯।୮(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ-ସାନଗୋବରା ରାସ୍ତାରେ ୩ଜଣ ଦୁର୍ବୃତ୍ତ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪୬ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ପୋଲିସ ଏକ ମାମଲା (ନଂ.…

ମଦ ବିରୋଧରେ ତାତିଲେ ମହିଳା

ଫୁଲବାଣୀ ଅଫିସ, ୨୯ା୮-ଜି.ଉଦୟଗିରି ବ୍ଲକ କଳିଙ୍ଗା ଗ୍ରାମରେ ବ୍ୟାପକ ଦେଶୀ ଏବଂ ବିଦେଶୀ ମଦ କାରବାର ଚାଲିଛି ା ଥାନା ପାଖରୁ ମାତ୍ର ଅଳ୍ପ ଦୂରରେ ଦେଶୀ ମଦ ରନ୍ଧା ଯାଉଛି। ପୋଲିସ କି ଅବକାରୀ ବିଭାଗ କେହି ଏଥିପ୍ରତି ଦୃଷ୍ଟି…

ହିଞ୍ଜିଳିକାଟୁ କଲେଜରେ ୨ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ହିଞ୍ଜିଳିକାଟୁ,୨୯ା୮(ଡ଼ି.ଏନ୍‌.ଏ): ହିଞ୍ଜିଳିକାଟୁ କଲେଜରେ ବୁଧବାର ଜୁନିୟର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ପାଇଁ ପ୍ରସ୍ତୁତି ବେଳେ କାୈଣସି କଥାକୁ ନେଇ ୨ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ଉଭୟ ଗୋଷ୍ଠୀ ହାତାହାତି ହୋଇଥିଲେ। ଘଟଣା ପରେ ଗୋଟିଏ ଗୋଷ୍ଠୀ ପକ୍ଷରୁ କଲେଜ…

ସାନଭାଇର ଛୁରା ମାଡ଼ରେ ବଡ଼ଭାଇ ଗୁରୁତର

ପୋଲସରା,୨୯ା୮(ଡି.ଏନ.ଏ.)- ପୋଲସରା ଥାନା ନିକଟସ୍ଥ ବ୍ରାହ୍ମଣସାହି ଛକଠାରେ ବୁଧବାର ରାତିରେ ପାରିବାରିକ କଳହକୁ ନେଇ ସାନଭାଇ ଛୁରା ମାଡରେ ବଡ଼ଭାଇ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ପୋଲସରାର ସୂର୍ଯ୍ୟ ପାତ୍ର (ଆନ୍ନା)। ବ୍ରାହ୍ମଣ ସାହିସ୍ଥିତ ମୁଖ୍ୟ ସଡ଼କ ପାର୍ଶ୍ୱରେ…

ଥମୁନି ଝାଡ଼ାବାନ୍ତି, ପୁଣି ଜଣେ ମୃତ: ପ୍ରଶାସନର ଚେତା ପଶୁନି

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତଥା ଆଖପାଖ ଅଞ୍ଚଳରେ ଝାଡାବାନ୍ତି ଥମିବାର ନଁା ନେଉନି। ଗତ ୪ତାରିଖରୁ ୫୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ହୋଇଛି। ବୁଧବାର ରାତିରେ ଭଉଁରିଆବାଡ଼ ପଞ୍ଚାୟତର କାନ୍ଥସିମୁଳିଆ…

ହାତୀ ଆକ୍ରମଣରେ ଯୁବକ ଗୁରୁତର

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ହାତୀଙ୍କ ଉପତ୍ାତ ଦିନକୁ ଦିନ ବଢ଼ି ଚାଲିଛି। କେତେବେଳେ ଚାଷଜମିର କ୍ଷତି କରୁଛନ୍ତି ତ, କେତେବେଳେ ବାଡ଼ି ଘରେ ପଶି କଦଳୀ ଗଛ, ବାଉଁଶବୁଦାରେ ଖାଇବା ସହ ଅନ୍ଧାର ରାତିର…

ପୋଖରୀରୁ ମିଳିଲା ନିଖୋଜ ଛାତ୍ରଙ୍କ ମୃତଦେହ

ତିହିଡ଼ି, ୨୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ ସନ୍ଥପୁରା ଗ୍ରାମର ଜଣେ ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଗୁରୁବାର ପୋଖରୀରୁ ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ ମିନାହାକ କାଦ୍ରି। ସେ ବୁଧବାର ସନ୍ଧ୍ୟାଠାରୁ…

‘ସୁସ୍ଥ ଜୀବନ ପାଇଁ କ୍ରୀଡ଼ାର ଆବଶ୍ୟକତା ରହିଛି’

ସାକ୍ଷୀଗୋପାଳ,୨୯।୮(ଡି.ଏନ୍‌.ଏ.): ହକି ଖେଳର ଅନ୍ୟତମ ଯାଦୁଗର ତଥା ଜାତୀୟ କ୍ରୀଡ଼ାର ଗୌରବ ଧ୍ୟାନଚାନ୍ଦଙ୍କ ଜନ୍ମତିଥିକୁ ଅଗଷ୍ଟ ୨୯ ତାରିଖରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲାର ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ଗୁରୁବାର…

ଶିକ୍ଷକ ଅଭାବ ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ସାକ୍ଷୀଗୋପାଳ,୨୯।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପ୍ରତିବାଦରେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଦିଆଯାଇଛି । ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କ ବଦଳି ଆଦେଶ ବାତିଲ ଓ ଦୁଇବର୍ଷ ହେଲା ବିଦ୍ୟାଳୟରେ ଖାଲି…

ଟ୍ରକ୍‌ ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା

ଢେଙ୍କିକୋଟ,୨୯।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ବୁଧବାର ରାତିରେ ଏକ ଟ୍ରକ୍‌ ଜଣେ ବାଇକଆରୋହୀଙ୍କୁ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବାଇକ୍‌ଆରୋହୀ ଜଣକ ହେଲେ ଢେଙ୍କିକୋଟ…

ଭଙ୍ଗା ହେଉଛି ଏମାର ମଠ: କୋଠିଘର ଭଙ୍ଗାଯିବା ବେଳେ ବାହାରିଲେ ଶହ ଶହ ସଂଖ୍ୟାରେ ଚେମିଣି, ସରୀସୃପ ଥିବା ଆଶଙ୍କା

ପୁରୀ ଅଫିସ,୨୯।୮: ଲଙ୍ଗୁଳୀ ମଠ ଭଙ୍ଗା ଯିବା ପରେ ଏବେ ଏମାର ମଠକୁ ଭାଙ୍ଗିଛି ପ୍ରଶାସନ। ବିପଦ ସଙ୍କୁଳ ଦର୍ଶାଇ ବୁଧବାର ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଗୁରୁବାର ମଠର କୋଠିଘର ଭଙ୍ଗାଯିବା ପରେ ଏହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?