ଆମ ଜିଲା ଖବର

ପଦଯାତ୍ରାରେ ପାକିସ୍ତାନ ଯିବେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୨୯।୮: ଦୁଇ ଦେଶ ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଖୁବ୍‌ଶୀଘ୍ର ପାକିସ୍ତାନକୁ ପଦଯାତ୍ରା କରିବେ ରାଉରକେଲାର ଯୁବ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ। ଏ ନେଇ ବୁଧବାର ସେକ୍ଟର-୨ ସେହେନାଇ ମଣ୍ଡପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ମୁକ୍ତିକାନ୍ତ ଏବେ…

ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ

କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି ହାଇକୋର୍ଟ…

ଚିଲିକାରେ ଅଟକି ରହିଥିବା ଜାହାଜରୁ ତେଲ କାଢ଼ିବା ପ୍ରକ୍ରିୟା ଆରମ୍ଭ: ପଡ଼ିଲା ପାଇପ, ଆଜି ବାହାରିିବ ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୯।୮ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ରାଜହଂସ ଓ ଖିରିସାହି ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଜିନ ହଓ୍ବା ୪୨ ଲାଗିଛି। ଜାହାଜଟି ଦୀର୍ଘ ୨୧ ଦିନ ଧରି ଲାଗି ରହିଥିବା…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅଚାନକ ଚଢ଼ାଉ: ଧରାପଡ଼ିଲେ ୮ ଅଣଛାତ୍ର

କଟକ ଅଫିସ,୨୯।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ବୁଧବାର ରାତି ପ୍ରାୟ ୧୦ଟାରେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ଅଚାନକ ଚଢ଼ାଉ କରିଛନ୍ତି। ଏହି ସମୟରେ ବିଶ୍ୱବିଦ୍ୟାଳୟ ପରିସରରେ ୮ଜଣ ଅଣଛାତ୍ର ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ପୋଲିସ ପଚରାଉଚରା କରି ଛାଡ଼ି ଦେଇଥିବା…

ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ, ୨୯।୮: ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି। ଏହାକୁ ବିଶ୍ୱସ୍ତରୀୟ ପାଠାଗାରରେ ପରିଣତ କରାଯିବ। ଏଥିରେ ଥିବା ଦୁର୍ମୂଲ୍ୟ ପୁସ୍ତକ, ପୋଥି ଓ ବିଭିନ୍ନ ନଥିପତ୍ରର ସଂରକ୍ଷଣ ହେବ। ଏହି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ ଭୂଅର୍ଜନ…

ନିଶ୍ଚିହ୍ନ ହେବ ଦ୍ୱାଦଶ ଶତାବ୍ଦୀର ଏମାର ମଠ

ପୁରୀ ଅଫିସ, ୨୯।୮: ଶ୍ରୀମନ୍ଦିରର ସୁରକ୍ଷା ଏବେ ଚ୍ୟାଲେଞ୍ଜ ହୋଇଛି। ଆତଙ୍କବାଦୀଙ୍କ ଟାର୍ଗେଟରେ ବଡ଼ଦେଉଳ ରହିଥିବା ନେଇ ଏକାଧିକଥର କେନ୍ଦ୍ର ଗୋଇନ୍ଦା ସଂସ୍ଥାରୁ ଚିଠି ଆସିବା ପରେ ଏଥର ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। ଆଉ ମେଘନାଦ ପାଚେରିଠାରୁ…

ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କଲେ ବାଲ୍ୟବନ୍ଧୁ

ଜୟପୁର,୨୯ା୮(ଡି.ଏନ୍‌.ଏ.) ଜୟପୁର ସହରର ଜଣେ ମାନସିକ ଅସୁସ୍ଥ ବ୍ୟକ୍ତି ରମେଶ ପୂଜାରୀ (ଟୁଟୁ)ଙ୍କୁ ଉଦ୍ଧାର କରି ନୂଆ ରାହା ଦେଖାଇଛନ୍ତି ବାଲ୍ୟବନ୍ଧୁ ଶିବାଜୀ ପଟ୍ଟନାୟକ। ଏହି ଖବର ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଟୁଟୁଙ୍କୁ କୌଣସି ମନସ୍ତତ୍ୱ ବିଶେଷଜ୍ଞଙ୍କ ନିକଟରେ ଚିକିତ୍ସା…

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା: ପ୍ରସ୍ତୁତିର ସମୀକ୍ଷା କଲେ ଡିଜିପି

କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପୋଲିସ ଡିଜି ବିିଜୟ କୁମାର ଶର୍ମା…

ଦୋରାଗୁଡା ଘାଟରେ ଡଙ୍ଗାଚାଳକ ବନ୍ଦ; ଲୋକେ ହନ୍ତସନ୍ତ

ଚିତ୍ରକୋଣ୍ଡା, ୨୯ା୮(ଡି.ଏନ.ଏ.)- ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ୬ଟି ପଞ୍ଚାୟତ ଦୋରାଗୁଡା, ନୁଆଗୁଡା, ଗୁଣ୍ଠାଓ୍ବାଡା, କପାତୁଟି, କୁରୁମାନୁର ଓ ପାପୁଲୁର ପାଇଁ ଦୋରାଗୁଡା ଡଙ୍ଗା ଘାଟ ଦେଇ ୨ଟି ଡଙ୍ଗା ଚଳାଚଳ କରୁଥିଲା। ଗତ ଅଗଷ୍ଟ ୪ରୁ ଦୁଇଟି ଯାକ ଡଙ୍ଗା…

ଜଗତ୍‌ସିଂହପୁର ଜିଲା ପରିଷଦର ୫ମ ସାଧାରଣ ବୈଠକ: ଭୁଲ ଜଙ୍ଗଲ ଜମି ରିପୋର୍ଟକୁ ନେଇ ଉଦ୍‌ବେଗ

ଜଗତ୍‌ସିଂହପୁର ଅଫିସ,୨୯ା୮: ଜଗତ୍‌ସିଂହପୁର ଜିଲା ପରିଷଦର ୫ମ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣରେ ବିଳମ୍ବକୁ ନେଇ କିଛି ସମୟ ଆଲୋଚନା ଚାଲିଥିଲା। ଏତିକିବେଳେ ଜଙ୍ଗଲ ଜମି…

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଟାଙ୍ଗୀ(ଖୋର୍ଦ୍ଧା),୨୯ା୮(ଡି.ଏନ.ଏ.): ଟାଙ୍ଗୀ ଅବକାରୀ ବିଭାଗ ଅଧିକାରୀ ଓ କର୍ମକର୍ତ୍ତା ବୁଧବାର କୁହୁଡ଼ିରେ ଚଢ଼ାଉ କରି ୪କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଉଛନ୍ତି ରବୀନ୍ଦ୍ର ଭୁଜବଳ(୪୮)। ଅବକାରୀ ଇନ୍ସପେକ୍ଟର ନିନା ବେଉରା…

ହେଟାବାଘ ଆକ୍ରମଣରେ ୧୯ ଛେଳି ମୃତ

ରଣପୁର,୨୯।୮(ସ୍ବ.ପ୍ର.): ରଣପୁର ବ୍ଲକ କଙ୍କିଆ ସାଅଁ।ତରାପୁର ଗଁ।ରେ ହେଟାବାଘ ଆତଙ୍କ ଦେଖାଦେଇଛି । ମଙ୍ଗଳବାର ରାତିରେ ହେଟାବାଘ ଆକ୍ରମଣରେ ୧୯ ଛେଳି ମରିଯାଇଥିବାବେଳେ ୪ ଛେଳିକୁ ନେଇ ପଳାଇଯାଇଛି। ଖବର ପାଇ ରଣପୁର ବନ ଅଧିକାରୀ ଓ ରଣପୁର ଅତିରିକ୍ତ ପ୍ରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?