ଜିଲା ଶିକ୍ଷା ବ୍ୟବସ୍ଥାରେ ସୁଧାର ପ୍ରୟାସ: ଡିଏମ୍ଏଫ୍ ପାଣ୍ଠିରେ ୮୨ ଶିକ୍ଷକ ନିଯୁକ୍ତି
ଅନୁଗୋଳ ଅଫିସ, ୨୯।୮: ଅନୁଗୋଳ ଜିଲାର ଖଣି ପ୍ରଭାବିତ ଅଞ୍ଚଳରେ ଥିବା ୪୩ ସ୍କୁଲରେ ବୁଧବାର ୮୨ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚୁକ୍ତି ଭିତ୍ତିରେ ଏହି ନିଯୁକ୍ତି ପ୍ରଦାନ କରାଯାଇଥିବା ଚିଠି ନଂ.…
ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ କରିବ କୁଇ ସମାଜ
ଫୁଲବାଣୀ ଅଫିସ,୨୯ା୮-କନ୍ଧମାଳ ଜିଲା କ.ନୁଆଗାଁ ବ୍ଲକ କୁଡୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟ ଆଦିବାସୀ ମହିଳା ଶିକ୍ଷୟିତ୍ରୀଙ୍କୁ ସେହି ସ୍କୁଲର ପ୍ରଧାନଶିକ୍ଷକ, ଅନ୍ୟ ୩ ଜଣ ସହକାରୀ ଶିକ୍ଷକ ନିର୍ଯାତନା ଦେବା ଘଟଣାକୁ ନେଇ ଏବେ ଜିଲାରେ ଚର୍ଚ୍ଚା ଜୋର…
ଗୋରୁପଲଙ୍କ ଉପରେ ଡମ୍ପର ମାଡ଼ିଗଲା: ୫ ମୃତ, ଚାଳକ ଗିରଫ
ଶଙ୍କରାଖୋଲ,୨୯ା୮ (ଡି.ଏନ୍.ଏ)-ଚକାପାଦ ଥାନା ପସରା ନିକଟରେ କଡ଼ିକାଡୁ ଘାଟିର ପାଣିପକା ବୁଲାଣିଆ ରାସ୍ତାରେ ବୁଧବାର ଦିନ ଗୋରୁ ପଲଙ୍କ ଉପରେ ବାଲି ବୋଝେଇ ଡମ୍ପର ମାଡିଯିବାରୁ ୫ ଗାଈ ବଳଦ ମୃତ ହୋଇଥିବା ବେଳେ ୧୫ରୁ ଅଧିକ ଗୋରୁ ଗାଈ ଆହତ…
ବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବ
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୯ା୮- କନ୍ଧମାଳ ଜିଲା ଗୋଛାପଡା ଥାନା ବାଲନ୍ଦାପଡା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ବୁଧବାର ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଗୁଳିବିନିମୟ ପରେ ଯବାନମାନେ ସେଠାକୁ କୋମ୍ବିଂ ଅପରେଶନ କରି…
ମାଛ ଜାଲରୁ ଗୋମୁହା ପ୍ରଜାତିର କୁମ୍ଭୀର ଉଦ୍ଧାର
ଦିଗପହଣ୍ଡି,୨୯ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରିଗାଁ ପଞ୍ଚାୟତ ମଣିଢିଅ ଗ୍ରାମରେ ମାଛ ଜାଲରୁ ବୁଧବାର ଏକ ଗୋମୁହା ପ୍ରଜାତିର କୁମ୍ଭୀର ଉଦ୍ଧାର ହୋଇଛି। କୁମ୍ଭୀରଟିର ଲମ୍ବ ପ୍ରାୟ ୫ ଫୁଟ ହୋଇଥିବା ବେଳେ ବୟସ ପ୍ରାୟ ୨ ବର୍ଷ ହେବ ବୋଲି…
ପୋକ୍ସୋ କୋର୍ଟରେ ୧୦ ବର୍ଷ ଜେଲ
କେନ୍ଦୁଝର, ୨୯ା୮(ସ୍ବ.ପ୍ର./ଡି.ଏନ.ଏ.)-ସ୍ଥାନୀୟ ଏଡିଜେ ତଥା ସ୍ପେଶାଲ ଜଜ କୋର୍ଟରେ ବୁଧବାର ଏକ ପୋକ୍ସୋ ମାମଲାର ଶୁଣାଣି କରି ଏଡିଜେ ତଥା ସ୍ପେଶାଲ ଜଜ ଲୋକନାଥ ସାହୁ ଜଣେ ବ୍ୟକ୍ତିଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା କରିଛନ୍ତି।…
ଗାଧୁଆ ଘର ଯୋଜନା ବିଫଳ: ଅବହେଳିତ ହୋଇ ପଡିରହିଛି ଗୃହ
ତେଲକୋଇ, ୨୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ସମେତ ବିଭିନ୍ନ ପଞ୍ଚାୟତରେ କେନ୍ଦ୍ର ସରକାରଙ୍କ ସହାୟତାରେ ଗାଧୁଆ ଗୃହ ଯୋଜନା କରାଯାଇଛି। ୨୨ଟି ପଞ୍ଚାୟତରେ ଗାଧୁଆ ଶୌଚ ପାଇଁ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟୟବରାଦ କରାଯାଇ ୫୩ଟି ଏଭଳି ଗୃହ ନିର୍ମାଣ ଯୋଜନାରେ…
ଦିବ୍ୟାଙ୍ଗ ଅଞ୍ଜନଙ୍କୁ ଆବାସ ଯୋଜନା ସାତ ସପନ
ଚମ୍ପୁଆ,୨୯।୮(ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଜାମୁଦଲକ ପଞ୍ଚାୟତର ଅଢଙ୍ଗାପାଳର ଅଞ୍ଜନ ମହାନ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାତ ସପନ ପାଲଟିଛି। ଦୁଇବର୍ଷ ପୂର୍ବରୁ ଆବେଦନ କରି ମଧ୍ୟ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇଛନ୍ତି ଅଞ୍ଜନ। ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମ ଓ…
ସ୍ବଚ୍ଛଭାରତ ମିଶନ: ୧୯,୧୬୧ ପାଇଖାନା ଅସମ୍ପୂର୍ଣ୍ଣ
ବାସୁଦେବପୁର, ୨୯।୮ (ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଲକ୍ଷ୍ୟ ଧାର୍ଯ୍ୟ ଥିବା ୩୯,୫୫୫ଟି ପାଇଖାନା ମଧ୍ୟରୁ ୨୦,୩୯୪ଟି ନିର୍ମାଣ ସରିଛି। ୧୯,୧୬୧ ପାଇଖାନା ନିର୍ମାଣାଧୀନ ରହିଥିବା ବେଳେ ସେଥିମଧ୍ୟରୁ…
୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ
ବସ୍ତା,୨୯।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ବସ୍ତା ଓ ଆଖ ପାଖ ଅଞ୍ଚଳରେ ବ୍ରାଉନସୁଗାର ଚୋରା କାରାବାର ଦିନକୁ ଦିନ ବ୍ୟାପକ ହେବେରେ ଲାଗିଛି। ବୁଧବାର ବସ୍ତା ପୋଲିସ ଚଢ଼ାଉ କରି ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଏହି ଘଟଣାରେ ଅଭିଯୁକ୍ତ…
ଜଳିଗଲା ୨ ଉଠାଦୋକାନ
ବାଲେଶ୍ୱର ଅଫିସ, ୨୯।୮- ବାଲେଶ୍ୱର ଷ୍ଟେଶନ ଛକରେ ଥିବା ୨ଟି ଉଠା ଦୋକାନରେ ବୁଧବାର ରାତି ୧୦ଟା ସମୟରେ ନିଆଁ ଲାଗି ଯାଇଥିଲା। ଗୋଟିଏ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଥିବାବେଳେ ଅନ୍ୟଟିରେ ଆଂଶିକ ନିଆଁ ଲାଗିଛି। ଖବରପାଇ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ…
ବାରିପଦା ଆର୍ପିଏଫ୍ ଥାନାରେ ସିବିଆଇ ଟିମ୍: ଇନ୍ସପେକ୍ଟର ଓ କନେଷ୍ଟବଳ ଅଟକ
ବାରିପଦା ଅଫିସ,୨୮ା୮: ମୟୂରଭଞ୍ଜ ଜିଲା ବାରିପଦା ଆରପିଏଫ ଥାନାରେ ସିବିଆଇ ପକ୍ଷରୁ ବୁଧବାର ସନ୍ଧ୍ୟାରେ ଚଢ଼ାଉ କରାଯାଇଛି । ୨ ଜଣ ଡ଼ିଏସପି ଓ ୭ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ୧୧ ଜଣ କର୍ମଚାରୀ ଏହି ଚଢ଼ାଉରେ ସାମିଲ ଅଛନ୍ତି।…

